ଏୟାର ଷ୍ଟ୍ରାଇକ୍‌ରେ ଗଡ଼ିଲା ୮ ଆତଙ୍କବାଦୀଙ୍କ ମୁଣ୍ଡ

ହେଲମଣ୍ଡ,୨୩।୨: ଆଫଗାନିସ୍ତାନରେ ମିଳିତି ସୁରକ୍ଷାକର୍ମୀଙ୍କ ଏୟାର ଷ୍ଟ୍ରାଇକ୍‌ରେ ୮ ତାଲିବାନ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ହେଲମଣ୍ଡ ପ୍ରଦେଶର ଦକ୍ଷିଣରେ ଥିବା ନହର-ଇ-ସରାଜ ଜିଲାରେ ଥିବା ଆତଙ୍କବାଦୀ ଶିବିର ଉପରେ ବାୟୁସେନା ପକ୍ଷରୁ ବୋମାମାଡ଼ କରାଯାଇଥିଲା। ଏହି ଅଞ୍ଚଳରେ ତାଲିବାନ୍‌ ଆତଙ୍କବାଦୀ ଅଧିକ ସକ୍ରିୟ ରହିଛନ୍ତି। ସୋମବାର ଏଭଳି ଘଟିଥିବା ନେଇ ଆଫଗାନିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ ମଙ୍ଗଳବାର ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ହଜାର ମଦ୍ରାସା ଉପରେ ହେବ ସରକାରୀ ନିୟନ୍ତ୍ରଣ: ପାକିସ୍ତାନ

ଇସ୍‌ଲାମାବାଦ,୩୦।୪: ପାକିସ୍ତାନ ସରକାର ସୋମବାର ଘୋଷଣା କରିଛନ୍ତି କି ପାକିସ୍ତାନରେ ଥିବା ୩୦ ହଜାରରୁ ଊର୍ଦ୍ଧ୍ୱ ମଦ୍ରାସାକୁ ମୁଖ୍ୟଧାରାର ଶିକ୍ଷା ପ୍ରଣାଳୀରେ ସାମିଲ କରାଯିବ। ପାକିସ୍ତାନ...

ଚାଇନାରୁ ଆସିଲା ଭଲ ଖବର: ସଫଳତାର ସହ ପରୀକ୍ଷା ହେଲା କରୋନା ଟୀକା!

ବେଜିଂ,୪।୪: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୨ଶହ ଦେଶକୁ ବ୍ୟାପି ସାରିଲାଣି। ହେଲେ ଚାଇନା ଏବେ କରୋନା ଭାଇରସ ପାଇଁ...

ୟୁକ୍ରେନ୍‌ ପାଲଟିଛି ଚେସ୍‌ ବୋର୍ଡର ମୋହରା…

ଓ୍ବାଶିଂଟନ/ମସ୍କୋ/କାଇଭ୍‌, ୨୪।୧ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଜିବିଗ୍ନିୟେବ ବ୍ରୁିଜେନ୍ସକି ଦଶନ୍ଧି ପୂର୍ବରୁ ତାଙ୍କ ପୁସ୍ତକ ‘ଦ ଗ୍ରାଣ୍ଡ...

କରୋନା ସମ୍ପର୍କରେ ବାହାରେ ପ୍ରକାଶ କଲେ ଜୀବନରୁ ମାରି ଦିଆଯିବ: ଡାକ୍ତରଙ୍କୁ ଧମକାଇଥିଲେ ଚାଇନା ଅଧିକାରୀ

ବେଜିଂ,୧୨।୩: ଚାଇନାର ଉହାନରେ ଦେଖାଦେଇଥିବା କରୋନା ଭୂତାଣୁ ସଂକ୍ରମଣ ଏବେ ପୃଥିବୀର ୧୨୧ଟି ଦେଶରେ ପହଞ୍ଚିଛି। ଯଦି ଚାଇନା ସରକାର ଡାକ୍ତରଙ୍କ କଥା ଶୁଣିଥାନ୍ତେ ତେବେ...

ଲକ୍ଷେ ଟପିବ ଆମେରିକା କରୋନା ମୃତ୍ୟୁ ସଂଖ୍ୟା: ଟ୍ରମ୍ପ୍‌

ଓ୍ବାଶିଂଟନ,୪।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ କରୋନା ମୃତ୍ୟୁ ସଂଖ୍ୟା ଆମେରିକାରେ ଲକ୍ଷେ...

କରୋନା ମହାମାରୀ ଯୋଗୁ ପୃଥିବୀର ସ୍ଥିତି ଅତି ଖରାପ ହେବାକୁ ଯାଉଛି: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୯।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଧୀରେ ଧୀରେ ପୃଥିବୀର...

ଟୁଇଟର୍‌ରେ ଏଭଳି ପ୍ରଶ୍ନ ପଚାରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ବିଶ୍ୱର ସର୍ବଶ୍ରେଷ୍ଠ ଧନୀ

ଓ୍ବାଶିଂଟନ,୭।୧୧: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମେରିକୀୟ ଇଲେକ୍ଟ୍ରିକ କାର୍‌ କମ୍ପାନୀ ଟେସ୍‌ଲାର ସିଇଓ ଏଲନ ମସ୍କ ଟୁଇଟର୍‌ରେ ଏକ ପ୍ରଶ୍ନ ପଚାରି ସମସ୍ତଙ୍କୁ...

ଆକ୍ରମଣ କଲେ ପରିଣାମ ଭୋଗିବ

ଓ୍ବାଶିଂଟନ/ନ୍ୟୁୟର୍କ,୧୨ା୯ (ଏଏଫ୍‌ପି): ଆତଙ୍କବାଦୀମାନେ ଆମେରିକା ଉପରେ ଆକ୍ରମଣ କଲେ ସାଂଘାତିକ ପରିଣାମ ଭୋଗିବେ। ସେହିପରି ତାଲିବାନ ଉପରେ ସବୁଠୁ ବଡ଼ ଆକ୍ରମଣ କରାଯିବ ବୋଲି ଆମେରିକା...

Advertisement


Archives

Model This Week