ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର,୯ା୮(ବ୍ୟୁରୋ)-ହୀରାକୁଦ ଡ୍ୟାମ୍‌ର ଜଳସ୍ତର ରବିବାର ସନ୍ଧ୍ୟା ସୁଦ୍ଧା ୬୦୮.୫୮ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୧ ଲକ୍ଷ ୪୯ ହଜାର ୪୬୨ କ୍ୟୁସେକ ଜଳ ପ୍ରବେଶ କରୁଛି । ଡାହାଣ ପାର୍ଶ୍ୱର ୩ଟି ଓ ବାମ ପାର୍ଶ୍ୱର ୫ଟି ସ୍ଲୁଇସ୍‌ ଗେଟ, ବିଭିନ୍ନ କେନାଲ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୧ ଲକ୍ଷ ୩୫ ହଜାର ୮୫୪ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ପଥର୍ଲାରେ ୩୯ ହଜାର ୮୭୧, ଖଇରମାଲରେ ୨ ଲକ୍ଷ ୧୦ ହଜାର, ବରମୁଲାରେ ୧ ଲକ୍ଷ ୫୫ ହଜାର, ମୁଣ୍ଡଲିରେ ୧ ଲକ୍ଷ ୬୬ ହଜାର ୬୯୪ କ୍ୟୁସେକ ଜଳ ପ୍ରବାହିତ ହେଉଛି ବୋଲି ଡ୍ୟାମ୍‌ କଣ୍ଟ୍ରୋଲ୍‌ ରୁମ୍‌ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନିଟାଇଜ୍‌ ହେଲା କର କ୍ଲିନିକ୍‌

ଭୁବନେଶ୍ୱର,୨୮ା୩ (ବ୍ୟୁରୋ): ଓଡ଼ିଶାର ତୃତୀୟ କରୋନା ଭାଇରସ୍‌ ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରସ୍ଥିତ କର କ୍ଲିନିକ୍‌ରେ ଚିକିତ୍ସିତ ହୋଇଥିଲେ। ପରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି...

ଘଟଣା ପଛର ରହସ୍ୟ ଖୋଜୁଛି ପୋଲିସ

ଭୁବନେଶ୍ୱର,୮।୭ (ବ୍ୟୁରୋ): ଏୟାରଫିଲ୍ଡ ଥାନା ଭୀମଟାଙ୍ଗି ରିିଙ୍କି ଓରଫ ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା ମାମଲାରେ କମିଶନରେଟ ପୋଲିସର ତଦନ୍ତ ଜାରି ରହିଛି। ପ୍ରେମରେ ବିଫଳ...

ବିନ୍ଦୁସାଗରରେ ବିଦେଶାଗତ ପକ୍ଷୀ

ପୁରୁଣା ଭୁବନେଶ୍ୱର, ୨୦ା୨(ଡି.ଏନ.ଏ.): ବିନ୍ଦୁସାଗରରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀ ପହଁରୁଥିବା ଦେଖିବାକୁ ମିଳିଥିଲା। କିଛିବର୍ଷ ହେଲାଣି ଚିଲିକା ଗମନ କରୁଥିବା ପକ୍ଷୀମାନଙ୍କ ମଧ୍ୟରୁ...

ଚିରଞ୍ଜୀବ-ମୋକିମ୍‌ଙ୍କୁ ନିଲମ୍ବନ ପରେ ତେଜିଲା କଂଗ୍ରେସ ରାଜନୀତି

ଭୁବନେଶ୍ବର, ୧୭ା୭(ସୁନିତ୍‌ ମିଶ୍ର): କଂଗ୍ରେସର ଦୁଇ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳ ଏବଂ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ନିଲମ୍ବିତ କରାଯିବା ପରେ ଦଳ ଭିତରେ ଜୋର୍‌...

ରାଜ୍ୟରେ ନୂଆ ୨୦୬ କରୋନା ପଜିଟିଭ ଚିହ୍ନଟ: ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୦୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି। ଏ...

ଶୀତ ଗାଏବ: ଉପକୂଳରେ କୁହୁଡି, ୧୩ରେ ହାଲୁକା ବର୍ଷା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଡିସେମ୍ବର ମାସ ଅଧା ହେଲାଣି। ମାତ୍ର ଏପର୍ଯ୍ୟନ୍ତ ଶୀତର ଦେଖା ନାହିଁ। ସହରାଞ୍ଚଳରେ ଶୀତ ଗାଏବ ହୋଇଯାଇଥିଲେ ମଧ୍ୟ ବଣପାହାଡ଼ ଘେରା ଜିଲାରେ ବି...

୪୪୧ ସ୍କୁଲରେ ଛାତ୍ରୀ, ୧୪୮୫ ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ୪୪୧ଟି ବାଳିକା ବିଦ୍ୟାଳୟ ଏବଂ ୧୪୮୫ଟି ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ। ୨୦୧୭-୧୮ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ୫୪,୨୯୮ଟି ସରକାରୀ...

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୯ ନୂଆ ସଂକ୍ରମିତ, ମୋଟ ଆକ୍ରାନ୍ତ ସଂଖ୍ୟା ୯ହଜାର ଟପିଲା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ରବିବାର ୪୬୯ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୧୭ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୫୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌...

Advertisement
Archives

Model This Week