Posted inଜାତୀୟ

ଧରାପଡ଼ିଲେ ୮ ଆତଙ୍କବାଦୀ: ବଡ଼ ଧରଣର ଆଇଇଡି ବିସ୍ଫୋରଣ ପାଇଁ କରୁଥିଲେ ଯୋଜନା

ବେଙ୍ଗାଲୁରୁ,୧୮ା୧୨: ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) କର୍ନାଟକର ବଲାରିରୁ ଆଇଏସ୍‌ ଆତଙ୍କବାଦୀ ସଂଗଠନ ସହ ସମ୍ପୃକ୍ତ ୮ ଜଣଙ୍କୁ ଗିରଫ କରିଛି। ଏପରିକି ଆଇଇଡି ବିସ୍ଫୋରଣ ଯୋଜନାକୁ ପଣ୍ଡ କରି ଦିଆଯାଇଛି।

କର୍ନାଟକର ବଲାରି, ବେଙ୍ଗାଲୁରୁ ସମେତ ମହାରାଷ୍ଟ୍ରର ମୁମ୍ବାଇ, ପୁଣେ ଏବଂ ଦିଲ୍ଲୀ ଓ ଝାଡ଼ଖଣ୍ଡର ବୋକାରୋର ୧୯ଟି ସ୍ଥାନରେ ସୋମବାର ସକାଳେ ଏନ୍‌ଆଇଏ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ସଲ୍‌ଫର, ପୋଟାସିୟମ ନାଇଟ୍ରେଟ୍‌, ଗନ୍‌ପାଉଣ୍ଡର, ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରଣ କରାଯିବାକୁ ଥିବା ପ୍ରସ୍ତାବିତ ସ୍ଥାନ ସମ୍ପର୍କିତ କାଗଜାତ ମିଳିଛି।

ସେମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ସହ ନଗଦ ଟଙ୍କା ଏବଂ ଡିଜିଟାଲ ଉପକରଣ ଜବତ ହୋଇଛି। ବଲାରି ମଡ୍ୟୁଲ୍‌ର ନେତା କୁହାଯାଉଥିବା ମିନାଜ ଓରଫ ମହମ୍ମଦ ସୁଲୈମାନ ମଧ୍ୟ ଗିରଫ ହୋଇଛନ୍ତି। ସେମାନେ ପରସ୍ପର ସହ ଯୋଗାଯୋଗ ପାଇଁ ଏକ ଆପ୍‌ ବ୍ୟବହାର କରୁଥିଲେ। ଚଢ଼ାଉରେ କର୍ନାଟକର ବଲାରି ଏବଂ ବେଙ୍ଗାଲୁରୁ ପୋଲିସ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri