Posted inଜାତୀୟ

ଭାରତରେ ପହଞ୍ଚିଲେ ୮ ଚିତା

ଭୋପାଳ,୧୭।୯: ଅପେକ୍ଷାର ଅନ୍ତ ଘଟିଛି। ବିଲୁପ୍ତ ହୋଇଥିବା ଚିତା ବାଘ ପୁଣି ଭାରତକୁ ଫେରିଛି। ପ୍ରଥମ ପର୍ଯ୍ୟାୟରେ ନାମିବିୟାରୁ ସ୍ବତନ୍ତ୍ର ବିମାନ ଯୋଗେ ଆସୁଥିବା ୮ଟି ଚିତା ବାଘ ଶନିବାର ସକାଳେ ମଧ୍ୟପ୍ରଦେଶର ଗ୍ବାଲିୟର୍‌ରେ ପହଞ୍ଚିଛନ୍ତି। ସେଠାରୁ ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ୮ ଚିତାଙ୍କୁ କୁନୋ ନ୍ୟାଶନାଲ ପାର୍କକୁ ନିଆଯିବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍କ ଦିନରେ ନାମିବିୟାରୁ ଆସିଥିବା ୮ ଚିତାଙ୍କୁ ସ୍ବାଗତ କରିବାକୁ ଉଜବେଜିସ୍ତାନରୁ ଫେରି ମଧ୍ୟପ୍ରଦେଶର କୁନୋ ନ୍ୟାଶନାଲ ପାର୍କରେ ପହଞ୍ଚିବେ। ଏହାପରେ ସେ ୮ ଚିତାଙ୍କ ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି। ନାମିବିୟାରୁ ଆସିଥିବା ୮ ଚିତାଙ୍କ ମଧ୍ୟରୁ ୫ ମାଇ ଚିତା ଏବଂ ୩ ପୁରୁଷ ଚିତା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?