Posted inଜାତୀୟ

ହାଇକୋର୍ଟରେ ବାହାରିଲା ୮୦ ପଦବୀ ପାଇଁ ବିଜ୍ଞପ୍ତି, ଏହି ଦିନ ଶେଷ ତାରିଖ

ନୂଆଦିଲ୍ଲୀ,୨।୬: ପାଟଣା ହାଇକୋର୍ଟରେ ୮୦ଟି ପଦବୀ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇକୋର୍ଟରେ ଖାଲି ପଡ଼ିଥିବା ଟ୍ରାନ୍ସଲେଟର ଏବଂ ଟ୍ରାନ୍ସଲେଟର କମ୍‌ ପ୍ରୁଫ୍‌ ରିଡର ପଦବୀ ଖୁବ୍‌ ଶୀଘ୍ର ପୂରଣ କରାଯିବ। ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଏହି ପଦବୀ ଗୁଡ଼ିକ ପାଇଁ ଇଚ୍ଛୁକ ଥିବା ପ୍ରାର୍ଥୀ ୩୦ ଜୁନ୍‌ ୨୦୨୪ ମଧ୍ୟରେ ଆବେଦନ କରିବେ। ଏଥିପାଇଁ ପାଟଣା ହାଇକୋର୍ଟର ଅଫିସିଆଲ୍‌ ୱେବ୍‌ସାଇଟ୍‌ patnahighcourt.gov.inରେ ଆଶାୟୀ ଫର୍ମ ଆବେଦନ କରିବେ। ଜୁନ୍‌ ୩୦ରେ ଆବେଦନ ସରୁଥିବା ବେଳେ ଏଥିପାଇଁ ଆବଶ୍ୟକ ଫି, ୨ ଜୁଲାଇ ୨୦୨୪ ପର୍ଯ୍ୟନ୍ତ ଆବେଦନକାରୀ ପଇଠ କରିପାରିବେ।

ତେବେ କହିରଖୁଛୁ ଯେ, ଟ୍ରାନ୍ସଲେଟର ପଦ ପାଇଁ ଆଶାୟୀ କୌଣସି ୟୁନିଭରସିଟିରୁ ସ୍ନାତକ ଡିଗ୍ରୀ ପାସ୍‌ କରିଥିବା ଆବଶ୍ୟକ। ଏଥିସହିତ ସ୍ନାତକରେ ହିନ୍ଦୀ ଏବଂ ଇଂରାଜୀ ବିଷୟ ରହିଥିବା ନିହାତି ଜରୁରୀ। ଏହାଛଡ଼ା ଟ୍ରାନ୍ସଲେସନ୍‌ରେ ୬ମାସର ଡିପ୍ଲୋମା କିମ଼୍ବା ସାର୍ଟିଫିକେଟ୍‌ କୋର୍ସ ଆଶାୟୀ କରିଥିବା ଦରକାର। ସେହିପରି ଜାନୁଆରୀ ୧,୨୦୨୪ ପର୍ଯ୍ୟନ୍ତ ଆବେଦନକାରୀଙ୍କୁ ୧୮ ବର୍ଷରୁ ୩୭ ବର୍ଷ ହୋଇଥିବା ଆବଶ୍ୟକ। ଏଥିରେ କିଛି ଶ୍ରେଣୀର ଆବେଦନକାରୀଙ୍କ ବୟସ ସୀମା କୋହଳ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ…

କେଜରିୱାଲଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ! ଏଏପି ମୁଖ୍ୟ କହିଛନ୍ତି – ‘ମେଟା ମୋଦି ସରକାରଙ୍କ ଆଗରେ ମୁଣ୍ଡ ନୁଆଁଇବା ଉଚିତ ନୁହେଁ’

ନୂଆଦିଲ୍ଲୀ,୬।୮: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି ଯେ…

ଭାରତର ଏହି ସ୍ଥାନରେ ଏଯାଏଁ ପହଞ୍ଚିନି କଳିଯୁଗ? ରହସ୍ୟ ଜାଣିଲେ କାବା ହୋଇଯିବେ…

ନୂଆଦିଲ୍ଲୀ,୬।୮: ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଚାରୋଟି ଯୁଗ— ତ୍ରେତାୟୁଗ, ସତ୍ୟଯୁଗ, ଦ୍ୱାପର ଯୁଗ ଏବଂ କଳିଯୁଗର ବର୍ଣ୍ଣନା କରାଯାଇଛି। ତିନୋଟି ଯୁଗ ଶେଷ ହୋଇସାରିଛି ଏବଂ ଏବେ ଶେଷ…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ସ୍ତ୍ରୀକୁ ପ୍ରେମିକ ସହ ବିବାହ କରାଇଲେ ସ୍ୱାମୀ, ଲୋକେ କହିଲେ ୫ଟା ଛୁଆ ପରେ…

ଉତ୍ତରପ୍ରଦେଶ,୬।୮ : ପ୍ରେମ ଦୁଇଟି ହୃଦୟର ମିଳନ ନୁହେଁ, ଏହା ବିଶ୍ୱାସ, ସମ୍ମାନ ଓ ତ୍ୟାଗର ଏକ ସୁନ୍ଦର ଅନୁଭୂତି । ପ୍ରେମରେ ଶବ୍ଦଠାରୁ ଅଧିକ ମୂଲ୍ୟବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri