୮ ଯୋଡ଼ିଙ୍କର ପଡ଼ିଲା ହାତଗଣ୍ଠି

ବାଲେଶ୍ୱର ଅଫିସ, ୧୬।୨: ବାଲେଶ୍ୱର ଆଇଟିଆଇସ୍ଥିତ ସୁପ୍ରତିକ ଅଫିସ୍‌ ପରିସରରେ ‘ରେବତୀ’ ଅନୁଷ୍ଠାନ ପକ୍ଷରୁ ସୋମବାର ଗଣବିବାହ ଆୟୋଜିତ ହୋଇଥିଲା। ଏଥିରେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ୮ ଯୋଡ଼ିଙ୍କର ହାତଗଣ୍ଠି ପଡ଼ିଛି। ୫ଜଣ ବ୍ରାହ୍ମଣଙ୍କ ଦ୍ୱାରା ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ‘ରେବତୀ’ର ସମ୍ପାଦିକା ସୁବାସିନୀ ଜେନା ଓ ମାର୍ଗଦର୍ଶକ ଇଂ. ରବୀନ୍ଦ୍ର କୁମାର ଜେନା କାର୍ଯ୍ୟ ସମ୍ପାଦନା କରିଥିଲେ। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ କୁମାର ପଟ୍ଟନାୟକଙ୍କ ସହ ବହୁ ବୁଦ୍ଧିଜୀବୀ ଯୋଗଦେଇ ବରକନ୍ୟାଙ୍କୁ ଆଶୀର୍ବାଦ ଦେଇଥିଲେ। ଉଭୟ ବରକନ୍ୟାଙ୍କ ମା’ବାପା, ପରିବାର ଓ ବନ୍ଧୁବାନ୍ଧବ ମଧ୍ୟ ଉପସ୍ଥିତ ଥିଲେ। ପ୍ରତିବର୍ଷ ଶ୍ରୀପଞ୍ଚମୀ ପୂର୍ବଦିନ ଗଣବିବାହ ଆୟୋଜନ ପାଇଁ ଅନୁଷ୍ଠାନ ପକ୍ଷରୁ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri