୮ଜଣଙ୍କୁ ହୋଇଥିଲା ନିର୍ଦ୍ଦେଶ: ୭ ବନ୍ଧୁକ ଦେଲେ ଜିମା

ବୈଶିଙ୍ଗା,୩୧ା୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସ ସାଧାରଣ ନିର୍ବାଚନରେ ଆଇନ ଶୃଙ୍ଖଳା କଡ଼ାକଡ଼ି କରିବା ଲକ୍ଷ୍ୟରେ ତନାଘନା ଆରମ୍ଭ କରିଦେଇଛି। ଥାନା ଅଞ୍ଚଳରେ ଲାଇସେନ୍ସ ପ୍ରାପ୍ତ ୮ ଜଣ ବନ୍ଧୁକଧାରୀଙ୍କୁ ନିର୍ବାଚନ ପ୍ରକ୍ରିୟା ଶେଷହେବା ପର୍ଯ୍ୟନ୍ତ ପୋଲିସ ନିକଟରେ ବନ୍ଧୁକ ଜିମା ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ୭ଜଣ ବନ୍ଧୁକ ଜିମା ଦେଇ ସାରିଛନ୍ତି। ଅନ୍ୟ ଜଣେ ପ୍ରତିରକ୍ଷା ବାହିନୀରେ କାର୍ଯ୍ୟରତ ଥିବା ଯୋଗୁ ଏବଂ ତାଙ୍କୁ ପ୍ରକ୍ରିୟାରୁ ବାଦ ଦିଆଯାଇଥିବା ଥାନା ଅଧିକାରୀ ତପନ କୁମାର ପ୍ରଧାନ ପ୍ରକାଶ କରିଛନ୍ତି।

ଅନ୍ୟ ପକ୍ଷରେ ସମସ୍ତ ସମ୍ବେଦନଶୀଳ ବୁଥ ଗୁଡ଼ିକ ଉପରେ କଡାକଡି ନଜର ରଖିବା ସହ ରାତ୍ରକାଳୀନ ପାଟ୍ରୋଲିଂ, ଯାନବାହାନ ଯାଞ୍ଚ, ଅସାମାଜିକ ଓ ନିଶା ବ୍ୟବସାୟୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲକ୍ଷ୍ୟରେ ୩ ପୋଲିସ ଚେକପୋଷ୍ଟ ସ୍ଥାପନ କରିବାକୁ ବିଭାଗୀୟ ଉଚ୍ଚ ଅଧିକାରୀଙ୍କ ନିର୍ଦ୍ଦେଶ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?