Posted inଜାତୀୟ

କିରାଣିଙ୍କ ଘରୁ ୮ କିଲୋ ସୁନା, ୨.୧୭ କୋଟି ଟଙ୍କା ଜବତ

ଭୋପାଳ, ୩୦।୫ : ଏକ ଲାଞ୍ଚ ମାମଲାର ତଦନ୍ତ କରୁଥିବା ସିବିଆଇ ଶନିବାର ମଧ୍ୟପ୍ରଦେଶର ଭୋପାଳରେ ଜଣେ ସରକାରୀ କିରାଣିଙ୍କ ଘରେ ଚଢ଼ାଉ କରି ୨.୧୭ କୋଟିରୁ ଊର୍ଦ୍ଧ୍ୱ ଟଙ୍କା, ୮ କିଲୋଗ୍ରାମ ସୁନା ଅଳଙ୍କାର ଜବତ କରିଛି। ଏଥିସହିତ ସେଠାରୁ ଟଙ୍କା ଗଣା ମେଶିନ ମଧ୍ୟ ସିବିଆଇ ଅଧିକାରୀମାନେ ଜବତ କରିଛନ୍ତି। ଭାରତର ଖାଦ୍ୟ ନିଗମ (ଏଫସିଆଇ) ଲାଞ୍ଚ କାରବାର ମାମଳାରେ ପୂର୍ବରୁ ୪ ଜଣ ଅଧିକାରୀଙ୍କୁ ଗିରଫ କରାଯାଇଥିଲା। ଶନିବାର ଚଢ଼ାଉ ବେଳେ ଏଫ୍‌ସିଆଇ କିରାଣି କିଶୋର ମୀନାଙ୍କ ଘରୁ ଏହି ନଗଦ ଟଙ୍କା ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ ଡାଉନ୍‌ର ପ୍ରଭାବ: ୧୦ ବର୍ଷ ପଛକୁ ଚାଲିଯିବ ଦେଶ; ସୃଷ୍ଟି ହେବେ ୧୦ କୋଟି ନୂଆ ଗରିବ; ବିପିଏଲ୍‌ ସଂଖ୍ୟା ଛୁଇଁବ ୯୧ କୋଟି

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତ ସରକାର ଦେଶବ୍ୟାପୀ ଲକ୍‌ ଡାଉନ୍‌ ଜାରି କରିଛନ୍ତି। ଏହାଦ୍ୱାରା ଦେଶ ଆର୍ଥିକ ଦୃଷ୍ଟିକୋଣରୁ ୧୦ ବର୍ଷ ପଛକୁ...

ବାବା ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଭାଇଙ୍କୁ ଗିରଫ ପରେ ମିଳିଲା ଜାମିନ

ଭୋପାଳ,୨।୩: ବାଗେଶ୍ୱର ଧାମର ରାମକଥା ବାଚକ ବାବା ଧିରେନ୍ଦ୍ର ଶାସ୍ତ୍ରୀଙ୍କ ସହ ଜଡ଼ିତ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ବାବା ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଭାଇ...

ଝାଡ଼ଖଣ୍ଡ ମୁଖ୍ୟ ସଚିବ, ଡିଜିପିଙ୍କୁ ସୁପ୍ରିମକୋର୍ଟଙ୍କ ରିପୋର୍ଟ ତଲବ

ନୂଆଦିଲ୍ଲୀ, ୩୧।୭: ଝାଡ଼ଖଣ୍ଡ ଧାନବାଦ ଜିଲାର ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ଉତ୍ତମ ଆନନ୍ଦଙ୍କୁ ଅଟୋ ମଡ଼ାଇ ହତ୍ୟା ଘଟଣାକୁ ସୁପ୍ରିମକୋର୍ଟ ଶୁକ୍ରବାର ନିଜ...

ଲଭ୍ ଜେହାଦକୁ ବିରୋଧ କରିବ ସମାଜବାଦୀ ପାର୍ଟି: ଅଖିଳେଶ

ଲକ୍ଷ୍ନୌ,୨୮ ।୧୧: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରିଛନ୍ତି ।...

ଆହତଙ୍କୁ ଭେଟିବା ପାଇଁ ମଙ୍ଗଳବାର ପୁଣି ଓଡ଼ିଶା ଆସିବେ ମମତା

ଭୁବନେଶ୍ୱର/କୋଲକାତା,୫।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପୁଣି ଓଡ଼ିଶା ଆସିବେ। ବାହାନଗା ଟ୍ରେନ ଦୁର୍ଘଟଣାରେ ପଶ୍ଚିମବଙ୍ଗର ୫୩ ଜଣ ଆହତ ହୋଇ କଟକରେ ଚିକିତ୍ସାଧିନ...

ନିଶ୍ଚିତ ରୋଜଗାର ଯୋଜନା ଆରମ୍ଭ କରନ୍ତୁ ସରକାର, ଇଏସିର ପରାମର୍ଶ…

ନୂଆଦିଲ୍ଲୀ, ୧୯।୫ : ଦେଶରେ ବେରୋଜଗାରୀ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା କମିଟି (ଇଏସି) ସହରୀ ନିଶ୍ଚତ ରୋଜଗାର ଯୋଜନା ଆରମ୍ଭ କରିବାକୁ...

କରୋନାକୁ ନେଇ ଅନ୍ଧବିଶ୍ୱାସ: ଭୂତାଣୁ ହଟାଇବା ପାଇଁ ମହିଳାଙ୍କ ପୂଜାର୍ଚ୍ଚନା

ପାଟନା,୩।୬: ସମଗ୍ର ବିଶ୍ୱ କରୋନା ସହ ଲଢୁଛି। ୧୦୦ରୁ ଅଧିକ ଦେଶ ଏହି ମହାମାରୀ ପାଇଁ ଟୀକା ଖୋଜିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ କରୋନାକୁ ନେଇ...

ୟେଦୁରପ୍ପାଙ୍କ ପରେ କିଏ ଧରିବ କର୍ନାଟକ ଭାଜପା ଡୋର: ଦୌଡ଼ରେ ୫

ବେଙ୍ଗାଲୁର, ୭।୬: କକର୍ନାଟକରେ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କ ପରେ କିଏ ଭାଜପା ଡୋର ସେନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ୭୮ ବର୍ଷ ବୟସ୍କ...

Advertisement
Archives

Model This Week