୮ ମଦ୍ୟପ ଚାଳକ କୋର୍ଟ ଚାଲାଣ

ବଡ଼ବିଲ,୭ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ୮ ଜଣ ମଦ୍ୟପ ଚାଳକଙ୍କୁ ଗିରଫ କରି ଶନିବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଜାଦ ବସ୍ତି ଅଞ୍ଚଳର ବିକାଶ ଗୋପ, ବଡ଼ବିଲ କେ-ଅଲି ମହଲ୍ଲା ଅଞ୍ଚଳର ରାଜୁ ପ୍ରସାଦ, ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଅଞ୍ଚଳର ସନ୍ତୋଷ ଟପ୍ପୋ, ବଡ଼ବିଲ ଓଜନ ଲାଇନ ଅଞ୍ଚଳର ବଜରଙ୍ଗୀ କୁମାର, ଦାମୁ ହଟିଂ ଅଞ୍ଚଳର ଲଳିତ ଲୋହାର, ଝାଡ଼ଖଣ୍ଡ ରାଜ୍ୟ ନୂଆଗଡ଼ ଥାନା ଅନ୍ତର୍ଗତ ଉସିଆ ଗ୍ରାମର କାହ୍ନୁ କେରାଇ, ଝିକପାଣି ଅଞ୍ଚଳର ମାଙ୍ଗା ସୈୟା ଏବଂ ବିହାର ରାଜ୍ୟ ରାହତାଜ ଅଞ୍ଚଳର ସୁନୀଲ କୁମାର। ଶୁକ୍ରବାର ସନ୍ଧ୍ୟାରେ ବଡ଼ବିଲ ପୋଲିସ ପକ୍ଷରୁ ଯାନବାହନ ତନଖି ବେଳେ ଏମାନେ ମଦ୍ୟପାନ କରି ଗାଡ଼ି ଚାଳନା କରୁଥିବାବେଳେ ଧରା ପଡ଼ିଥିବା ବଡ଼ବିଲ ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଭବନ କଟକ: ୮୦୦ ରୋଗୀଙ୍କ ଲାଗି ୨୧ ଆଇସିୟୁ

କଟକ ଅଫିସ, ୧୫ା୯: କଟକ ଶିଶୁଭବନରେ ଦିନକୁ ଦିନ ଶିଶୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟ ସମେତ ରାଜ୍ୟ ବାହାରୁ ମଧ୍ୟ ଲୋକମାନେ...

ସଂଖ୍ୟା ନୁହେଁ, ଶିକ୍ଷା ପରିସର ବଢ଼ାଅ

ଅନୁଗୋଳ ଅଫିସ, ୨୩।୧୧: ୨୦ରୁ କମ୍‌ ପିଲା ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ ପାଇଁ ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତିରେ ରବିବାର କିଛିଟା ପରିବର୍ତ୍ତନ କରାଯାଇଛି। ଶିକ୍ଷାର...

ଶିକ୍ଷକରୁ ପ୍ରଶାସକ

ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ଅଧିକାରୀ ବିଜୟ ଅମୃତା କୁଲାଙ୍ଗେ କେବଳ ଗଞ୍ଜାମ ନୁହେଁ ସାରା ଓଡ଼ିଶାରେ ଜଣେ ଚର୍ଚ୍ଚିତ ଚେହେରା। ନିଜର ସ୍ବତନ୍ତ୍ର କାର୍ଯ୍ୟଶୈଳୀ ଯୋଗୁ...

ଲୁହାପଥର ଚୋରା ଚାଲାଣ: ୨ ଗିରଫ

କେନ୍ଦୁଝର,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ବନ ବିଭାଗ ରବିବାର ରାତିରେ ୨ ଜଣଙ୍କୁ ଗିରଫ କରିଛି। ଏହା ସହ ଗୋଟିଏ ଟିପ୍ପର ଜବତ ହୋଇଛି ।...

ଆସିଲା ମା’କାଳିଜାଈଙ୍କ ଆଜ୍ଞାମାଳ

ବାଲୁଗାଁ,୩ା୯(ଡି.ଏନ୍‌.ଏ.): ଭାଦ୍ରବ ଶୁକ୍ଳପକ୍ଷ ସପ୍ତମୀ ତିଥି ଅବସରରେ ଶନିବାର ବାଣପୁରର ଆରାଧ୍ୟ ଦେବୀ ମା’ଭଗବତୀଙ୍କ ଶାରଦୀୟ ପାର୍ବଣର ଶୁଭାରମ୍ଭ ହୋଇଛି। ଏଥିସହ ଏକ ଡଙ୍ଗାରେ ମା’କାଳିଜାଈଙ୍କ...

ବିଦ୍ୟୁତ୍‌ ଅଫିସ ଘେରିଲେ ଅଞ୍ଚଳବାସୀ

ମୋରଡା,୧।୬(ଡି.ଏନ୍‌.ଏ.): ଅସହ୍ୟ ତାତିରେ ସାରା ରାଜ୍ୟ ସିଝୁଥିବା ବେଳେ ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ଅଞ୍ଚଳବାସୀ ନାହିଁ ନ...

ଖୋଲିଲା ଇଟା, ବାଲି, ସିମେଣ୍ଟ ଦୋକାନ: ସକାଳ ୬ରୁ ସନ୍ଧ୍ୟା ୬ ଯାଏ ରହିବ ଖୋଲା

ଭଦ୍ରକ ଅଫିସ,୨୯ା୪: ଭଦ୍ରକରେ ବୁଧବାରଠାରୁ ଘର ନିିର୍ମାଣ କାମ ଆରମ୍ଭ ହେବ। ରଡ୍‌, ସିମେଣ୍ଟ, ଇଟା, ବାଲି ବିକ୍ରି କରିପାରିବେ ଦୋକାନୀ। ସକାଳ ୬ରୁ ସନ୍ଧ୍ୟା...

ପୂରଣ ହେଉନି ବସ୍‌ଷ୍ଟାଣ୍ଡ ପ୍ରତିଶ୍ରୁତି

ଛେଣ୍ଡିପଦା,୨୧ା୧୨ (ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକରେ ରହିଛି କୋଇଲା ଖଣି। ଦୈନିକ ଶତାଧିକ ଟ୍ରକ୍‌ରେ ଏଠାରୁ କୋଇଲା ବିଭିନ୍ନ କାରଖାନାକୁ ଯାଉଛି। ଆଗାମୀ ଦିନରେ ଆହୁରି...

Advertisement
Archives

Model This Week