Posted inଜାତୀୟ

ଚାଷୀ ସଂଗଠନ ପକ୍ଷରୁ ୮ ଘଣ୍ଟିଆ ଉପବାସ: ଗାଜିପୁରରେ ଇଣ୍ଟରନେଟ୍‌ ସେବା ବନ୍ଦ

ନୂଆଦିଲ୍ଲୀ, ୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୩ତମ ପୁଣ୍ୟତିଥି ଅବସରରେ କୃଷି ଆଇନ ବିରୋଧରେ ଆନ୍ଦୋଳନ କରୁଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ୮ ଘଣ୍ଟିଆ ଉପବାସ କରିଛନ୍ତି। ପୂର୍ବାହ୍ନ ୯ଟାଠାରୁ ଉପବାସ ଆରମ୍ଭ ହୋଇଥିବାବେଳେ ଏହା ଅପରାହ୍ନ ୫ଟା ଶେଷ ହେବ। ଆନ୍ଦୋଳନକାରୀମାନେ ଶନିବାରକୁ ସଦ୍‌ଭାବନା ଦିବସ ଭାବେ ପାଳନ କରୁଛନ୍ତି। ସୁରକ୍ଷା ଦୃଷ୍ଟିରୁ ଗାଜିପୁର ବର୍ଡର ସମେତ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି। ଗାଜିପୁର ବର୍ଡର ଖାଲି କରିବାକୁ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନୋଟିସ୍‌କୁ ନେଇ କିଷାନ ଆନ୍ଦୋଳନ କମିଟି ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଛି। କମିଟି କହିଛି ଯେ, ସରକାର ଏକଛତ୍ରବାଦୀ ଶାସକ ଭଳି ଜିଲା ମାଜିଷ୍ଟ୍ରେଟ୍‌ଙ୍କ ଦ୍ୱାରା ଏହି ନୋଟିସ୍‌ ଜାରି କରିଛନ୍ତିି। ତେବେ ସମୟ ଆସିଲେ ଏହାର ଠିକ ଉତ୍ତର ପ୍ରଦାନ କରାଯିବ ବୋଲି କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri