୮ ବ୍ଲକକୁ ପାନୀୟ ଜଳ ଯୋଗାଣ ନେଇ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି, ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ୬୩ଟି ପଞ୍ଚାୟତ ଓ ୪୭୯ଟି ଗ୍ରାମରେ ଜେ.ଜେ.ଏମ୍‌ ଯୋଜନାରେ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିନିମନ୍ତେ ୩୮୬ କୋଟି ୯୬ ଲକ୍ଷ ୪୦ ହଜାର ୫ ଟଙ୍କାର ସର୍ବନିମ୍ନ ନିବିଦାକୁ କ୍ୟାବିନେଟ ଅନୁମୋଦନ କରିଛି। ସେହିପରି ଦ୍ବିତୀୟ ପ୍ରସ୍ତାବରେ ସୋନପୁର ଜିଲାର ତରଭା, ଉଲୁଣ୍ଡା, ସୋନପୁର ଓ ବୀରମହାରାଜପୁର ବ୍ଲକ୍‌ର ୬୪ଟି ପଞ୍ଚାୟତର ୬୨୫ଟି ଗାଁରେ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ୫୫୩ କୋଟି ୮୫ ଲକ୍ଷ ୮୨ ହଜାର ୭୦୦ ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଉକ୍ତ ୨ଟି ପ୍ରସ୍ତାବ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?