Posted inଜାତୀୟ

ସୁପ୍ରିମକୋର୍ଟରେ ବିଚାରଧୀନ ଅବସ୍ଥାରେ ପଡି ରହିଛି ୮୦ହଜାର ମାମଲା, ହାଇକୋର୍ଟରେ ଖାଲି ପଡିଛି ୩୨୪ଟି ପଦ

ନୂଆଦିଲ୍ଲୀ,୧୬।୧୨: ଦେଶରେ ଥିବା ବିଭିନ୍ନ କୋର୍ଟରେ ୫କୋଟିରୁ ଅଧିକ ମାମଲା ବିଚାରଧୀନ ଅବସ୍ଥାରେ ଅଛି। ସଂସଦର ଲୋକସଭାରେ ଶୀତକାଳୀନ ଅଧିବେଶନରେ ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ ଏକ ଲିଖିତ ଉତ୍ତର ଦେଇଛନ୍ତି। ତନ୍ମଧ୍ୟରୁ ୮୦ହଜାର ମାମଲା ସୁପ୍ରିମକୋର୍ଟରେ ବିଚାରଧୀନ ଅବସ୍ଥାରେ ଅଛି। ୫,୦୮,୮୫,୮୫୬ମାମଲାରୁ ଡିସେମ୍ବର ୧ପର୍ଯ୍ୟନ୍ତ ୬୧ଲକ୍ଷରୁ ଅଧିକ ମାମଲା ୨୫ଟି ହାଇକୋର୍ଟରେ ଲମ୍ବିତ ଅଛି।

ମନ୍ତ୍ରୀ ଆହୁରି କହିଛନ୍ତି, ଜିଲା ଓ ତଳ କୋର୍ଟରେ ୪.୪୬କୋଟି ମାମଲା ଲମ୍ବିତ ଅଛି। ସେହିପରି ଭାରତୀୟ ନ୍ୟାୟପାଳିକାରେ ବିଚାରପତିଙ୍କ ମୋଟ ସଂଖ୍ୟା ୨୬ହଜାର ୫୬୮ ରହିଥିବାବେଳେ ସୁପ୍ରିମକୋର୍ଟରେ ୩୪ଜଣ ବିଚାରପତି, ହାଇକୋର୍ଟରେ ୧୧୧୪ ଓ ଜିଲା-ତଳ କୋର୍ଟରେ ଏହି ସଂଖ୍ୟା ୨୫,୪୨୦ ରହିବାର ପ୍ରାବଧାନ ଅଛି। କିନ୍ତୁ ହାଇକୋର୍ଟରେ ଆହୁରି ୨୦୧ଟି ଖାଲି ପଦ ଅଛି। କିଛି କୋର୍ଟର କଲେଜିୟମ ଏନେଇ କୌଣସି ସୁପାରିଶ କରି ନାହାନ୍ତି।
ଏକ ଜାତୀୟ ଗଣମାଧ୍ୟର ରିପୋର୍ଟ ଅନୁଯାୟୀ, ୨୫ଟି ହାଇକୋର୍ଟରେ ୧୧୧୪ଟି ବିଚାରପତିଙ୍କ ପଦରେ ୩୨୪ଟି ପଦ ଖାଲି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri