ପୁଣି ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ପୁଣି ୮ଜଣଙ୍କ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଏବଂ କରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତ ୮ ବ୍ୟକ୍ତିଙ୍କ ମଧ୍ୟରେ କଟକରୁ ୩, ଗଞ୍ଜାମରୁ ୨, ବାଲଶ୍ୱର, କନ୍ଧମାଳ ଏବଂ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଁଏ ମୃତ୍ୟୁବରଣ କରିଛନ୍ତି। ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟ ୫୨୨ରେ ପହଞ୍ଚିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ହାର ସକ୍ରିୟ ମାମଲାର ୩.୫ ଗୁଣ

ନୂଆଦିଲ୍ଲୀ, ୨୭।୮(ପି.ଟି.): ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୨୪,୬୭,୭୫୮ କରୋନା ରୋଗୀ ସୁସ୍ଥ ହେଲେଣି। ଏହା ସକ୍ରିୟ ମାମଲାର ୩.୫ ଗୁଣ। ଦେଶରେ ଆରୋଗ୍ୟ ହାର...

୭ରୁ ହାଇବ୍ରିଡ୍‌ ମୋଡ୍‌ରେ ଚାଲିବ ହାଇକୋର୍ଟ

କଟକ ଅଫିସ, ୫ା୨: ଆସନ୍ତା ୭ ତାରିଖରୁ ହାଇକୋର୍ଟ ହାଇବ୍ରିଡ(ଭର୍ଚୁଆଲ ଓ ଫିଜିକାଲ) ମୋଡ୍‌ରେ ଚାଲିବ। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାର ଜୁୁଡିସିଆଲ ଶୁକ୍ରବାର ନିର୍ଦ୍ଦେଶ...

ଚଢ଼ାଉ ସତ୍ତ୍ୱେ ପାର୍ବଣ ଭିଡ଼

ଭୁବନେଶ୍ୱର,୨୫।୧୦ (ବ୍ୟୁରୋ): ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ସରକାର ଓ ପ୍ରଶାସନ ସ୍ବତନ୍ତ୍ର କରୋନା ଗାଇଡ୍‌ଲାଇନ୍‌ ଜାରି କରିଥିବାବେଳେ ପୋଲିସ ଲୋକଙ୍କୁ ସତର୍କ ଓ ସଚେତନ କରି...

ରୋଗୀଙ୍କ ଖାଦ୍ୟ ଅନୁଦାନ ୩୦ ପ୍ରତିଶତ ବୃଦ୍ଧି କଲେ ସରକାର, ଖର୍ଚ୍ଚ ହେବ ୬୪ କୋଟି ଟଙ୍କା

ଭୁବନେଶ୍ୱର,୩ା୮(ଅସମାପିକା ସାହୁ): ଓଡ଼ିଶା ସରକାର ଉନ୍ନତ ସ୍ବାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ  ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ବାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା...

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଅଭିଯୁକ୍ତ ଯୁବକ ଗିରଫ

ନୟାଗଡ଼ ଅଫିସ/ରଣପୁର,୨୦ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଅପହୃତ ଜଣେ ନାବାଳିକାଙ୍କୁ ପୋଲିସ ଶୁକ୍ରବାର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିସରରୁ ଉଦ୍ଧାର କରିଛି। ଏଥିସହିତ...

ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ ମହାପ୍ରଭୁ

ପୁରୀ ଅଫିସ,୨୩।୭: ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ନୀତି ସମ୍ପନ୍ନ ହୋଇଛି। ଏଥିସହ ଘୋଷଯାତ୍ରାର ଅନ୍ତିମ ପର୍ବ ସରିଛି। ଶୁକ୍ରବାର ତିନିଠାକୁର ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ...

ଆଜି ୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ବର୍ଷିଲେ ବିରୋଧୀ

ଭୁବନେଶ୍ବର, ୧୪ା୪(ବ୍ୟୁରୋ): ପୁରୀରେ ପ୍ରସ୍ତାବିତ ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରକଳ୍ପ ଲାଗି କରାଯାଇଥିବା ଜମି ଅଧିଗ୍ରହଣ ଅବୈଧ ବୋଲି ସୁପ୍ରିମ କୋର୍ଟ ରାୟ ଦେବାପରେ ଉଭୟ ରାଜ୍ୟ...

Advertisement
Archives

Model This Week