Posted inଜାତୀୟ

ରାମ ଜେଠ୍‌ମାଲାନୀଙ୍କ ପରଲୋକ

ନୂଆଦିଲ୍ଲୀ,୮।୯: ବରିଷ୍ଠ ଆଇନଜୀବୀ ରାମ ଜେଠ୍‌ମାଲାନୀଙ୍କ ରବିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ୧୯୨୩ ସେପ୍ଟେମ୍ବର ୧୪ରେ ସେ ପାକିସ୍ତାନର ଶିକାରପୁରଠାରେ ଜନ୍ମଗ୍ରହଣ କରିଥିଲେ। ୨୦୧୬ଠାରୁ ସେ ଆର୍‌ଜେଡିର ରାଜ୍ୟସଭା ଏମ୍‌ପି ଥିଲେ। ଆଉ ୬ ଦିନ ପରେ ସେ ନିଜର ୯୬ ତମ ଜନ୍ମଦିନ ପାଳନ କରିଥାନ୍ତେ।


All Right Reserved By Dharitri.Com

ସୋସିଆଲ୍‌ ମିଡ଼ିଆରେ ଆଧାର ସଂଯୋଗ ମାମଲା: କେନ୍ଦ୍ର ସରକାରଙ୍କ ସହିତ ଗୁଗଲ, ଟୁଇଟର ଏବଂ ୟୁଟ୍ୟୁବ୍‌କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୨୦।୮: ସୋସିଆଲ୍‌ ମିଡ଼ିଆ ଆକାଉଣ୍ଟ୍‌ ସହିତ ଆଧାର କାର୍ଡ ସଂଯୋଗ ମାମଲାରେ ସୁପ୍ରିମ୍‌କୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କ ସହିତ ଗୁଗଲ, ଟୁଇଟର ଏବଂ ୟୁଟ୍ୟୁବ୍‌କୁ...

୪୪ ବର୍ଷ ତଳର ଜରୁରୀକାଳୀନ ପରିସ୍ଥିତି: ୨୧ ମାସର କଳା ଇତିହାସ

ନୂଆଦିଲ୍ଲୀ,୨୪।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍‌ ୨୪ରେ ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ପାଇଁ ପରିଷ୍କାର ହୋଇଥିଲା।...

ବଳାତ୍କାର ମାମଲାରେ ସ୍ବାମୀ ଚିନ୍ମୟାନନ୍ଦ ଗିରଫ

ଶାହଜହାନପୁର,୨୦।୯: ଶେଷରେ ବଳାତ୍କାର ମାମଲାରେ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ଗିରଫ ହୋଇଛନ୍ତି। ଏବେ ତାଙ୍କୁ ମେଡିକାଲ ଟେଷ୍ଟ ପାଇଁ...

ଝାଡ଼ଖଣ୍ଡରେ ୬୩% ମତଦାନ: ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌

ରାଞ୍ଚି, ୩୦ା୧୧ : ଝାଡ଼ଖଣ୍ଡ ବିଧାନସଭା ଲାଗି ହେଉଥିବା ପାଞ୍ଚ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଶନିବାର ଅନୁଷ୍ଠିତ ଏହି...

ଚମ୍ବଲରୁ ୬ଟି ରାଜ୍ୟକୁ ସପ୍ଲାଏ ହେଉଥିଲା ସିନ୍ଥେଟିକ୍‌ କ୍ଷୀର: ୫୭ ଗିରଫ

ଭୋପାଳ,୨୦।୭: ମଧ୍ୟପ୍ରଦେଶ ଗ୍ବାଲିୟର-ଚମ୍ବଲ ଅଞ୍ଚଳରେ ଚାଲିଥିବା ୩ଟି ସିନ୍ଥେଟିକ୍‌ କ୍ଷୀର କାରଖାନା ଉପରେ ପୋଲିସ ଚଢ଼ାଉ କରିଛି। ଏନେଇ ୫୭ ଜଣଙ୍କୁ ଗିରଫ କରାଯାଇଛି। ଚଢ଼ାଉ...

୪୦ ଲକ୍ଷଙ୍କୁ ମିଳିବ ମାଲିକାନା ଅଧିକାର

ନୂଆଦିଲ୍ଲୀ,୨୪ା୧୦(ପି.ଟି.): ଦିଲ୍ଲୀର ଅନଧିକୃତ କଲୋନିଗୁଡ଼ିକରେ ରହୁଥିବା ୪୦ ଲକ୍ଷ ଲୋକଙ୍କୁ ମାଲିକାନା ଅଧିକାର ମିଳିବ। ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଏଭଳି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା...

ବାଜପେୟୀଙ୍କ ନାମରେ ମେଡିକାଲ କଲେଜ

ନୂଆଦିଲ୍ଲୀ,୧୭ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ନାମରେ ଏକ ମେଡିକାଲ କଲେଜକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ଅଟଳ...

ଆଡଓ୍ବାଣୀଙ୍କ ରେକର୍ଡ ଭାଙ୍ଗିଲେ ଶାହ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଗୁଜରାଟ ଗାନ୍ଧୀନଗର ଆସନରୁ ବିପୁଳ ଭୋଟରେ ବିଜୟ ହୋଇଛନ୍ତି। ଶାହ ୫ ଲକ୍ଷ...

Leave a comment

Your email address will not be published. Required fields are marked *