Posted inଜାତୀୟ

ଭାରତର ରାଷ୍ଟ୍ରପତିଙ୍କ ପାଇଁ ଆକାଶମାର୍ଗ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ,୭।୯: ପାକିସ୍ତାନ ଭାରତ ବିରୋଧରେ ଆଉ ଏକ ଖେଳ ଖେଳିଛି। ପାକ୍‌ ବୈଦେଶିକମନ୍ତ୍ରୀ ଏମ୍‌ଏସ୍‌ କ୍ୟୁରେସି କହିଛନ୍ତି ପାକିସ୍ତାନ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆକାଶ ପଥରେ ପ୍ରବେଶ କରିବ ନାହିଁ ବୋଲି ମନା କରିଦେଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ପାକିସ୍ତାନ ଭାରତ ପାଇଁ ତା’ର କେତେଗୁଡିଏ ଆଗାଶମାର୍ଗକୁ ବନ୍ଦ କରି ଦେଇଥିଲା। ରାଷ୍ଟ୍ରପତି କୋବିନ୍ଦ ସୋମବାର ୩ ଦିବସୀୟ ବିଦେଶ ଯାତ୍ରା କାର୍ଯ୍ୟକ୍ରମରେ ସ୍ବିଜରଲାଣ୍ଡ, ଆଇସ୍‌ଲ୍ୟାଣ୍ଡ, ସ୍ଲୋଭାନିଆ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।


All Right Reserved By Dharitri.Com

ଅକ୍ଷରଧାମ ମନ୍ଦିର ନିକଟରେ ପୋଲିସ ଉପରକୁ ଗୁଳିମାଡ଼

ନୂଆଦିଲ୍ଲୀ,୨୨।୯: ଅକ୍ଷରଧାମ ମନ୍ଦିର ନିକଟରେ ରବିବାର ପୂର୍ବାହ୍ନ ୧୧ଟା ସମୟରେ ୪ ଜଣ ସନ୍ଦିଗ୍ଧ ପୋଲିସ ଉପରକୁ ଗୁଳିମାଡ଼ କରି ଖସି ପଳାଇବାକୁ ସକ୍ଷମ ହୋଇଛନ୍ତି।...

ରାଜ୍ୟ ସଭାରେ ହଙ୍ଗାମା କଲେ ଭୋଟିଂ ଅଧିକାରରୁ ବଞ୍ଚିତ ହେବେ ସଦସ୍ୟ !

ନୂଆଦିଲ୍ଲୀ,୨୦।୨: ଏଣିକି ରାଜ୍ୟ ସଭାରେ ହଙ୍ଗାମା କଲେ ସଦସ୍ୟଙ୍କ ବିରୋଧ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେମାନେ ଭୋଟିଂ ଅଧିକାରରୁ ବଞ୍ଚିତ ହେବାର ଆଶଙ୍କା...

ଶ୍ରୀଲଙ୍କା ବିସ୍ଫୋରଣ: ଦୁଇ ବିସ୍ଫୋରଣକାରୀ କୋଟିପତି ବ୍ୟବସାୟୀଙ୍କ ପୁଅ

ନୂଆଦିଲ୍ଲୀ,୨୪ା୪: ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଥିବା ଦୁଇ ଆତ୍ମଘାତୀ ବିସ୍ଫୋରଣକାରୀଙ୍କ ସମ୍ପର୍କରେ ସୂଚନା ମିଳିଛି। ଏହି ଦୁଇଜଣ କୋଟିପତି ବ୍ୟବସାୟୀ ମହମ୍ମଦ ୟୁସୁଫ ଇବ୍ରାହିମଙ୍କ ପୁଅ...

ତେଲେଙ୍ଗାନା ଗଠନ ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨।୬: ତେଲେଙ୍ଗାନା ଗଠନ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ରାଜ୍ୟବାସୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।...

ଜୀବନକୁ ବାଜି ଲଗାଇ ଜହର ଖାଇଥିବା ସାପକୁ ବଞ୍ଚାଇଲେ ଆଇଟି ଅଧିକାରୀ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇନ୍ଦୋର,୨।୬: ମଣିଷ ଏବଂ ପ୍ରାଣୀଙ୍କ ମଧ୍ୟରେ ସମ୍ପର୍କ ନିଆରା। ପରିବେଶ ସନ୍ତୁଳନରେ ପ୍ରାଣୀଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଜୀବେଦୟାକୁ ଭାରତୀୟ ସମାଜ ଅତିପୁରାତନ କାଳରୁ...

ଅନ୍ତିମ ସଂସ୍କାର ପାଇଁ ଚାଷୀ ଗୋବରରୁ ପ୍ରସ୍ତୁତ କଲେ କାଠ

କାନପୁର,୧୦।୮: ଅନ୍ତିମ ସଂସ୍କାରରେ ହିନ୍ଦୁ ପରମ୍ପରା ଅନୁସାରେ ମୃତଦେହକୁ ଦାହ କରାଯାଇଥାଏ। ତେବେ ଏଥିପାଇଁ କାଠର ଆବଶ୍ୟକତା ପଡ଼ିଥାଏ। ଏହାଦ୍ୱାରା ଗଛ କଟା ହୋଇଥାଏ। ଫଳରେ...

ଓକିଲଙ୍କ ବିରୋଧରେ ତାତିଲେ ପୋଲିସ: ହେଡ୍‌କ୍ୱାଟର ସମ୍ମୁଖରେ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୫।୧୧: ଦିଲ୍ଲୀର ତିସ୍‌ ହଜାରୀ କୋର୍ଟ ବାହାରେ ପୋଲିସ ଓ ଓକିଲଙ୍କ ମଧ୍ୟରେ ହୋଇଥିବା ହିଂସା ମାମଲା ଏବେ ଉଗ୍ରରୂପ ଧାରଣ କରିଛି। ମଙ୍ଗଳବାର ସକାଳେ...

ଦିଲ୍ଲୀ-ମିରଟ ଏକ୍ସପ୍ରେସ୍‌ ଓ୍ବେର ଦୁଇ କଡରେ ଲାଗିବ ଏକ ଲକ୍ଷ ଗଛ

ନୂଆଦିଲ୍ଲୀ,୨।୯: ଦିଲ୍ଲୀ-ମିରଟ ଏକ୍ସପ୍ରେସ୍‌ ଓ୍ବେର ଦୁଇ କଡରେ ଏବେ ପାଖାପାଖି ୧ ଲକ୍ଷ ଗଛ ଲାଗିବ ବୋଲି ଜଣାପଡିଛି। ନ୍ୟାଶନାଲ ହାଇଓ୍ବେ ଅଥରିଟଇ ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ)...

Leave a comment

Your email address will not be published. Required fields are marked *