ଆଖି ବୁଜିଲେ ୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୮ ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦେଇଛନ୍ତି।

ମୃତକଙ୍କ ମଧ୍ୟରୁ କଟକରୁ ୨ ଜଣ ଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜରୁ ଜଣେ ଲେଖାଏ ଅଛନ୍ତି। ଏହା ସହିତ କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୬କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୨୮୭, ଢେଙ୍କାନାଳରେ ୨୪୨, ଜଗତସିଂହପୁରରେ ୨୯୪, ଯାଜପୁରରେ ୧୫୯, ମାଲକାନଗିରିରେ ୪୬ ଓ ମୟୂରଭଞ୍ଜରେ ୨୭୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଜନ୍ତରମନ୍ତର ପରି ପୁଣି ହେବାକୁ ଯାଉଛି ବଡ଼ ଆନ୍ଦୋଳନ? ସାଂଘାତିକ ଭବିଷ୍ୟବାଣୀ କଲେ…

ନୂଆଦିଲ୍‌ଲୀ,୪।୯: ସେପ୍ଟେମ୍ୱର ୨୦୨୬ରେ ସରକାରଙ୍କୁ ପୁଣି ଥରେ ରାଜରାସ୍ତାରୁ ଉଠୁଥିବା ଏକ ବଡ଼ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭାରତର କୁଣ୍ଡଳୀ ଅନୁଯାୟୀ, ୧୮ରୁ ୨୪ ସେପ୍ଟେମ୍ୱର…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri