Posted inଜାତୀୟ

ତେଲେଙ୍ଗାନା ରାଜ୍ୟପାଳ ଭାବେ ଶପଥ ନେଲେ ତାମିଲିସାଇ

ହାଇଦ୍ରାବାଦ,୮।୯: ତାମିଲିସାଇ ସୁନ୍ଦରରାଜନ ରବିବାର ତେଲେଙ୍ଗାନା ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ପେଶାରେ ତାମିଲିସାଇ ଜଣେ ଡାକ୍ତର ହୋଇଥିବା ବେଳେ ସେ ତେଲେଙ୍ଗାନାର ପ୍ରଥମ ମହିଳା ରାଜ୍ୟପାଳ ହେବେ। ତେବେ ରବିବାର ତେଲେଙ୍ଗାନାର ରାଜ୍ୟପାଳ ଭାବେ ତାମିଲିସାଇଙ୍କୁ ତେଲେଙ୍ଗାନା ହାଇ କୋର୍ଟର ମୁଖ୍ୟ ବିଚାରପତି ରାଘବେନ୍ଦ୍ର ସିଂ ଚହାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାମିଲିସାଇଙ୍କୁ ତେଲେଙ୍ଗାନା ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ।


All Right Reserved By Dharitri.Com

କଶ୍ମୀର କେବେ ପାକିସ୍ତାନର ଥିଲା ବୋଲି ପ୍ରଶ୍ନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୯।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗୁରୁବାର ଲେହ ଗସ୍ତ କରିଛନ୍ତି। ସେଠାରେ ସେ ଏକ ସଭାକୁ ଉଦ୍‌ବୋଧନ ଦେବା ବେଳେ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି।...

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ନିଜ ଗଳା କାଟିଲେ ଅଭିଯୁକ୍ତ

ଛତରପୁର,୧୮।୯: ମଧ୍ୟ ପ୍ରଦେଶର ଛତରପୁର ଜିଲା ଅଦାଲତରେ ଜଣେ ଅଭିଯୁକ୍ତ ଗଳା କାଟି ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ମଙ୍ଗଳବାର ଜଣେ ୩୨...

ଦେଶର ପ୍ରଥମ ମହିଳା ବିଧାୟକ ଡା.ମୁଥୁଲକ୍ଷ୍ମୀ ରେଡ୍ଡୀଙ୍କୁ ମନେପକାଇଲା ଗୁଗୁଲଡୁଡୁଲ

ନୂଆଦିଲ୍ଲୀ, ୩୦।୭: ଭାରତର ପ୍ରଥମ ମହିଳା ବିଧାୟକ ଡା. ମୁଥୁଲକ୍ଷ୍ମୀ ରେଡ୍ଡୀଙ୍କ ଆଜି ୧୩୩ତମ ଜନ୍ମଦିବସ। ଏହି ଅବସରରେ ଗୁଗୁଲ ଡୁଡୁଲ ପ୍ରସ୍ତୁତ କରି ତାଙ୍କୁ...

ଦିଲ୍ଲୀରେ କୃଷକଙ୍କ ରଣହୁଙ୍କାର

ନୂଆଦିଲ୍ଲୀ,୧୮।୯: କୃଷକ ଓ ଶ୍ରମିକଙ୍କ ସମସ୍ୟାକୁ ନେଇ ଦିଲ୍ଲୀରେ ଗର୍ଜିବ ଭାରତୀୟ କୃଷକ ସଂଗଠନ। ଭାରତୀୟ କୃଷକ ସଂଗଠନ ନେତୃତ୍ୱରେ ହଜାର ହଜାର କୃଷକ ସହାରନପୁରରୁ...

ଜେଲ୍‌ରେ ଚାଷ କରି ୧୮ହଜାର ଟଙ୍କା କମାଇଲେ ରାମ ରହିମ୍‌

ରୋହତକ,୨୫।୮:ଡେରା ସଚ୍ଚା ମୁଖ୍ୟ ଗୁରମିତ୍‌ ରାମ ରହିମ ସିଂହ ତାଙ୍କ ଆଶ୍ରମର ଦୁଇ ଜଣ ସାଧ୍ବୀଙ୍କ ପ୍ରତି ବଳାତ୍କାର କରିଥିବା ଅଭିଯୋଗରେ ୨୦ ବର୍ଷ ଜେଲ ଦଣ୍ଡ...

ମଧ୍ୟପ୍ରଦେଶରେ ବଳାତ୍କାରର ଶିକାର ହେଲେ ୪ବର୍ଷର ଶିଶୁ

ଇନ୍ଦୋର,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳତ୍କାର ପରେ ହତ୍ୟା ଘଟଣା ଥମି ନ ଥିବା ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ମଧ୍ୟପ୍ରଦେଶରେ...

ବିଏସ୍‌ପି ମୁଖ୍ୟ ଭାବେ ମାୟାବତୀ ପୁନଃ ନିର୍ବାଚିତ

ଲକ୍ଷ୍ନୌ, ୨୯ା୮(ପି.ଟି.): ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ମୁଖ୍ୟ ଭାବେ ପୁଣି ଥରେ ମାୟାବତୀ ବୁଧବାର ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ଦଳର କେନ୍ଦ୍ରୀୟ କାର୍ଯ୍ୟକାରୀ କମିଟି...

ମିଛ ଖବର ପ୍ରସାରଣ କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୨ା୮(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତି ପରେ ଉପତ୍ୟକାରେ ଚାପା ଉତ୍ତେଜନା ଲାଗିରହିଛି। ଏଭଳି ସମ୍ବେଦନଶୀଳ ସମୟରେ କେତେକ ଗଣମାଧ୍ୟମ ମିଛ ଓ ମନଗଢ଼ା...

Leave a comment

Your email address will not be published. Required fields are marked *