ମାଲକାନଗିରିରେ କରୋନା: ଆଜି ଚିହ୍ନଟ ହେଲେ ୮ ଆକ୍ରାନ୍ତ

ମାଲକାନଗିରି,୧୮।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶନିବାର ପୁଣି ୮ଟି କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ରୋଗୀମାନଙ୍କ ମଧ୍ୟରେ ବାଲିମେଳା ବିଜ୍ଞାପିତ ଅଞ୍ଚଳର ଚାରିଜଣ ହୋଇଥିବା ବେଳେ ସେଥିମଧ୍ୟରୁ ତିନିଜଣ ଅନ୍ୟଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି ଏବଂ ଜଣେ ଗୃହ ସଂଗରୋଧରେ ଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ଉକ୍ତ ଗୃହର ଅନ୍ୟଜଣ ସଦସ୍ୟକୁ ହୋଇଛିା ସେହିପରି ମାଲାକନଗିରି ପୌର ପରିଷଦରେ ଚାରିଜଣ ଚିହ୍ନଟ ହୋଇଥିବା ବେଳେ ଏହି ଚାରିଜଣ ଅନ୍ୟଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି। ତେବେ ଆଜିସୁଦ୍ଧା ଜିଲାରେ ମୋଟ ୨୭୪ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୧୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ୧୩୩ ଜଣ କୋବିଡ୍‌-୧୯ ଆକ୍ରାନ୍ତ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଆଇସିଙ୍କ ଥାର୍ଡ ଡିଗ୍ରୀ ଘଟଣା ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା କୁଡୁମୀ ସେନା

ପାଟଣା,୨୦।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାରେ ଜଣେ ଅଭିଯୁକ୍ତଙ୍କୁ ଥାନାଧିକାରୀ ଥାନା ଭିତରେ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ସୋମବାର ଭାଇରାଲ ହେବା ସହ ଜିଲାରେ ଚର୍ଚ୍ଚାର...

କ୍ଷତି ସହୁଛନ୍ତି ବିସ୍ଥାପିତ

ବନ୍ତଳା,୧୫ା୨: ଡେରଜାଙ୍ଗ ଡ୍ୟାମ୍‌ବୁଡ଼ି ଅଞ୍ଚଳର ୩୦ କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାର ବନ୍ତଳା ଥାନା ବଡ଼କେରା ପଞ୍ଚାୟତ ଗୁରଙ୍ଗ କରଡ଼ାବଣିରେ ଥଇଥାନ କରିଥିଲେ। ଘର ପାଇଁ ଜାଗା...

୩ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲେ ସରପଞ୍ଚ

ବନ୍ତ,୩୦ା୫(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ପରିପେକ୍ଷୀରେ ଶନିବାର ଭଦ୍ରକ ଜିଲା ବନ୍ତ ବ୍ଲକ ଷେଣ୍ଢତୀରା ପଞ୍ଚାୟତର ଚାରିପୋଖରିଆ, ଷଠତୀରା, ଷେଣ୍ଢତୀରା ଗ୍ରାମ ସମେତ ଷେଣ୍ଢତୀରା ବଜାର ଅଞ୍ଚଳକୁ...

ଚଞ୍ଚକତା କରି ନାଏବ ସରପଞ୍ଚ ଜିତାଇବାକୁ ଉଦ୍ୟମ

ବାଲେଶ୍ୱର ଅଫିସ,୧୨ ।୩ ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ପାଇଁ ନିର୍ବାଚନ ହୋଇଥିଲା। ରେମୁଣା ବ୍ଲକର ୱେଲଫେୟାର ଅଫିସର...

କୁଶକିଳା ଡବଲ ମର୍ଡର ମାମଲା: ଅଭିଯୁକ୍ତ ଝସକେତନ ଦୋଷୀ ସାବ୍ୟସ୍ତ

ଅନୁଗୋଳ ଅଫିସ,୨୬।୯ – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ୨୦୧୬ରେ ଘଟିଥିବା ରାଜ କିଶୋର ସାହୁଙ୍କ ପୁଅ ଯୋଗେଶ୍ୱର ସାହୁ(୩୬) ଏବଂ ପୁତୁରା...

ଗୋଟିଏ କୋଠରିରେ ୨ ଶ୍ରେଣୀ

ବଇଣ୍ଡା,୨୮।୫(ଡି.ଏନ.ଏ.) ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ ପାଇଁ ଉପଯୁକ୍ତ ଭିତ୍ତିଭୂମି ନାହିଁ। ଏହି କାରଣରୁ ଗୋଟିଏ କୋଠରିରେ ୨ଟି ଶ୍ରେଣୀର ପିଲାଙ୍କୁ ବସିବାକୁ ପଡ଼ୁଛି। ଏଥିସହ ଶିକ୍ଷକ ଅଭାବ...

ଜେଲ ଗଲେ ଇଞ୍ଜିନିୟର

ବ୍ରହ୍ମପୁର ଅଫିସ,୧୭।୯: ଗଞ୍ଜାମ ଜିଲା ଆସିକା ସ୍ଥିତ ଉଠା ଜଳସେଚନ ଉପବିଭାଜନର ସହକାରୀ ଯନ୍ତ୍ରୀ (ବୈଦ୍ୟୁତିକ) ଈଶ୍ୱର ଦାସଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ଗୁରୁବାର ଗିରଫ କରିଥିଲା।...

ବ୍ରହ୍ମପୁର ରେଳଷ୍ଟେଶନରେ ଦୀର୍ଘଦିନ ଧରି ପଡ଼ିରହିଛି ଏକ କାର୍‌: ଚିନ୍ତାରେ ପୋଲିସ, ଲୋକେ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୩।୯- ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଦୀର୍ଘଦିନ ହେଲା ଏକ ନାଲି ରଙ୍ଗର କାର ଛିଡା ହୋଇରହିଛି। ସମ୍ପୃକ୍ତ ଗାଡିର ମାଲିକ କାର୍‌ଟିକୁ ସେଠାରୁ ନେଉ...

Advertisement
Archives

Model This Week