ରାଜ୍ୟରେ ଆଜି ବି ୧୦୦ ତଳେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର,୧୬।୩ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨ ଜଣ ପିଲା ଅଛନ୍ତି। ସେହିପରି ୪୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୮୫୨ଜଣକୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ୫ଜଣ, ବରଗଡ଼ରୁ ୧, ବଲାଙ୍ଗୀରରୁ ୪, ବୌଦ୍ଧରୁ ୨, କଟକରୁ ୩, ଦେଓଗଡ଼ରୁ ୩, ଗଜପତିରୁ ୯, ଗଞ୍ଜାମ ୩, ଯାଜପୁରରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୮, କୋରାପୁଟରୁ ୩, ମୟୁରଭଞ୍ଜରୁ ୭, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୧, ସମ୍ବଲପୁରରୁ ୧୩, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୬ ଏବଂ ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ଓ ପରେଡ୍‌ ରବିବାର ମହାତ୍ମାଗାନ୍ଧି ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିବାଦନ ଗ୍ରହଣ...

କରୋନା ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼,୧୮।୧୨(ଡି.ଏନ.ଏ.) ଦେବଗଡ ନେହେରୁ ଯୁବକେନ୍ଦ୍ର ଓ ବାରକୋଟ ବ୍ଲକ ଶିରିଗିଡା ବାବା ବାଣେଶ୍ୱର କ୍ଲବ ମିଳିତ ଆନୁକୂଲ୍ୟରେ ଶିରିଗିଡା ଗ୍ରାମରେ ଏସ୍‌ଏଚଜି ସଦସ୍ୟାଙ୍କୁ ନେଇ କରୋନା...

କୋଭିଡ୍‌ କଟକଣା ଉଲ୍ଲଂଘନ: ଚଢାଉବେଳେ ପୋଲିସକୁ ଆକ୍ରମଣ

ହିଞ୍ଜିଳିକାଟୁ/ଶେରଗଡ,୨୩ା୭(ଡି.ଏନ୍‌.ଏ.): ହିଞ୍ଜିଳି ଥାନା ତଥା ଶେରଗଡ଼ ତହସିଲ ବି.ନୂଆପଲ୍ଲୀରେ ବୁଧବାର କୋଭିଡ୍‌ କଟକଣା ଉଲ୍ଲଘଂନ କରି ଭୋଜି ଚାଲିଥିଲା। ଶେରଗଡ଼ ତହସିଲଦାର ଡ. ଦୟାସିନ୍ଧୁ ପରିଡା...

ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କଲା ଭଳି କରୁଛନ୍ତି: ବିଜୟ

ଭୁବନେଶ୍ୱର, ୫।୯(ବ୍ୟୁରୋ): ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଭାଜପା ବରିଷ୍ଠ ନେତା ବିଜୟ ମହାପାତ୍ର। ଶ୍ରୀକ୍ଷେତ୍ର ବର୍ତ୍ତମାନ କୁରୁକ୍ଷେତ୍ରରେ ପରିଣତ...

ପେଟ୍ରୋଲ ପମ୍ପ୍‌ କର୍ମଚାରୀଙ୍କୁ ଗୁଳିମାଡ଼

ଚଣ୍ଡିଖୋଲ/ଛତିଆ/ବଡଚଣା,୧ା୩: ଯାଜପୁର ଜିଲା ବୈରୀ ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ନେଳିଆ ଛକ ନିକଟରେ ସୋମବାର ଏକ ବଡ଼ ଧରଣର ଲୁଟ୍‌ ଉଦ୍ୟମ...

ଉପକୂଳବର୍ତ୍ତୀ ୮୮ ଗାଁ ସୁନାମିପ୍ରବଣ

ପୁରୀ ଅଫିସ,୧୩ା୬: ଆସନ୍ତା ୧୯ ତାରିଖରେ ପୁରୀ ଜିଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ମକ୍‌ଡ୍ରିଲ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଅତିରିକ୍ତ...

ଥଇଥାନ ପ୍ୟାକେଜ୍‌ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଅନୁଗୋଳ ଜିଲାର ମନ୍ଦାକିନୀ କୋଇଲା ଖଣି ଉତ୍‌ଖନନ ନେଇ ରହିଥିବା ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟ ଶାସନ...

୨୦ ବର୍ଷରେ ଲକ୍ଷେ ଗଛ ବଳି

ଭଦ୍ରକ ଅଫିସ,୨୭।୮-ଅମ୍ଳଜାନର ଘୋର ଅଭାବ ପରିଲକ୍ଷିତ ହେଉଛି। ଏଣୁ ଚାରାରୋପଣ ଉପରେ ସମସ୍ତେ ଗୁରୁତ୍ୱ ଦେଇ ଆସୁଛନ୍ତି। ଏଭଳି ସ୍ଥିତିରେ ଭଦ୍ରକ ଜିଲାରେ ସମୁଦ୍ର କୂଳଠାରୁ...

Advertisement
Archives

Model This Week