Posted inଜାତୀୟ

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୧।୧୦: ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଦୀପାବଳି ଉପହାର ସ୍ବରୂପ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ହେଉଛି କେନ୍ଦ୍ରୀୟ କର୍ମଚାରୀମାନେ ବର୍ତ୍ତମାନ ୩୧ ପ୍ରତିଶତ ମହଙ୍ଗା ଭତ୍ତା ପାଇବେ। ଏକ କୋଟିରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ ଏହାର ଲାଭ ପାଇବେ।
କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ ମହଙ୍ଗା ଭତ୍ତା ବୃଦ୍ଧି ଚଳିତ ବର୍ଷ ଜୁଲାଇ ୧ ରୁ କାର୍ଯ୍ୟକାରୀ ହେବ। ଏହାପୂର୍ବରୁ ଜୁଲାଇ ମାସରେ ସରକାର ମହଙ୍ଗା ଭତ୍ତା କୁ ୧୧ ପ୍ରତିଶତରୁ ୨୮ ପ୍ରତିଶତକୁ ବୃଦ୍ଧି କରିଥିଲେ। ଏହା ପରେ ଏବେ ଏହା ୩ ପ୍ରତିଶତ ବୃଦ୍ଧି ପାଇଛି। ଏହାର ଅର୍ଥ ଏବେ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ୩୧ ପ୍ରତିଶତ ଡିଏ ପାଇବେ।
ସରକାରଙ୍କ ଏହି ଘୋଷଣା ଦ୍ୱାରା ୪୭.୧୪ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୮.୬୨ଲକ୍ଷ ପେନସନଭୋଗୀ ଉପକୃତ ହେବେ। ଦୀପାବଳି ଅବସରରେ ଏହି ଘୋଷଣା ସରକାରଙ୍କୁ ବାର୍ଷିକ ୯.୪୮୮ କୋଟି ଟଙ୍କା ଖର୍ଚ୍ଚ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌: ଶଗଡ଼ରେ ବ୍ୟବଚ୍ଛେଦ ପାଇଁ ନିଆଗଲା ମୃତଦେହ

ମିରଟ,୧୪।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ପରିବହନ ବ୍ୟବସ୍ଥା ମଧ୍ୟ ବନ୍ଦ ହୋଇଯାଇଛି। ଉତ୍ତରପ୍ରଦେଶ ମିରଟର ବାଗପତ ଅଞ୍ଚଳର...

ଫେସ୍‌ବୁକ୍‌, ହ୍ବାଟ୍‌ସଆପ୍‌ ଛାଡି ନୂଆ ଆପ୍‌ ବ୍ୟବହାର କରୁଛନ୍ତି ଆତଙ୍କବାଦୀ

ଶ୍ରୀନଗର,୨୪।୧: ହ୍ବାଟସଆପ୍‌ ଏବଂ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ଆପ୍‌ ଦ୍ୱାରା ଗୋପନୀୟ ତଥ୍ୟ ଲିକ୍‌ ହେଉଥିବା ଜଣାପଡିବା ପରେ ଏବେ ବିଭିନ୍ନ ଆତଙ୍କବାଦୀ ସଂଗଠନ...

ମେ ୨୩ ପାଇଁ ପ୍ରସ୍ତୁତି: ମୋଦି ମାସ୍କ ପିନ୍ଧି ଲଡୁ ତିଆରି କରୁଛନ୍ତି ମିଠା କାରିଗର

ମୁମ୍ବାଇ, ୨୧।୫: ଲୋକ ସଭା ନିର୍ବାଚନକୁ ନେଇ ଏକଜିଟ୍‌ ପୋଲ୍‌ ଘୋଷଣା ପରେ ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ଚାଲିଛି ପୂର୍ବ ପ୍ରସ୍ତୁତି।...

ସବୁ ଜିଲାରେ ମାନବାଧିକାର କୋର୍ଟ ପ୍ରତିଷ୍ଠା ଆବେଦନ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୭(ପି.ଟି.): ପ୍ରତି ଜିଲାରେ ମାନବାଧିକାର ଅଦାଲତ ସ୍ଥାପନ ପାଇଁ କରାଯାଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ଶୁଣାଣି ପାଇଁ ଗ୍ରହଣ କରିବା ସହ ଏଥିପାଇଁ କେନ୍ଦ୍ର ସରକାରଙ୍କୁ...

ପୁଲଓ୍ବାମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୮।୫: ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଭୋର୍‌ ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିଗୋଳା ବିନିମୟ ଘଟିଛି। ଏଥିରେ ୨ ଜଣ...

ଅଯୋଧ୍ୟାରେ ଶ୍ରୀରାମଙ୍କ ମୂର୍ତ୍ତି ଉଦ୍‌ଘାଟନ କଲେ ଯୋଗୀ

ଅଯୋଧ୍ୟା,୭।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଅଯୋଧ୍ୟାରେ ଥିବା ଭଗବାନ ରାମଙ୍କ କୋଦଣ୍ଡ ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ କରିଛନ୍ତି। ୭ଫୁଟ ଉଚ୍ଚ ଥିବା ଏହି ପ୍ରତିମାର...

ସ୍ତ୍ରୀ ଘରକୁ ନ ଆସିବାରୁ ଶ୍ୱଶୁର ଘର ଗାଁରେ ନିଆଁ ଲଗାଇଦେଲେ ସ୍ବାମୀ, ଆଉ ତା’ ପରେ…

ଭୋପାଳ,୩୦ା୫: ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଖିଲଚିପୁର ତହସିଲଠାରୁ ୭ କିଲୋମିଟର ଦୂର ଦେବଳୀ ଗାଁର ଜଣେ ମହିଳା ସ୍ବାମୀଙ୍କଠାରୁ କେମିତି ମୁକ୍ତି ପାଇବେ ସେ ନେଇ...

ଡ୍ରେନ୍‌ ସଫାକଲେ ଜିଲାପାଳ

ରାମପୁର,୨୪।୮: ଉତ୍ତର ପ୍ରଦେଶ ରାମପୁର ଜିଲାର ଜିଲାପାଳ ଅନଜାନେୟ କୁମାର ସିଂ ଡ୍ରେନ୍‌ ସଫା କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ଜିଲାପାଳ କହିଛନ୍ତି...

Advertisement
Archives

Model This Week