Posted inUncategorized

ୟୁକୋ ବ୍ୟାଙ୍କର ନୂତନ ଆଞ୍ଚଳିକ ପ୍ରବନ୍ଧକ

ଭୁବନେଶ୍ୱର,୧୮-୪: ୟୁକୋ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ପ୍ରବନ୍ଧକ ଭାବେ ଟି.ଆର, ଚୋକଲିଙ୍ଗମ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଗୁଜରାଟର ଅହମ୍ମଦାବାଦ ଆଞ୍ଚଳିକ କାର୍ଯ୍ୟାଳୟରେ ଆଞ୍ଚଳିକ ପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ୧୯୮୧ରେ ସେ ୟୁକୋ ବ୍ୟାଙ୍କରେ କାର୍ଯ୍ୟ ଆରମ୍ଭ ସହ ତାମିଲନାଡୁ, ମହାରାଷ୍ଟ, କର୍ଣ୍ଣାଟକ, କେରଳ, ଗୁଜରାଟ ଏବଂ ସିଙ୍ଗାପୁର ଭଳି ସ୍ଥାନରେ କାର୍ଯ୍ୟ କରିଛନ୍ତି। ବ୍ୟାଙ୍କିଙ୍ଗ କ୍ଷେତ୍ରରେ ତାଙ୍କର ଦୀର୍ଘ ୩୮ ବର୍ଷର ଅଭିଜ୍ଞତା ରହିଛି। ଜେନେରାଲ ବ୍ୟାଙ୍କିଙ୍ଗରେ ତାଙ୍କର ରୁଚି ରହିଛି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଭୁବନେଶ୍ୱର ଅଞ୍ଚଳ ମଧ୍ୟରେ ରିଟେଲ, ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ଗୁରୁତ୍ୱ ପ୍ରଦାନ ସହ ଏନ୍‌ପିଏ ହ୍ରାସ  ଦିଗରେ ଉଦ୍ୟମ କରିବେ  ବୋଲି କହିଛନ୍ତି।


All Right Reserved By Dharitri.Com

Posted inUncategorized View All

ଜେଇ ଓ୍ବିଲିସନ ଇଣ୍ଟରନ୍ୟାଶନାଲ ସିରିଜ: ଓଡ଼ିଆ ଝିଅ ଋତୁପର୍ଣ୍ଣାଙ୍କୁ ଡବଲ୍‌ ଟାଇଟଲ୍‌

ନୂଆଦିଲ୍ଲୀ, ୨୨।୭ (ପି.ଟି.)- ଉଦୀୟମାନ ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା ଓଡ଼ିଆ ଝିଅ ଋତୁପର୍ଣ୍ଣା ପଣ୍ଡା ଘାନାର ଆକ୍‌ରାଠାରେ ଅନୁଷ୍ଠିତ ଜେଇ ଓ୍ବିଲସନ ଇଣ୍ଟରନ୍ୟାଶନାଲ...

ଶ୍ରୀନହରକୁ ବିଜେ ହେଲା ଖଡ଼ିପ୍ରସାଦ: ମହାପ୍ରଭୁଙ୍କର ହେଲା ବନକଲାଗି

ପୁରୀ ଅଫିସ, ୨ା୭: ଶ୍ରୀନହରକୁ ମଙ୍ଗଳବାର ଖଡ଼ି ପ୍ରସାଦ ବିଜେ କରାଯାଇଛି। ପୂର୍ବାହ୍ନରେ ଦତ୍ତମହାପାତ୍ର ସେବକ ଏବଂ ଦଇତାପତି ସେବକମାନେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ...

ଓଡ଼ିଶାରେ ସର୍ବାଧିକ ବେକାର

ଭୁବନେଶ୍ୱର, ୧୬ା୨(ବ୍ୟୁରୋ)- ଓଡିଶାରେ ବେକାରି ସ୍ଥିତି ସର୍ବାଧିକ ୭.୧ ପ୍ରତିଶତ ରହିଛି। ସେଥିମଧ୍ୟରୁ ସହରାଞ୍ଚଳରେ ଏହାର ହାର ୮.୩ ପ୍ରତିଶତ ଥିବା ବେଳେ ଗ୍ରାମାଞ୍ଚଳରେ ୬.୯...

ବଦଳିଲା ‘ବାୟୁ’ର ଗତିପଥ: ଆଶ୍ୱସ୍ତ ହେଲେ ଦିଲ୍ଲୀବାସୀ

ନୂଆଦିଲ୍ଲୀ,୧୮।୬: ଗୋଟିଏ ପଟେ ସାମୁଦ୍ରିକ ଝଡ଼ ‘ବାୟୁ’ ତା’ର ଗତିପଥ ବଦଳାଇ ପୁଣି ଗୁଜରାଟ ମୁହାଁ ହୋଇଥିବା ବେଳେ ଅନ୍ୟପଟେ ଏହାର ପ୍ରଭାବରେ ଦେଶର କିଛି...

ଦ୍ୱିତୀୟ ଟେଷ୍ଟ: ଇଂଲଣ୍ଡର ବୃହତ୍‌ ବିଜୟ

କେପ୍‌ ଟାଉନ,୮।୧- ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ବୃହତ୍‌ ୧୮୯ ରନରେ ଘରୋଇ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଏଥିସହିତ...

Leave a comment

Your email address will not be published. Required fields are marked *