ବୈଦେଶିକ ମନ୍ତ୍ରଣାଳୟର ୮୦ ପ୍ରତିଶତ କର୍ମଚାରୀ ଛାଡିଲେ ଦୂତାବାସ

କାବୁଲ,୨୦ ।୯: ଆଫଗାନିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ୮୦ ପ୍ରତିଶତ କର୍ମଚାରୀ ଦେଶ ଛାଡି ଚାଲିଯାଇଥିବା ଜଣାପଡିଛି । ଫଳରେ ତାଲିବାନ କୁଟନୈତିକ ମୋର୍ଚ୍ଚାରେ ଆଗକୁ ବଢିବାକୁ ଚାହୁଁଥିଲେ ଏହା ଆଉ ସମ୍ଭବ ହୋଇ ନ ପାରେ । ଅଧିକାଂଶ ଦୂତାବାସ ସହ ଏବେ ଆଉ ତାଲିବାନର ସମ୍ପର୍କ ନ ଥିବା ଜଣାପଡିଛି । ମନ୍ତ୍ରଣାଳୟର ଜଣେ ପୂର୍ବତନ କର୍ମଚାରୀ କହିଛନ୍ତି ଅଧିକାଂଶ କର୍ମଚାରୀ ଚାକିରି ଛାଡି ଦେଇଛନ୍ତି ନଚେତ୍ ଦେଶଛାଡି ଚାଲିଯାଇଛନ୍ତି । ଅନ୍ୟ ଦେଶରେ ଥିବା ଆଫଗାନିସ୍ତାନ ଦୂତାବାସର ଭବିଷ୍ୟତ ମଧ୍ୟ ଅନ୍ଧାର ଦେଖାଯାଉଛି । ଏହା ଏକ ଅନିଶ୍ଚିତ ଭବିଷ୍ୟତ ଭିତରକୁ ଚାଲିଯାଇଛି । କେତେ ଗୁଡିଏ ଦୂତାବାସ ତ ଏପର୍ଯ୍ୟନ୍ତ ତାଲିବାନ ସରକାର ସହ କୌଣସି ସମ୍ପର୍କ କରି ନାହାନ୍ତି । ଫ୍ରାନ୍ସ ଓ ଜର୍ମାନୀ ସହିତ ଆଉ କିଛି ଦୂତାବାସରେ ଥିବା କର୍ମଚାରୀ ଓ ରାଜନେତା ସେଠାରେ ଶରଣ ନେବାକୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶିବ ମନ୍ଦିର ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗ୍ରାମ ଶ୍ରୀ ନାଗେଶ୍ୱର ଶିବ ମନ୍ଦିର ନିକଟରୁ ସୋମବାର ସନ୍ଧ୍ୟାରେ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ…

ଋଣ ଟଙ୍କା ପାଇଁ ଖଣ୍ଡଯୁଦ୍ଧ: ଆକ୍ରମଣ ପ୍ରତି ଆକ୍ରମଣରେ ୫ ଆହତ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଲ୍ଲୀ ସାମନ୍ତରାପୁର ଗ୍ରାମରେ ୫ ହଜାର ଋଣ ଟଙ୍କା ପରିଶୋଧକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟିଛି।ଏହି ଆକ୍ରମଣ…

ବିଭିନ୍ନ ରାଜ୍ୟରେ ଭାଜପାର ବିପୁଳ ବିଜୟ: ବାଣ ଫୁଟାଇ, ମିଠା ବାଣ୍ଟି ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ଭାଜପାକର୍ମୀ

ଗଞ୍ଜାମ,୪।୫(ଅନାଥ ତରାଇ): ଦେଶର ବିଭିନ୍ନ ରାଜ୍ୟରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଏକତରଫା ଓ ଚିତ୍ତାକର୍ଷକ ବିଜୟକୁ ନେଇ ଆଜି ଗଞ୍ଜାମ ମଣ୍ଡଳ ପକ୍ଷରୁ ଏକ…

ଦିଲ୍ଲୀ ଗ୍ରସ୍ତ ସ୍କିପ୍‌ କଲେ ଧୋନୀ

ଚେନ୍ନାଇ,୪ା୫: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ପୂର୍ୱତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଦଳ ସହିତ ପରବର୍ତ୍ତୀ ମ୍ୟାଚ୍‌ ଲାଗି ଦିଲ୍ଲୀ ଯାତ୍ରା କରି ନାହାନ୍ତି। ସିଏସ୍‌କେ…

ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଏହି ସବୁ ସମସ୍ୟାର ସମାଧାନ ପାଇଁ ଗୁହାରି କଲେ ଲୋକେ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଖମାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା ।…

ଆଜି ମୋ ଝିଅକୁ ନ୍ୟାୟ ମିଳିଛି… ଆରଜି କର ପୀଡ଼ିତାଙ୍କ ମା’ଙ୍କ ବଡ଼ ମନ୍ତବ୍ୟ: ଆଗକୁ…

କୋଲକାତା,୪।୫: ଉତ୍ତର ୨୪ ପରଗଣାର ପାଣିହାଟି ବିଧାନସଭା ଆସନ ପଶ୍ଚିମବଙ୍ଗ ନିର୍ବାଚନ ୨୦୨୬ରେ ସବୁଠାରୁ ଅଧିକ ନଜର ରଖାଯାଇଥିବା ଆସନ ମଧ୍ୟରୁ ଗୋଟିଏ ଭାବରେ ଉଭା ହୋଇଛି।…

ଯେଉଁଠାରେ ଝାଲମୁଡ଼ି ଖାଇଥିଲେ ପ୍ରଧାନମନ୍ତ୍ରୀ ମୋଦି, ସେଇ ନିର୍ବାଚନମଣ୍ଡଳୀରେ କିଏ ମାରିଲା ବାଜି, ଜାଣନ୍ତୁ…

କୋଲକାତା,୪।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ରାଜନୈତିକ ବିଶ୍ଳେଷକମାନଙ୍କୁ ଆଶ୍ଚର୍ଯ୍ୟ କରିଛି। ଝାରଗ୍ରାମ ବିଧାନସଭା ନିର୍ବାଚନମଣ୍ଡଳୀ (ସିଟ ନମ୍ବର ୨୨୨) ସବୁଠାରୁ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ। ଭାଜପା…

ମୁଖ୍ୟ ସଚିବଙ୍କ ବଡ଼ ପଦକ୍ଷେପ: ପଶ୍ଚିମବଙ୍ଗରେ ଫାଇଲ ସ୍ଥାନାନ୍ତର ମନା

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଆସିଥିବା ବେଳେ ଭାଜପା ସନ୍ଧ୍ୟା ସୁଦ୍ଧା ୨୦୪ ଆସନରେ ଆଗୁଆ ଥିବାବେଳେ ଟିଏମ୍‌ସି ୮୩ ଆସନରେ ଆଗୁଆ ରହିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri