ମାନସ ସ୍ବାଇଁ ହତ୍ୟା ମାମଲା: ଚାନ୍ଦବାଲି କୋର୍ଟରେ ହାଜର ହେଲେ ୮ ଅଭିଯୁକ୍ତ

ଭଦ୍ରକ ଅଫିସ,୨୨।୪: ମାନସ ସ୍ବାଇଁ ହତ୍ୟା ମାମଲାରେ ଶୁକ୍ରବାର ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀଙ୍କ ସମେତ ୮ଜଣଙ୍କୁ ଚାନ୍ଦବାଲି କୋର୍ଟରେ ହାଜର କରାଯାଇଛି। ଭଦ୍ରକ ଉପକାରାଗାରରୁ ୮ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଚାନ୍ଦବାଲି କୋର୍ଟରେ ହାଜର କରାଯାଇଥିବା ଜଣାପଡିଛି। ଆସନ୍ତା ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ ହୋଇଛି। ଏହି ଘଟଣାରେ ଅଧିକ ତଥ୍ୟ ଯୋଗାଡ ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri