ବର୍ଷାରେ ଭାଙ୍ଗିଲା ୮ ଘର: ଭାସିଗଲା ସ୍କୁଟି

କୋରାପୁଟ,୭।୯(ଅମିତାଭ ବେହେରା): କୋରାପୁଟ ଜିଲାରେ ଗୁରବାର ୧୦୨୫ ମିଲିମିଟର ବର୍ଷା ହୋଇଥିବା ବେଳେ ଜିଲାର ସେମିଳିଗୁଡ଼ାରେ ସର୍ବାଧିକ ୧୫୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଯୋଗୁ ସେମିଳିଗୁଡ଼ା ବ୍ଳକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ବର୍ଷାରେ ଏକ ସ୍କୁଟି ଭାସିଯାଇଥିଲା। ହେଲେ କେତେଜଣ ସ୍ଥାନୀୟ ଯୁବକ ସ୍କୁଟି ଚାଳକ ଓ ସ୍କୁଟିକୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ।

ସେହିପରି ବର୍ଷା ପାଣି ବହୁ ଦୋକାନରେ ପଶି ବିଭିନ୍ନ ସାମଗ୍ରୀ ନଷ୍ଟ ହୋଇଯାଇଥିବା ଜଣାପଡିଛି। ଖବର ପାଇ ସେମିଳିଗୁଡ଼ା ଅଗ୍ନୀଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପମ୍ପ ସାହାର୍ଯ୍ୟରେ ଦୋକାନରୁ ପାଣି ନଷ୍କାସନ କରିଥିଲେ।

ଏପରି କି ପ୍ରବଳ ବର୍ଷାରେ ଅଞ୍ଚଳରେ ୮ଟି ଘର ଭାଙ୍ଗିଥିବା ସୂଚନା ମିଳିଛି। ସେଥିମଧ୍ୟରୁ ସେମିଳିଗଡ଼ା ବ୍ଲକର ଚାରାଙ୍ଗୁଲ ପଞ୍ଚାୟତର ହଞ୍ଜାରିଗୁଡା ଗ୍ରାମର ଚନ୍ଦ୍ରମା ଟାକ୍ରୀ ଓ ମୁକ୍ତା ଖରାଙ୍କ ଘର ଭାଙ୍ଗି ଯାଇଥିବା ବେଳେ ଚାରାଙ୍ଗୁଲ ପଞ୍ଚାୟତର ଗୌଡଗୁଡ଼ା ଗ୍ରାମର ଦମୟ ଗୌଡ଼ ଏବଂ ରେଙ୍ଗା ପଞ୍ଚାୟତର ମାଲିଗୁଞ୍ଜା ଗ୍ରାମର ଧନୁର୍ଜୟ ଖିଲଙ୍କ ଘର ଭାଙ୍ଗିଥିବା ଜିଲା ଜରୁରୀ ଅଧିକାରୀ ଜ୍ଞାନଜିତ ତ୍ରୀପାଠି ପ୍ରକାଶ କରିଛନ୍ତି। ସେହିପରି ଜିଲାର ଜୟପୁର ଅଞ୍ଚଳରେ ଏବଂ ବୈପାରିଗୁଡା ବ୍ଲକ ଅଞ୍ଚଳରେ ମଧ୍ୟ ବର୍ଷା ଯୋଗୁ କ୍ଷୟକ୍ଷତି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?