କଟକରେ ୮ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମଣ ପରେ ଏବେ ରାଜ୍ୟରେ ଚିନ୍ତା ବଢ଼ାଇଛି ଡେଙ୍ଗୁ। ଭୁବନେଶ୍ୱର, ବାଲେଶ୍ୱର ପରେ ଏବେ କଟକରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର କଟକ ମହାନଗର ନିଗମର ବିଭିନ୍ନ ସ୍ଥାନରେ ୮ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏନେଇ ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର ସୂଚନା ଦେଇଛନ୍ତି। ତେବେ ସମସ୍ତଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ଚିହ୍ନଟ ହୋଇଥିବା କିଛି ଡେଙ୍ଗୁ ରୋଗୀଙ୍କର ଭୁବନେଶ୍ୱର ଲିଙ୍କ୍‌ ରହିଥିବା ଜଣାପଡ଼ିଛି। ଅନ୍ୟପଟେ ଡେଙ୍ଗୁ ରୋଗୀଙ୍କ ପାଇଁ ଏସ୍‌ସିବି ମେଡିକାଲରେ ସ୍ବତନ୍ତ୍ର ଓ୍ବାର୍ଡ କରାଯାଇଥିବା ନେଇ ସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ରୁ ରଙ୍ଗଶାଳାର ଜାତୀୟ ନାଟକ ମହୋତ୍ସବ: ନଳିନୀ ନିହାରୀ ନାୟକ ପାଇବେ ବ୍ୟୋମକେଶ ସମ୍ମାନ

ପୁରୀ ଅଫିସ, ୧୦ା୮: ଶ୍ରୀକ୍ଷେତ୍ରର ଅଗ୍ରଣୀ ନାଟ୍ୟଅନୁଷ୍ଠାନ ରଙ୍ଗଶାଳା ଆନୁକୂଲ୍ୟରେ ୧୨ତମ ଜାତୀୟ ନାଟକ ମହୋତ୍ସବ ଆସନ୍ତା ୧୧ତାରିଖରୁ ଅନୁଷ୍ଠିତ ହେବ। ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ୫ଦିନ...

ସରକାରୀ ବିଭାଗର ଟୁଇଟର ହ୍ୟାଣ୍ଡେଲ : ଉପଯୁକ୍ତ ପରିଚାଳନା ହୋଇପାରୁନି

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ଜନସାଧାରଣଙ୍କ ସମସ୍ୟା ତଥା ଅଭିଯୋଗକୁ ଗ୍ରହଣ କରି ତାହାର ସମାଧାନ କରିବା ପ୍ରଶାସନର ପ୍ରାଥମିକ ଦାୟିତ୍ୱ। ହେଲେ ପ୍ରଶାସନ ନିକଟରେ ପ୍ରତ୍ୟକ୍ଷ ଭାବେ...

କୋଭିଡ୍‌ ପୁନଃ ସଂକ୍ରମଣ ଆଶଙ୍କା: ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ଚେତାବନୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ କିଛିଦିନ ଥମି ଯାଇଥିବା ବେଳେ ଏବେ ପୁଣି ମହାରାଷ୍ଟ୍ର ଓ କେରଳ ଭଳି କେତେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇଛି। ଏହାକୁ...

ଆଉ ଶୁଭିବନି ଖୁମ୍ପିଦେଲୁ…ଧେ…ତ୍‌

‘ନାଁ ଟା ତା’ହେଲେ ମିନା… ଭଲ ନାଚିଲ…, ଖୁମ୍ପି ଦେଲୁ…ଭଲ କଲୁ…ଧେ…ତ୍‌।’ ୯୦ ଦଶକରେ ଯାତ୍ରା ଜଗତରେ ଛାଇ ହୋଇଯାଇଥିବା ଭିଲେନ ଭିକୁ ସେଠ୍‌ଙ୍କ ଏହି...

ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଦଇତାପତି ନିଯୋଗ

ପୁରୀ ଅଫିସ,୨୯।୪: ମହାମାରୀ କରୋନାକୁ ନେଇ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିନ୍ତତା ଲାଗି ରହିଥିବା ବେଳେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ...

ମଧ୍ୟାହ୍ନ ଭୋଜନ ତଦାରଖ କଲେ ବ୍ଲକ ଅଧକ୍ଷା, ବିଡ଼ିଓ

ଶେରଗଡ,୨୪ା୭(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ବାଦୁଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇ ବୁଧବାର ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବ୍ଲକ ଅଧକ୍ଷା...

କୁମାରଗନ୍ଧଣା ଚୂନମାଟି ଖନନକୁ ଗ୍ରାମବାସୀଙ୍କ ବିରୋଧ: ଥାନା ଅଧିକାରୀଙ୍କୁ ପକାଇଦେଲେ ଖାଲରେ

କୋରାପୁଟ/ଲମତାପୁଟ,୨ା୫(ସ୍ବ.ପ୍ର/ଡି.ଏନ.ଏ.): କୋରାପୁଟ ଜିଲା ଲମତାପୁଟ ବ୍ଲକର କୁମାରଗନ୍ଧଣାସ୍ଥିତ ଏକ ଚୂନମାଟି ଖଣି ଖନନକୁ ବିରୋଧ କରି ସୋମବାର ଗ୍ରାମବାସୀ ପୋଲିସ ଉପରକୁ ଆକ୍ରମଣ କରିଛନ୍ତି। ନନ୍ଦପୁର...

ବିଜେପୁର ପ୍ରାର୍ଥୀ ଚୟନରେ ମୁଖ୍ୟମନ୍ତ୍ରୀ ନେବେ ଚୂଡ଼ାନ୍ତ ନିଷ୍ପତ୍ତି : ସଞ୍ଜୟ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଅକ୍ଟୋବର ୨୧ରେ ବିଜେପୁର ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା ପରେ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା...

Advertisement
Archives

Model This Week