ଦିଲ୍ଲୀ ଗଲେ ୮ ଭାଜପା ବିଧାୟକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ସେଥିରେ ଯୋଗ ଦେବାକୁ ୮ଜଣ ଭାଜପା ବିଧାୟକ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି। ସମସ୍ତ ବିଧାୟକମାନେ ଦ୍ରୌପଦୀଙ୍କ
ନାମାଙ୍କନପତ୍ର ଦାଖଲ କରିବା ସମୟରେ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।
ଅନ୍ୟପଟେ, ବିଜେଡ଼ିର ୨ ଜଣ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଟୁକୁନି ସାହୁ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ।
ଏହା ସହିତ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପହଞ୍ଚିବା ପରେ ଜଣେ ପରେ ଜଣେ ବଡ ନେତାଙ୍କୁ ଭେଟିବାରେ ଲାଗିଛନ୍ତି । ଉପ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ ପ୍ରମୁଖ ତାଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri