Posted inଜାତୀୟ

ଭାରତ ଗୌରବ ଏକ୍ସପ୍ରେସରେ ୮୦ ଯାତ୍ରୀ ଗୁରୁତର: ବିଷାକ୍ତ ଖାଦ୍ୟ ଦିଆଯାଇଥିବା ଆଶଙ୍କା…

ପୁଣେ,୨୯।୧୧ : ମହାରାଷ୍ଟ୍ରର ପୁଣେ ରେଳ ଷ୍ଟେଶନରୁ ବଡ ଖବର ଆସିଛି। ଚେନ୍ନାଇରୁ ପୁଣେକୁ ଆସୁଥିବା ଭାରତ ଗୌରବ ଟ୍ରେନର ୮୦ ଯାତ୍ରୀଙ୍କ ସ୍ବାସ୍ଥ୍ୟ ହଠାତ ଖରାପ ହୋଇଯାଇଛି। ଏଭଳି ପରିସ୍ଥିତିରେ ଟ୍ରେନ ପୁଣେରେ ପହଞ୍ଚିବା ମାତ୍ରେ ସମସ୍ତ ଯାତ୍ରୀଙ୍କ ଚିକିତ୍ସା କରାଯାଇଛି। ସୂଚନା ଅନୁଯାୟୀ, ବିଷାକ୍ତ ଖାଦ୍ୟ ଯୋଗୁ ଏଭଳି ହୋଇଥିବା ଆଶଙ୍କା କରାଯାଉଛି।

ଯାତ୍ରୀମାନେ ପୁଣେରେ ପହଞ୍ଚିବା ପରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସମସ୍ତ ଯାତ୍ରୀଙ୍କ ଅବସ୍ଥା ସ୍ଥିର ରହିଛି। ପୁଣେ ରେଳ ପ୍ରଶାସନ କହିଛି ଟ୍ରେନ ପୁଣେରେ ପହଞ୍ଚିବା ପରେ ଏକାସାଙ୍ଗରେ ୮୦ ଯାତ୍ରୀଙ୍କ ଅସୁସ୍ଥ ଥିବା ଜଣାପଡିଥିଲା। ଏହା ପରେ ତାଙ୍କୁ ଷ୍ଟେଶନରେ ପ୍ରାଥମିକ ଚିକିତ୍ସା ଦିଆଯାଇଥିଲା ଏବଂ ସସୁନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ଏଠାରେ ସମସ୍ତଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଟ୍ରେନରେ ଥିବା କିଛି ଯୁବକ ସେମାନଙ୍କୁ ବିଷାକ୍ତ ଖାଦ୍ୟ ଦେଇଥିବା କୁହାଯାଉଛି। ବର୍ତ୍ତମାନ ରେଳବାଇ ଏହାର ଅନୁସନ୍ଧାନ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri