୮ ଫୁଟ କମ୍ବ ର ଅଜଗର ଉଦ୍ଧାର: ଗ୍ରାମବାସୀ ଭୟଭୀତ

ପାଟଣା,୧୯।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ମାଛଗଡ଼ ବିଟ ଫୁଲପାହାଡ଼ି ଗ୍ରାମପଡ଼ିଆରୁ ବୁଧବାର ସକାଳୁ ୮ ଫୁଟ ଲମ୍ବର ଏକ ଅଜଗର ଉଦ୍ଧାର ହୋଇଛି। ପରେ ବନ ବିଭାଗ ପୁରୁଣିଆ ସଂରକ୍ଷିତ ଜଙ୍ଗଲରେ ତାକୁ ଛାଡିଦେଇଛି। ସୂଚନା ଅନୁଯାୟୀ ବୁଧବାର ସକାଳୁ ଏକ ଅଜଗର ସାପକୁ ଗାଁ ନିକଟ ପଡ଼ିଆରେ ଦେଖି ଗ୍ରାମବାସୀ ଭୟଭୀତ ହୋଇଥିଲେ ପରେ ବନ ବିଭାଗକୁ ଖବର ଦେବା ପରେ ଘଟଣାସ୍ଥଳରେ ସାହାରପଡା ଫରେଷ୍ଟର ମୋହିନୀ ମହାନ୍ତ ଓ ସ୍ନେକ ହେଲ୍ପଲାଇନ ଗ୍ରାମରେ ପହଞ୍ଚି ସାପଟିକୁ ସୁରକ୍ଷିତ ଭାବରେ ଉଦ୍ଧାର କରଥିଲେ। ପରେ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଛାଡିଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୌଦ୍ଧରେ ଯୋଗ ଦେଲେ ନୂତନ ଆରକ୍ଷୀ ଅଧୀକ୍ଷକ

ବୌଦ୍ଧ,୩ା୨(ସ୍ବ.ପ୍ର.): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ରାଜ୍ୟ ସରକାର ଆରକ୍ଷୀ ଅଧୀକ୍ଷକ ସ୍ତରରେ ଅଦଳ ବଦଳ କରିଥିଲେ। ବୌଦ୍ଧରେ ଥିବା ଆରକ୍ଷୀ ଅଧୀକ୍ଷକ ପ୍ରହଲାଦ...

ଏନ୍‌କାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ଭାଗୁ ଆହତ

ପୁରୀ ଅଫିସ,୧୮।୧୦: ପୁରୀ- ଭୁବନେଶ୍ବର ଜାତୀୟ ରାଜପଥ ପିପିଲି ବାଇପାସ୍‌ ରାସ୍ତା ତରାକାଜ ଓଭରବ୍ରିଜ ପାର୍ଶ୍ୱରେ ଗୁରୁବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ...

ଭିଜିଲାନ୍ସ ପଞ୍ଝାରେ ଲାଞ୍ଚୁଆ ଯନ୍ତ୍ରୀ

ଗଜପତି,୨୧ା୧୨(ଡି.ଏନ୍‌.ଏ.): ଲାଞ୍ଚ ନେବାବେଳେ ଧରା ପଡ଼ିଛନ୍ତି ଜଣେ ଲାଞ୍ଚୁଆ ଅଧିକାରୀ। ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି କନିଷ୍ଠ ଯନ୍ତ୍ରୀ...

କେବେ ଖୋଲିବ ହାଡ଼ବନ୍ଧ ପୋଖରୀ

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହରରେ ସୌନ୍ଦର୍ଯ୍ୟକରଣ ହୋଇଥିବା ହାଡ଼ବନ୍ଧ ପୋଖରୀ ସର୍ବସାଧାରଣଙ୍କ ପାଇଁ ଖୋଲିପାରିନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଗସ୍ତ ସମୟରେ...

କରୋନା ଲଢ଼େଇରେ ମୋନାଲିସା

ଢେଙ୍କାନାଳ ଅଫିସ, ୩୦।୪ – କରୋନା ଲଢ଼େଇରେ ସାମିଲ ହୋଇଛନ୍ତି ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ଏସ୍‌ବିଆଇ ଶାଖା ମହୁଲଖୋଲି ଗ୍ରାହକ ସେବା କେନ୍ଦ୍ରର ସ୍ବତ୍ତ୍ୱାଧିକାରିଣୀ ମୋନାଲିସା...

ହାଲ୍‌ ସହରାଞ୍ଚଳ ଜଙ୍ଗଲରେ ପୁଣି ବ୍ୟାପିଲା

ସୁନାବେଡ଼ା,୨।୪(ସ୍ବ. ପ୍ର.): ସୁନାବେଡ଼ା ହାଲ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଅନେକ ଜଙ୍ଗଲ ରହିଛି। ଏହିସବୁ ଜଙ୍ଗଲରେ ବିଭିନ୍ନ ସମୟରେ ନିଆଁ ଲାଗିବା ଏବେ ପ୍ରଶାସନ ପାଇଁ ଚିନ୍ତାର...

ଦାଦନ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ, ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ

ଗୋଲାମୁଣ୍ଡା,୩।୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ମାନଝରି ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର...

ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଲା ବିକ୍ରମଦେବ ମହାବିଦ୍ୟାଳୟ

କୋରାପୁଟ,୨ା୨(ସ୍ବ.ପ୍ର): ଅବିଭକ୍ତ କୋରାପୁଟ ଜିଲାର ଛାତ୍ରୀଛାତ୍ର ଏବଂ ବୁଦ୍ଧିଜୀବୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି। ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week