ଝଞ୍ଜାବତୀ ନଦୀରେ ଭାସିଗଲେ ୮ ମାସର ଗର୍ଭବତୀ ମହିଳା, ୬ ବର୍ଷର ଝିଅ

କୋରାପୁଟ,୨୭ା୭(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ଡକରିଘାଟି ଅନ୍ତର୍ଗତ ଝଞ୍ଜାବତୀ ନଦୀରେ ୮ମାସର ଗର୍ଭବତୀ ଓ ତାଙ୍କ ୬ ବର୍ଷର ଝିଅ ଶନିବାର ଭାସିଯାଇଛନ୍ତି। ତାଙ୍କର ଅଗଷ୍ଟ ୧୮ରେ ପ୍ରସବ ଥିଲା। ମା’ ଗୃହରୁ ସେ ଶୌଚ ହେବାପାଇଁ ନଦୀକୁ ଯାଇଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି।

ଖବରପାଇ ..ବିଭାଗୀୟ ଅଧିକାରୀ ପହଞ୍ଚତ୍ ଘଟଣାର ଅନୁଧ୍ୟାନ କରୁଛନ୍ତି। ଗର୍ଭବତୀ ଜଣକ ନାରାୟଣପାଟଣା ଥାନା ଡୋକରିଘାଟି ଗ୍ରାମର ରାମ ତାଡିଙ୍ଗଙ୍କ ସ୍ତ୍ରୀ ମତି ତାଡିଙ୍ଗ ବୋଲି ଜଣାପଡ଼ିଛି। ଘଟଣା ସ୍ଥଳକୁ ଅଗ୍ନିଶମବାହିନୀ ଓ ପୋଲିସ ଯାଇ ଖୋଜାଖୋଜି କରୁଛି। ମା’ ଗୃହରେ ଥିବା ଶୌଚାଳୟ ବ୍ୟବହାର କରିଥିଲେ ଏଭଳି ଘଟଣା ଘଟି ନ ଥାନ୍ତା ଏବଂ ମା ଗୃହ ଦାୟିତ୍ୱରେ ଥିବା କର୍ମଚାରୀଙ୍କ କିପରି ଏଥିପ୍ରତି ଦୃଷ୍ଟି ନ ଥିବା ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri