୮ ଘଣ୍ଟିଆ ଭଦ୍ରକ ବନ୍ଦ

ଭଦ୍ରକ ଅଫିସ,୫ା୧୨: ଭଦ୍ରକ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଓ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ କଂଗ୍ରେସ ପକ୍ଷରୁ ୮ ଘଣ୍ଟିଆ ଭଦ୍ରକ ସହର ବନ୍ଦ କରାଯାଇଛି। ଦୀର୍ଘଦିନ ଧରି ଏହି ଦାବି ପୂରଣ ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି କରାଯାଇଥିଲେ ମଧ୍ୟ ସରକାର ଏହାକୁ ଅଣଦେଖା କରୁଥିବାରୁ ଏହି ବନ୍ଦ ପାଳନ କରାଯାଇଛି। ଏହି ଅବସରରେ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ପ୍ରତିବାଦ ସଭାରେ କଂଗ୍ରେସ ଜିଲା ସଭାପତି ସୁବ୍ରତ ଦାସ, ଭଦ୍ରକ ବିଧାନସଭା କଂଗ୍ରେସ ନେତା ନଳିନୀକାନ୍ତ ମହାନ୍ତି, ପୌରାଧ୍ୟକ୍ଷା ଗୁଲମକ୍କି ହବିବ୍‌ ପ୍ରମୁଖ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ଅନ୍‌ଲୋଡ ବେଳେ ଶ୍ରମିକ ଗୁରୁତର: ଟ୍ରେନ ଚଳାଚଳ ବନ୍ଦ

ବାହାନଗା,୨୮।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ରେଳଷ୍ଟେଶନରେ ଲୋପ୍‌ଲାଇନରେ କୋଇଲା ବୋଝେଇ ଟ୍ରେନରୁ ମଙ୍ଗଳବାର ଶ୍ରମିକମାନେ କୋଇଲା ଅନ୍‌ଲୋଡ କରୁଥିଲେ। ଏହି ସମୟରେ ବିଦ୍ୟୁତ...

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

ମହାକାଳପଡ,୨।୩(ଡି.ଏନଏ): ଭାରସାମ୍ୟ ହରାଇ ଓଲଟି ପଡ଼ଛି ଏକ ଯାତ୍ରୀବାହୀ ବସ। ମହାକାଳପଡା ବ୍ଲକ ଅଧିନ ସ୍ଥାନୀୟ ଆଲାଇଲୋ ପଂଚାୟତ କୁମ୍ଭାରୁଣି ଗ୍ରାମ ନିକଟ ହନୁମାନ ଛକ...

ସୋସିଆଲ ମିଡିଆରେ ଆନନ୍ଦବଜାର ଫଟୋ ଭାଇରାଲ

ପୁରୀ ଅଫିସ,୭ା୧୦ : ସୋସିଆଲ ମିଡିଆରେ ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ। ଆନନ୍ଦବଜାର ପରିସରରେ ମହାପ୍ରାସଦ ସେବନ କରୁଥିବା କେଜେଜଣ ଭକ୍ତଙ୍କ ଫଟୋ ସୋସିଆଲ...

ପଟ୍ଟାମୁଣ୍ଡାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ବେକାବୁ

ପଟ୍ଟାମୁଣ୍ଡାଇ,୧ା୮(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଟ୍ରାଫିକ୍‌ ସମସ୍ୟାରେ ସୁଧାର ଆଣିବା ଓ ସଡ଼କ ଦୁର୍ଘଟଣା ରୋକିବାକୁ ପୌର ପରିଷଦ ପକ୍ଷରୁ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯାଉଥିବା କୁହାଯାଉଛି। ଦୁର୍ଘଟଣା ରୋକିବାକୁ...

ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯିବା ଘଟଣା: ଜିଲା ଷ୍ଟାଣ୍ଡିଂ କମିଟି ସୁପାରିସ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ଗୋପ, ୨୩।୧୧(ଡ.ଏନ୍‌.ଏ.): ପୁରୀ ଜିଲା ଷ୍ଟାଣ୍ଡିଂ କମିଟି ଗୋପ ବ୍ଲକ୍‌ର କେତେକ ସ୍କୁଲର ଗତ ୧୮ ତାରିଖରେ ଭିିତ୍ତିଭୂମି ଓ ମଧ୍ୟାହ୍ନ ଭୋଜନ ଯାଞ୍ଚ କରୁଥିବାବେଳେ...

ଗାଁରେ ପହଞ୍ଚିଲା ମହିଳା ଏସ୍‌ଆଇଙ୍କ ମୃତଦେହ: ବିଭିନ୍ନ ଦାବିରେ ରାସ୍ତାରୋକୋ କଲେ ଗ୍ରାମବାସୀ

ନିରାକାରପୁର,୨୯ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନାର ମହିଳା ଏସ୍‌ଆଇ ସ୍ବାଗତିକା ବେହେରା ଶନିବାର ସକାଳେ ଆତ୍ମହତ୍ୟା କରିଥିଲେ। ତେବେ ସୋମବାର ତାଙ୍କ ମୃତଦେହ ନିଜ ଗ୍ରାମ...

ଆଜି ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି,୨୦ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଜିଲା ଗସ୍ତ କରିବେ। ସେ ସଂସ୍କୃତି ଭବନ ନିକଟରେ ଥିବା ହେଲିପ୍ୟାଡରେ ଅବତରଣ କରି ସଂସ୍କୃତି ଭବନରେ...

ଛତିଶା ନିଯୋଗ ବୈଠକ: ହବିଷିଆଳିଙ୍କୁ ଠିକ୍‌ ସମୟରେ ମିଳିବ ମହାପ୍ରସାଦ

ପୁରୀ ଅଫିସ, ୪ା୧୦: ବିଗତ ବର୍ଷ ସରକାରଙ୍କ ହବିଷିଆଳି ଯୋଜନାରେ ରହିଥିବା ହବିଷିଆଳିଙ୍କୁ ମହାପ୍ରସାଦ ଦେବାରେ ଅନେକଥର ବିଳମ୍ବ ହୋଇଛି। ତେଣୁ ଏ ବର୍ଷ ଯେପରି...

Advertisement
Archives

Model This Week