ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ: ୮ ଗିରଫ

ବରଗଡ଼ ଅଫିସ,୨୮।୯: ବରଗଡ଼ ସଦର ଥାନା ପୋଲିସ ବୁଧିଆପାଲିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛି। ଚଢ଼ାଉରେ ଜୁଆଖେଳରେ ବ୍ୟବହୃତ ସାମଗ୍ରୀ ସହିତ ୧୨ଟି ବାଇକ୍‌, ନଗଦ ୧୫ ହଜାର ୮୧୦ ଟଙ୍କା ଜବତ କରିଛି। ଏହା ସହିତ ଏଥିରେ ସମ୍ପୃକ୍ତ ୮ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ, ଝାଙ୍କରପାଲିର ଡୋଲାମଣି ମେହେର, ଚକରକେନ୍ଦର ଦୁର୍ବାସା ସେଠ, ଲେବିଡିର ଯଦୁମଣି ବିଶ୍ବାଳ, ବିଶାମିତ୍ର ଭୋଇ, ଭାତବିଡାର ଅଶ୍ବିନୀ ବାଗ, ନରେନ୍ଦ୍ର ମଲ୍ଲିକ, ଶଙ୍କର୍ଷଣ ଦୁବେ ଏବଂ ଲକ୍ଷ୍ମଣ ରାଓ। ସେମାନଙ୍କ ବିରୋଧରେ ଥାନାରେ ୩ ଓପିଜି ଆକ୍ଟରେ ଏକ ମାମଲା (ନଂ-୨୭୭/୨୦୨୦) ରୁଜୁ ହୋଇଛି ବୋଲି ସଦର ଥାନା ଅଧିକାରୀ ଦିଲ୍ଲିପ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri