୮୦୦ ଜାହାଜ ଯାତ୍ରୀ କରୋନା ପଜିଟିଭ୍‌

ସିଡ୍‌ନୀ,୧୨ା୧୧: ଛୁଟି କାଟିବା ପାଇଁ ମାଜେଷ୍ଟିକ୍‌ ପ୍ରିନ୍‌ସେସ୍‌ କ୍ରୁଜ୍‌ ଶିପ୍‌ ମୋଟ୍‌ ୪୬୦୦ ଯାତ୍ରୀ ଏବଂ କ୍ରୁ ସଦସ୍ୟଙ୍କୁ  ନେଇ ବାହାରିଥିଲା। ଏଥିମଧ୍ୟରୁ ୮୦୦ ଜଣଙ୍କୁ କରୋନା ପଜିଟିଭ୍‌ ଚିହ୍ନଟ ପରେ ଅଷ୍ଟ୍ରେଲିଆର ସିଡନୀ ସହର ନିକଟ ଡକ୍‌ରେ ଜାହାଜଟି ଅଟକି ରହିଛି।
ଅଷ୍ଟ୍ରେଲିଆ କ୍ରୁଜ୍‌ର କାର୍ନିଭାଲ ସଭାପତି ମାରଗୁଏର ଫିଟଜେରାଲ୍ଡ କହିଛନ୍ତି, ଏହି ଯାତ୍ରା ୧୨ ଦିନର ଥିଲା। ଯେଉଁଥିରେ ବହୁ ସଂଖ୍ୟକ ଲୋକ କରୋନା ପଜିଟିଭ୍‌ ଥିବା ଜଣାଯାଇଛି। ଅଷ୍ଟ୍ରେଲିଆର ଗୃହମନ୍ତ୍ରୀ କ୍ଲେୟାର ଓ’ନିଲ ଶନିବାର ଜନସାଧାରଣଙ୍କୁ ଆଶ୍ୱସ୍ତି ହେବା ପାଇଁ ନିବେଦନ କରିଛନ୍ତି।

ବହୁ ସଂଖ୍ୟକ ଯାତ୍ରୀଙ୍କୁ କରୋନା ପଜିଟିଭ ହୋଇଥିବା ଖବର ପାଇବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ଫଳରେ ଜାହାଜ କାର୍ଯ୍ୟ ଶୀଘ୍ର ବନ୍ଦ ହୋଇଯାଇଥିଲା। କ୍ଲେୟାର କହିଛନ୍ତି, କର୍ତ୍ତୃପକ୍ଷ ନିତ୍ୟ ବ୍ୟବହାର୍ଯ୍ୟ ପ୍ରୋଟୋକଲ ଲଗାଇଛନ୍ତି ଏବଂ ନ୍ୟୁ ସାଉଥ ଓ୍ବେଲ୍ସ କିପରି ଯାତ୍ରୀମାନଙ୍କୁ ବାହାର କରିବେ ତାହା ସ୍ଥିର କରିବାରେ ନେତୃତ୍ୱ ନେବେ। ଯାତ୍ରୀ ଏବଂ କ୍ରୁ ସଦସ୍ୟଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିବା ପାଇଁ କ୍ରୁଜ ଜାହାଜ କର୍ମଚାରୀଙ୍କ ସହ ଏହା କାର୍ଯ୍ୟ କରୁଛି ବୋଲି ଏଜେନ୍ସି କହିଛି। କମ୍ପାନୀର ସଭାପତି ମାରଗୁଏର ଫିଟଜେରାଲ୍ଡ କହିଛନ୍ତି, ଅଷ୍ଟ୍ରେଲିଆରେ ମଧ୍ୟ କରୋନା ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri