ପିଏମ୍‌ କେୟାର୍ସ ଫଣ୍ଡ୍‌ରୁ କିଣା ଯାଇଥିବା ୮୦ ଭେଣ୍ଟିଲେଟର ମଧ୍ୟରୁ ୭୧ ଅକାମି…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପିଏମ୍‌ କେୟାର୍ସ ଫଣ୍ଡ୍‌ର କାର୍ଯ୍ୟକାରିତା ଉପରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପ୍ରଶ୍ନ ଉଠାଇ। ସମ୍ପ୍ରତି ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ ୮୦ ଟି ଭେଣ୍ଟିଲେଟର ପଞ୍ଜାବର ଫରିଦ୍‌କୋଟର ଗୁରୁ ଗୋବିନ୍ଦ ସିଂ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲକୁ ପଠାଯାଇଥିଲା। ତେବେ ସେଗୁଡ଼ିକ କରୋନା ଆକ୍ରାନ୍ତଙ୍କ ସେବାରେ ଲଗାଯାଇ ପାରୁନାହିଁ। ଭେଣ୍ଟିଲେଟରଗୁଡିକ ମଧ୍ୟରୁ ୭୧ ଟି ଅକାମି ହୋଇ ଯାଇଛି। କିଛି ସମୟ କାମ କରିବା ପରେ ଭେଣ୍ଟିଲେଟର ଆପେ ଆପେ ବନ୍ଦ ହୋଇ ଯାଉଥିବା ଅଭିଯୋଗ ହୋଇଛି। ସରକାରଙ୍କ ପକ୍ଷରୁ ପଠାଯାଇଥିବା ଭେଣ୍ଟିଲେଟରର ଗୁଣବତ୍ତା ଉପରେ ବିଶ୍ୱାସ ହେଉ ନ ଥିବା ଅଭିଯୋଗ ହେଉଛି। ତେଣୁ ରୋଗୀଙ୍କୁ ଏସବୁ ଭେଣ୍ଟିଲେଟର ରଖାଯାଉ ନାହିଁ। ରୋଗୀଙ୍କ ଜୀବନପ୍ରତି ବିପଦ ରହିଥିତ୍ବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଗତବର୍ଷ କେନ୍ଦ୍ର ସରକାର ୨୫୦ଟି ଭେଣ୍ଟିଲେଟର ହହସ୍ପିଟାଲକୁ ଯୋଗାଇ ଦେଇଥିଲେ। ଏଥି ଲାଗି ୨୫ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଏସ୍‌ଆଇଙ୍କ ଆଖିରେ ଲଙ୍କା ସ୍ପ୍ରେ କରି ଅପରାଧୀ ଚମ୍ପଟ

ପାଟନା, ୯।୮: ବିହାରରେ ଆଇନଶୃଙ୍ଖଳା ସ୍ଥିତି ବିଗିଡ଼ିବାରେ ଲାଗିଛି। ଏବେ ଅପରାଧୀଙ୍କ ମନରେ ପୋଲିସ ପ୍ରତି ଭୟ କମିବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ବହୁ...

କାନପୁର ହିଂସା ଘଟଣା: ସିଲ୍‌ ହେଲା ପେଟ୍ରୋଲ ପମ୍ପ

କାନପୁର,୬ା୬: କାନପୁର ହିଂସା ଘଟଣାର ମାଷ୍ଟରମାଇଣ୍ଡ ମୌଲାନା ମହମ୍ମଦ ଅଲ୍ଲୀ (ଏମ୍‌ଏମ୍‌ଏ) ଜୌହର ଫ୍ୟାନ୍ସ ଆସୋସିଏଶନର ମୁଖ୍ୟ ହୟାତ୍‌ ଜାଫର ହାସ୍‌ମୀଙ୍କ ସମେତ ସୋମବାର ଅପରାହ୍ନ...

ୟୁପି ନିର୍ବାଚନ: ଭାଜପା, ସମାଜବାଦୀ ପାର୍ଟି କର୍ମୀ ମୁହାଁମୁହିଁ

ଲକ୍ଷ୍ନୌ,୧୯ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଦି୍ୱତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଏବେ ତୃତୀୟ ପର୍ଯ୍ୟାୟ ମତଦାନକୁ ନେଇ ରାଜନୀତି ହୋଇଛି...

କଂଗ୍ରେସ ନେତା ହନୁମନ୍ଥ ରାଓ କରୋନା ସଂକ୍ରମିତ

ହାଇଦ୍ରାବାଦ,୨୧।୬: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭି ଅନୁମନ୍ଥା ରାଓ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଟେଲିଫୋନ ଯୋଗେ...

ୟୁପି ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୮।୬: ୟୁପି ବିଧାନ ପରିଷଦ ନିର୍ବାଚନ ପାଇଁ ଭାଜପା ଗୁରୁବାର ନଅ ଜଣ ପ୍ରାର୍ଥୀ ଘୋଷଣା କରିଛି। ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ସମେତ ସେହି...

ଉତ୍ତେଜନା କମାଇପାରିବ ଆନ୍ତଃଜାତି ବିବାହ

ନୂଆଦିଲ୍ଲୀ, ୧୩।୨(ଆଇଏଏନ୍‌ଏସ୍‌): ଭିନ୍ନ ଜାତିରେ ବିବାହ ସମାଜରୁ ଜାତିପ୍ରଥା ଜନିତ ପ୍ରତିବନ୍ଧକ ଦୂର କରିବାର ଏକ ଉପାୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜୀବନସାଥୀ ଚୟନ କରୁଥିବା...

ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଆଶ୍ୱସ୍ତି

ମୁମ୍ବାଇ,୧୨।୫: ମହାରାଷ୍ଟ୍ର ସରକାର ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ବଡ ଆଶ୍ୱସ୍ତି ଦେଇଛନ୍ତି। ପରମବୀର ସିଂଙ୍କ ବିରୋଧରେ ଥିବା ସମସ୍ତ ଅଭିଯୋଗକୁ ଫେରାଇ...

ଏସବୁ ୫ ରାଜ୍ୟରେ ଜାରି ରହିଛି କରୋନା ମହାମାରୀ ତାଣ୍ଡବ

ନୂଆଦିଲ୍ଲୀ, ୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ୫ଟି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

Advertisement
Archives

Model This Week