ମହିଳାଙ୍କ ମସ୍ତିଷ୍କରୁ ବାହାରିଲା ୮ ସେମି ଲମ୍ବ ପୋକ…

ସିଡନୀ,୨୯।୮ : ଜଣେ ମହିଳାଙ୍କ ମସ୍ତିଷ୍କରେ ଆଠ ସେମି ଲମ୍ବ ଜୀବନ୍ତ ପରଜୀବୀ (ପୋକ) ପାଇ ଅଷ୍ଟ୍ରେଲିୟ ନ୍ୟୁରୋ ସର୍ଜନମାନେ ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି। ମହିଳାଙ୍କଠାରେ ସଫଳ ଅସ୍ତ୍ରୋପଚାର କରିଥିବା ଡାକ୍ତରମାନେ କହିଛନ୍ତି ଏହା ବୋଧହୁଏ ଦୁନିଆରେ ପ୍ରଥମ ଘଟଣା।

ବାସ୍ତବରେ ମହିଳା ଜଣକ ଆମ୍ନେସିଆ ଏବଂ ଡିପ୍ରେସନର ଶିକାର ହେବା ପରେ ଡାକ୍ତରଙ୍କ ପାଖକୁ ଆସିଥିଲେ। ମଣିଷଠାରେ ଏକ ନୂତନ ପରଜୀବୀ (ପୋକ) ସଂକ୍ରମଣର ବିଶ୍ୱର ପ୍ରଥମ ମାମଲା ଅଷ୍ଟ୍ରେଲିୟା ନ୍ୟାଶନାଲ ୟୁନିଭରସିଟି ଏବଂ କାନବ୍ରା ହସ୍ପିଟାଲର ଗବେଷକଙ୍କ ଦ୍ୱାରା ଆବିଷ୍କୃତ ହୋଇଛି।

୬୪ ବର୍ଷ ବୟସ୍କା ମହିଳାଙ୍କ ଅସ୍ତ୍ରୋପଚାର ପୂର୍ବରୁ ଡାକ୍ତରମାନେ ସ୍କାନ କରିବା ସମୟରେ ତାଙ୍କ ମସ୍ତିଷ୍କରେ ଜୀବନ୍ତ ଗୋଲାକାର ପୋକ ପାଇଥିଲେ। ଏହି ପ୍ରକାର ପରଜୀବୀ ସାଧାରଣତଃ ପାଇଥନରେ ଦେଖାଯାଇଥାଏ। ଫୁସଫୁସ, ଯକୃତ ଏବଂ ମହିଳାଙ୍କ ଅନ୍ୟ ଅଙ୍ଗରେ ଏପରି ଲାର୍ଭା ଥାଇପାରେ ବୋଲି ଡାକ୍ତରମାନେ ଆଶଙ୍କା ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ରାମଲଲାଙ୍କ ‘ସୂର୍ଯ୍ୟ ତିଳକ’ ଦେଖି ଭାବପ୍ରବଣ ହୋଇପଡ଼ିଲେ ମୋଦି: ଭିଡିଓ ଦେଖିଲେ ହୋଇଯିବେ ଅଭିଭୂତ

ନୂଆଦିଲ୍ଲୀ,୨୭।୩: ରାମଙ୍କ ନଗରୀ ଅଯୋଧ୍ୟାରେ ରାମ ନବମୀ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଇଛି। ରାମଲଲାଙ୍କ ଜନ୍ମବାର୍ଷିକୀ ପାଳନ ପାଇଁ ବହୁ ସଂଖ୍ୟକ ଭକ୍ତ ଏକାଠି ହୋଇଥିଲେ।…

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri