୮ ଏସ୍‌ସିବି ମେଡିକାଲ କର୍ମଚାରୀଙ୍କୁ ନୋଟିସ, ସରପ୍ରାଇଜ ଭିଜିଟ ସମୟରେ ଧରିଲେ ମେଡିକାଲ କର୍ତ୍ତୃପକ୍ଷ

କଟକ, ୧୫।୧୧ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଡ୍ୟୁଟି ସମୟରେ ଅନୁପସ୍ଥିତ ରହିଥିବା ୮ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ମେଡିକାଲ କର୍ତ୍ତୃପକ୍ଷ। ମେଡିକାଲର ଟ୍ରମା କାଜୁଆଲିଟି ଭଳି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଡ୍ୟୁଟି ସମୟରେ କେଉଁ କାରଣ ପାଇଁ କର୍ମଚାରୀମାନେ ଅନୁପସ୍ଥିତ ରହିଛନ୍ତି, ସେସମ୍ପର୍କରେ କାଜୁଆଲିଟି ମେଡିକାଲ ଅଫିସରଙ୍କୁ ମଧ୍ୟ ପଚରାଉଚରା କରାଯାଇଛି। ଏପରି କି ଯଥାର୍ଥ କାରଣ ନ ଦର୍ଶାଇଲେ କିିଛିଦିନର ଦରମା କଟାଯିବା ସହ ଚେତାବନୀ ଦିଆଯାଇଥିବା ମେଡିକାଲ ପକ୍ଷରୁ ସୂଚନା ମିଳିଛି।
ମିଳିଥିବା ସୂଚନା ମୁତାବକ, ଦୁଇଦିନ ପୂର୍ବେ ମେଡିକାଲର ଟ୍ରମା କାଜୁଆଲିଟିକୁ ବିଳମ୍ବିତ ରାତିରେ ଅତିରିକ୍ତ ଅଧୀକ୍ଷକ ଡା. ଜ୍ୟୋତିର୍ମୟ ନାୟକଙ୍କ ସମେତ ଅନ୍ୟ ଅଧିକାରୀମାନେ ଅଚାନକ ପରିଦର୍ଶନରେ ଯାଇଥିଲେ। ଉକ୍ତ ସମୟରେ କାଜୁଆଲିଟିରେ ଫାର୍ମାସିଷ୍ଟ, ଇସିଜି ଟେକ୍ନିସିଆନ, ଓ୍ବାର୍ଡ ଆଟେଣ୍ଡାଣ୍ଟ, ସହାୟର ପ୍ରାୟ ୮ଜଣ କର୍ମଚାରୀ ଡ୍ୟୁଟି ସମୟରେ ଅନୁପସ୍ଥିତ ଥିବା ଜାଣିବାକୁ ପାଇଥିଲେ। ମେଡିକାଲର ଏପରି ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ଗୁରୁତର ରୋଗୀ ଚିକିତ୍ସା ପାଇଁ ଆସୁଥିବାବେଳେ ସେଠାରେ କର୍ମଚାରୀ ଅନୁପସ୍ଥିତ ଥିବା ନେଇ ମେଡିକାଲର ପରିଚାଳନା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଥିବାବେଳେ ଏପରି ଘଟଣା ନଜରକୁ ଆସିବାରୁ ମେଡିକାଲ କର୍ତ୍ତୃପକ୍ଷ ଉକ୍ତ ୮ ଜଣଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri