ଖୁଦୁରୁକୁଣୀ ପୂଜାରେ ଅଘଟଣ: ପୋଖରୀକୁ ବାଲୁକା କରିବାକୁ ଯାଇ ବୁଡିଗଲେ ୬ ଯୁବତୀ

ଜଗତ୍‌ସିଂହପୁର ଅଫିସ,୮।୯: ଜଗତ୍‌ସିଂହପୁର ଜିଲା ସ୍ଥାନୀୟ ପାଟେଣୀ ଗାଁ ପୋଖରୀରେ ବୁଡି ରବିବାର ୬ ଯୁବତୀ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଶୁଭସ୍ମିତା ସାହୁ(୧୭), ବିଦୁସ୍ମିତା ସାହୁ(୧୨), ଲିପ୍ସାରାଣୀ ସାହୁ(୧୭), ଲକ୍ଷ୍ମୀପ୍ରିୟା ସାହୁ(୧୭), ମଧୁସ୍ମିତା ସାହୁ(୧୭) ଓ ଶୁଭସ୍ମିତା ରାଉତ(୨୩) ।
ସୂଚନାଅନୁଯାୟୀ, ଖୁଦୁରୁକୁଣୀ ଶେଷ ପାଳିରେ ସମସ୍ତେ ପୋଖରୀକୁ ବାଲୁକା କରିବାକୁ ଯାଇଥିଲେ। ଏହି ସମୟରେ ଅସାବଧାନତା ଯୋଗୁ ବିଦୁସ୍ମିତା ପ୍ରଥମେ ବୁଡ଼ିଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ଜଣକ ପରେ ଜଣେ ବୁଡିଯାଇଥିଲେ। ପରେ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେମାନେ ବର୍ତ୍ତମାନ ସୁସ୍ଥଥିବା ଜଣାପଡ଼ିଛି।


All Right Reserved By

ନିମ୍ନମାନର ମଧ୍ୟାହ୍ନଭୋଜନ: ଖାଉନାହାନ୍ତି ଛାତ୍ରୀ

କବିସୂର୍ଯ୍ୟନଗର,୧୧ା୯- କବିସୂର୍ଯ୍ୟନଗର ବାଳିକା ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସରକାର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇଦେଉଥିବାବେଳେ ଏଠାରେ ଛାତ୍ରୀମାନେ ଘରୁ ଆଣି...

ବାପାଙ୍କ ମୃତଦେହକୁ ବାଇକ୍‌ରେ ନେଲେ ପୁଅ

ନବରଙ୍ଗପୁର/ଉମରକୋଟ,୧୭-୯(ବି.ପ୍ର./ଡି.ଏନ.ଏ):ଦେଶୀ ଚିକିତ୍ସା ପାଇଁ ବାପାଙ୍କୁ ଆଣିଥିବା ବେଳେ ମୃତ୍ୟୁ ଘଟିଥିଲା। ବାପାର ମୃତଦେହକୁ ଏକ କାଠପଟାରେ ବାନ୍ଧି ବାଇକରେ ପୁଅ ଘରକୁ ଆଣୁଥିଲେ। ଦୀର୍ଘ ୨୨...

ବର୍ଷାରେ ରାସ୍ତା ଧୋଇଗଲା

ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବେରୁଆଁପାଳ-ତର୍କାବେଡା ଗ୍ରାମ ରାସ୍ତା ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଅଞ୍ଚଳବାସୀ ଗମନାଗମନରେ ନାହିଁ ନ ଥିବା...

ହଜ୍‌ ଯାତ୍ରୀଙ୍କୁ ତାଲିମ

ଭଦ୍ରକ ଅଫିସ,୧୬ା୬ : ଭଦ୍ରକ ଜିଲା ପୁରୁଣା ବଜାର ମଲିକ ମଇଦାନଠାରେ ହଜ୍‌ କରିବାକୁ ଯିବାକୁ ଥିବା ଲୋକଙ୍କୁ ତାଲିମ ପ୍ରଦାନ କରାଯାଉଛି l ଭଦ୍ରକ...

ୱାର୍ଡ଼ ବୁଲି ସମସ୍ୟା ବୁଝିଲେ ବିଧାୟକ

ବାଲେଶ୍ୱର ଅଫିସ,୨୨।୬-ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତ ଗୁରୁବାର ସନ୍ଧ୍ୟାରେ ପୌରାଞ୍ଚଳର ୫ ଓ ୭ନମ୍ବର ୱାର୍ଡ଼ ପରିଦର୍ଶନ କରିଥିଲେ। ଉକ୍ତ ୱାର୍ଡ଼ଗୁଡିକରେ ଥିବା ପାନୀୟଜଳ,...

ଶିଖାଇଲେ, ନିଜେ ଶିଖିଲେନି : ୩୫ ପ୍ରତିଶତ ପୋଷ୍ଟାଲ ଭୋଟ ନାକଚ

ଭଦ୍ରକ ଅଫିସ, ୨।୬ – ପ୍ରତି ନିର୍ବାଚନରେ ପୋଷ୍ଟାଲ ଭୋଟକୁ ଅଧିକ ଗୁରୁତ୍ୱ ଦିଆଯାଇଥାଏ। ଚଳିତ ସାଧାରଣ ନିର୍ବାଚନରେ ଭଦ୍ରକ ଜିଲାର ସଂସଦୀୟ କ୍ଷେତ୍ରରେ ୩୫...

୬ଟି ଗାଁକୁ ନିର୍ମାଣ ହେବ ରାସ୍ତା

ଦଶମନ୍ତପୁର, ୬ା୮(ଡି.ଏନ.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ବ୍ଲକ । ବଣ, ପାହାଡ, ପର୍ବତଘେରରେ ରହିଥିବା ବ୍ଲକର ଅନେକଗୁଡିଏ ଦୁର୍ଗମ ଅଞ୍ଚଳକୁ...

କଲେଜ ବସ ଧକ୍କାରେ ଯୁବକଙ୍କ ଜୀବନଗଲା

କୋରାପୁଟ,୧।୮(ସ୍ବ.ପ୍ର.) : କୋରାପୁଟ – ଜୟପୁର ରାସ୍ତାର ଆଇଆରବି ବାଟାଲିୟନ ନିକଟରେ ଗୁରୁବାର ମଧ୍ୟାହ୍ନରେ ଏକ ବସ ଜଣେ ଯୁବକଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *