ଲିଂଗଲିଂଗ ଝଡ଼ର ପ୍ରଭାବରେ କୋରିଆରେ ବ୍ୟାପକ କ୍ଷତି

ସିଓଲ,୭।୯: ଆମେରିକାର ଫ୍ଲୋରିଡାରେ ସାମୁଦ୍ରିକ ଝଡ଼ ଡୋରିଅନ ପ୍ରଭାବରେ ବ୍ୟାପକ କ୍ଷତି ହୋଇଥିବା ବେଳେ ଏବେ ଲିଙ୍ଗଲିଙ୍ଗ ଝଡ଼ର ପ୍ରଭାବରେ କୋରିଆ ଉପକୂଳରେ ବି ବ୍ୟାପକ କ୍ଷତି ହୋଇଥିବା ଜଣାପଡିଛି। ତେବେ ଲିଙ୍ଗଲିଙ୍ଗ ଝଡ଼ର ପ୍ରଭାବରେ ଖୁବ୍‌ ଜୋରରେ ପବନ ବହୁଥିବାରୁ ଏଠାକାର ଅଧିକାଂଶ ଘର କ୍ଷତିଗ୍ରସ୍ତ ହୋଇଥିବା କୁହାଯାଉଛି। ଝଡ଼ର ମାତ୍ରାକୁ ଦେଖି ବିଦ୍ୟୁତ ସରବରାହକୁ ବନ୍ଦ କରି ଦିଆଯାଇଛି। ଫଳରେ ହଜାରରୁ ଊର୍ଦ୍ଧ୍ୱ ଘର ଅନ୍ଧାରରେ ରହିଛନ୍ତି। ଲିଙ୍ଗଲିଙ୍ଗ ଫଳରେ ବଡ ବଡ ଗଛ ଉପୁଡି ଯିବାରୁ ବିଦ୍ୟୁତ ସରବରାହ ବ୍ୟାହତ ହୋଇଛି। ଏହାକୁ ଦଅଷ୍ଟିରେ ରଖଇ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ପଠାଇ ଦିଆଯାଇଛି। ଏହାସହ ପ୍ରାୟ ୮୯ ବିମାନ ସେବାକୁ ବନ୍ଦ କରି ଦିଆଯାଇଛି।


All Right Reserved By

ଷ୍ଟୁଡିଓରେ ନିଆଁ ଲଗାଇଦେଲେ: ୩୩ ଦଗ୍ଧ

ଟୋକିଓ,୧୯ା୭(ଏଏଫ୍‌ପି):ଜାପାନର କ୍ୟୋଟୋ ଆନିମେଶନ୍‌ କମ୍ପାନୀ ଉପରେ ଗୁରୁବାର ଆକ୍ରମଣ ହୋଇଛି। ଏଥିରେ ୩୩ ଜଣଙ୍କ ମୃତ୍ୟୁ ହେବା ସହ ୩୬ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ...

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାମାଫୋସା

ଜୋହାନ୍ସବର୍ଗ,୨୬ା୫(ପି.ଟି.): ଆଫ୍ରିକୀୟ ଜାତୀୟ କଂଗ୍ରେସ (ଏଏନ୍‌ସି) ମୁଖ୍ୟ ସିରିଲ୍‌ ରାମାଫୋସା ଶନିବାର ଦେଶର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଷଷ୍ଠ ସାଧାରଣ ନିର୍ବାଚନ ପରେ...

ମକାକ୍ଷେତରେ ବିମାନ ଅବତରଣ

ମସ୍କୋ, ୧୭ା୮(ପି.ଟି.): ରୁଷିଆର ୟୁରାଲ ଏୟାରଲାଇନ୍ସ ଏ୩୨୧ ବିମାନ ୨୨୬ ଯାତ୍ରୀ ଓ ୭ କର୍ମଚାରୀଙ୍କୁ ନେଇ ଗୁରୁବାର ମସ୍କୋର ଝୁକୋଭସ୍କାୟା ବିମାନବନ୍ଦରରୁ କ୍ରିମିଆ ଅଭିମୁଖେ ଉଡ଼ାଣ...

ସ୍ବାମୀଙ୍କ ଭଲ ପାଇବାରେ ଅତିଷ୍ଠ ହୋଇ ସ୍ତ୍ରୀ ଛାଡ଼ପତ୍ର ପାଇଁ କୋର୍ଟର ହେଲେ ଦ୍ୱାରସ୍ଥ

ଆବୁଧାବି, ୨୫।୮: ସ୍ତ୍ରୀ ସ୍ବାମୀଙ୍କ ମଧ୍ୟରେ ଭଲ ପାଇବା ରହିବା ସ୍ବାଭାବିକ କଥା। ତେବେ ସ୍ବାମୀଙ୍କ ଭଲ ପାଇବାରେ ଅତିଷ୍ଠ ହୋଇ ଜଣେ ମହିଳା ଛାଡ଼ପତ୍ର...

ଅଣୁ ଯୁଦ୍ଧର ଧମକ ଦେଲେ ଇମ୍ରାନ୍‌

ଇସ୍‌ଲାମାବାଦ, ୨୭ା୮: କଶ୍ମୀର ପ୍ରସଙ୍ଗରେ ସବୁଆଡୁ ବାଟ ବନ୍ଦ ହୋଇଯିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଭାରତକୁ ଅଣୁ ଯୁଦ୍ଧର ଧମକ ଦେଇଛନ୍ତି। ଏହି...

ଏଠି ଗୀତ ଗାଏ ସଡ଼କ

କଥାଟା ଅଡୁଆ ଲାଗୁଥିଲେ ବି ସତ। କାରଣ ସଡ଼କରେ ଯିବା ସମୟରେ ଗୀତ ଶୁଣିଲେ ଦୁର୍ଘଟଣାକୁ ଏଡାଇ ଦିଆଯାଇପାରିବ ବୋଲି ଚିନ୍ତା କରିବା ପରେ କେତେକ...

କୋଲେଷ୍ଟରଲସ୍ତର କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ପ୍ରତିଦିନ ସକାଳେ ଅଧା କପ୍‌ ଗାଜର ରସ ପିଇଲେ ଅନେକ ଉପକାର ମିଳିଥାଏ। ଗାଜର ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ...

ଆଫଗାନିସ୍ତାନରେ ବନ୍ଦ ହେଲା ରେଡିଓ ଷ୍ଟେଶନ

କାବୁଲ,୧୬।୭: ପୂର୍ବ ଆଫଗାନିସ୍ତାନର ଘଜନି ସହରରେ ଥିବା ସାମା ରେଡିଓ ଷ୍ଟେଶନ ଏବେ ବନ୍ଦ ହୋଇଯାଇଥିବା ସୂଚନା ଦେଇଛନ୍ତି ଷ୍ଟେଶନର ନିର୍ଦ୍ଦେଶକ ରମେଜ ଆଜମି। ସେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *