ରାଜ୍ୟରେ ଚିହ୍ନଟ ହେଲେ ୮ କରୋନା ପଜିଟିଭ୍‌

ଭୁବନେଶ୍ୱର ୨୦।୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ଜଣେ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୯ଜଣକୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର, ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ, ସମ୍ବଲପୁର,ସୁନ୍ଦରଗଡ଼ ଜିଲାରୁ ୨ଜଣ ଲେଖାଏ
ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ,୩ଇଭିଏମ୍‌ ଅଚଳ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲା ସଦରମହକୁମାରେ ଭୋଟ ଗଣତି କେନ୍ଦ୍ରରେ ପ୍ରଥମ ରାଉଣ୍ଡରେ ଖୋର୍ଦ୍ଧା, ଚିଲିକା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀମାନେ...

ଡିଜିଟାଇଜେଶନ ହେବ ‘କଳାଭୂମି’ କଳାକୃତି: ସିଡାକ୍‌ ଏବଂ ‘ସିଏ ଆଣ୍ଡ୍‌ ଏ’ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ପୂର୍ବ ଭାରତର ସର୍ବବୃହତ୍‌ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂଗ୍ରହାଳୟ ‘କଳାଭୂମି’ ଏହାର ନିଆରା କନ୍‌ସେପ୍ଟ ପାଇଁ ଦେଶବିଦେଶରେ ଲୋକପ୍ରିୟତା ହାସଲ କରିଥିବାବେଳେ ଏହାର ବିକାଶ...

ଆମେରିକା-ଚାଇନା ଏକାଠି ହେବା ଜରୁରୀ

ଓ୍ବାଶିଂଟନ, ୨୮ା୩: କରୋନା ଭାଇରସ୍‌ ମହାମାରୀର ରୂପ ନେଇ ୨୫ ହଜାରରୁ ଊର୍ଦ୍ଧ୍ୱ ମୁଣ୍ଡ ନେଲାଣି। ଏଥିଲାଗି ବିଶ୍ୱବ୍ୟାପୀ ଆତଙ୍କ ଖେଳିଯାଇଛି। ଏହାର ମୁକାବିଲା ଲାଗି...

ସିଙ୍ଗିଲ ଓ୍ବିଣ୍ଡୋରେ ୫୧୧ କୋଟିର ପ୍ରକଳ୍ପ ମଞ୍ଜୁର

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ୫୧୧.୧୯ କୋଟି ବ୍ୟୟରେ ୭ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି(ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକରେ ମଞ୍ଜୁରୀ ଦିଆଯାଇଛି। ଏହାଦ୍ୱାରା ୬୪୦୨ରୁ ଅଧିକ କର୍ମନିଯୁକ୍ତିି...

ଲକ୍ଷେ ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୪: ଭାରତରେ ପ୍ରଥମ ଥର ପାଇଁ କରୋନା ଦୈନିକ ସଂକ୍ରମଣ ୧ ଲକ୍ଷ ଅତିକ୍ରମ କରିଛି। ରବିବାର ରାତି ୧୨ଟା ସୁଦ୍ଧା ଗୋଟିଏ ଦିନର...

ଆଇଏଫ୍‌ଏସ୍‌ ଅଭୟକାନ୍ତଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୭।୧୧(ବ୍ୟୁରୋ)-ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର...

ଗୋପାଳପୁର ବନ୍ଦରକୁ ହେବ ବିକଳ୍ପ ରାସ୍ତା

ଭୁବନେଶ୍ୱର, ୯ା୧(ବ୍ୟୁରୋ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦରକୁ ବିକଳ୍ପ ରାସ୍ତା ନିର୍ମାଣ ହେବାକୁ ଯାଉଛି। ଏହା ଦ୍ୱାରା ବନ୍ଦରକୁ ଯିବା ବେଳେ ହେଉଥିବା ଭିଡ ହ୍ରାସ...

ଗତ ୨୪ ଘଣ୍ଟାରେ ୧୦ ରାଜ୍ୟରେ ଚିହ୍ନଟ ହୋଇ ନାହାଁନ୍ତି କୌଣସି କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୦।୫: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କୌଣସି ନୂଆ...

Advertisement
Archives

Model This Week