କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ରାଜ୍ୟରେ ଆଉ ୮ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବାଲେଶ୍ୱରର ୮୦ ବର୍ଷୀୟ ବୃଦ୍ଧ ଥିବା ବେଳେ ଭୁବନେଶ୍ୱରର ୮୨ ବର୍ଷୀୟ ବୃଦ୍ଧ, କେନ୍ଦୁଝରର ୬୪ ବର୍ଷୀୟ ବୃଦ୍ଧା, କୋରାପୁଟର ୪୫ ବର୍ଷୀୟ ବ୍ୟକ୍ତି,ରାୟଗଡ଼ାର ୪୫ ବର୍ଷୀୟ ମହିଳା, ସୁନ୍ଦରଗଡ଼ର ୭୫ ବର୍ଷୀୟ ବୃଦ୍ଧ, ୩୮ ବର୍ଷୀୟ ମହିଳା, ୫୫ ବର୍ଷୀୟ ମହିଳା ଅଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ୧୯୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୬୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ପ୍ରେମିକାଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ

ବାରିପଦା ଅଫିସ,୨୫।୯- ମୟୁରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧିନ ଧନପୁର ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ବିତାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ...

ରଜ ପାଇଁ ସବୁଠି ଉତ୍ସାହ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଦିନକ ପରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ରଜ ପର୍ବ। ଓଡ଼ିଆ ଘରର ଏହି ମହାନ ପର୍ବକୁ ଏଥର ଧୁମ୍‌ଧାମ୍‌ରେ ପାଳନ କରିବାକୁ ପ୍ରସ୍ତୁତ ହେଉଛି...

୧ଟଙ୍କା ଫି’ରେ ଡାକ୍ତର ଦମ୍ପତିଙ୍କ ଚିକିତ୍ସା

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଭିମସାର ମେଡିକାଲର ସହକାରୀ ପ୍ରଫେସର ଡାକ୍ତର ଶଙ୍କର ରାମଚନ୍ଦାନି ଶୁକ୍ରବାରଠାରୁ ୧ ଟଙ୍କା ଫି ନେଇ ଚିକିତ୍ସା ସେବା ଆରମ୍ଭ କରିଛନ୍ତି।...

ମଦ ବ୍ୟବସାୟୀଙ୍କୁ ସାବାଡ଼ ପାଇଁ ଶପଥ: ଠେଙ୍ଗା, ଟର୍ଚ୍ଚ ଧରି ବାହାରିଲେ ମହିଳା

ବେଗୁନିଆ, ୨୧।୭(ଡି.ଏନ.ଏ.):  ମଦ ପିଇ ଘରର ପୁରୁଷ ବ୍ୟକ୍ତିମାନେ ଘରକୁ ଆସି ଶାନ୍ତିଶୃଙ୍ଖଳା ଭଙ୍ଗ କରିବା ସହ ମହିଳାଙ୍କୁ ମାଡ ମାରୁଛନ୍ତି। ଏଥିଯୋଗୁ ଅଧିକାଂଶ ଘରେ...

ଅକ୍ଟୋବର ୧୦ ସୁଦ୍ଧା ସିବିଏସ୍‌ଇ ଦ୍ୱାଦଶ କମ୍ପାର୍ଟମେଣ୍ଟ ରେଜଲ୍ଟ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦ୍ୱାଦଶ କମ୍ପାର୍ଟମେଣ୍ଟ ପରୀକ୍ଷାଫଳ ଅକ୍ଟୋବର ୧୦ କିମ୍ବା ତା’ ପୂର୍ବରୁ ପ୍ରକାଶ ପାଇବ। ଏ...

୩୨୭୮ ଡାକ୍ତର ପଦବୀ ପୂରଣ ପାଇଁ ଓପିଏସ୍‌ସିକୁ ଚିଠି

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜ୍ୟରେ ଡାକ୍ତର ପଦବୀ ପୂରଣ ପାଇଁ ସୋମବାର ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିଠି ଲେଖିଛି। ବିଭାଗୀୟ...

ବାଇକ୍‌ ଧକ୍କାରେ କାଉଡିଆ ଗୁରୁତର: ଘଟଣାକୁ କେନ୍ଦ୍ରକରି ବଚସା, ରାସ୍ତାରୋକୋ

ଓଡ଼ଗାଁ,୧୧ା୮(ସ୍ବ.ପ୍ର.): ଶନିବାର ଓଡଗାଁ ଥାନା ଅଞ୍ଚଳରେ ବାଇକ୍‌ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଏହାକୁ କେନ୍ଦ୍ରକରି ବଚସା ଓ ରାସ୍ତାରୋକୋ ହୋଇଥିଲା। ଅପରାହ୍ନରେ ଓଡ଼ଗାଁ...

Advertisement
Archives

Model This Week