ବୋଲ ମାନୁନି କରୋନା: ଆଜି ବି ୮ହଜାର ପାର୍‌ କଲା ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ ୧,୨୭୫

ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୦୧୫ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫୬୮ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୪୪୭ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୬୨,୬୨୨ରେ ପହଞ୍ଚିଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୨୭୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫୨୫, ବାଲେଶ୍ୱରରୁ ୧୦୦, ବରଗଡ଼ରୁ ୩୯୦, ଭଦ୍ରକରୁ ୧୪୫, ବଲାଙ୍ଗୀରରୁ ୧୯୮, ବୌଦ୍ଧରୁ ୧୦୩, କଟକରୁ ୪୮୨, ଦେବଗଡ଼ରୁ ୧୦୧, ଢ଼େଙ୍କାନାଳରୁ ୮୬, ଗଜପତିରୁ ୧୨୦, ଗଞ୍ଜାମରୁ ୧୬୯, ଜଗତସିଂହପୁରରୁ ୧୪୯, ଯାଜପୁରରୁ ୧୯୪, ଝାରସୁଗୁଡ଼ାରୁ ୩୮୬, କଳାହାଣ୍ଡିରୁ ୧୭୪, କନ୍ଧମାଳରୁ ୬୧, କେନ୍ଦ୍ରାପଡ଼ାରୁ ୭୦, କେନ୍ଦୁଝରରୁ ୭୫,କୋରାପୁଟରୁ ୧୨୭, ମାଲକାନଗିରିରୁ ୩୬, ମୟୂରଭଞ୍ଜରୁ ୧୯୯, ନବରଙ୍ଗପୁରରୁ ୩୨୦, ନୟାଗଡ଼ରୁ ୧୮୭, ନୂଆପଡ଼ାରୁ ୨୬୪, ପୁରୀରୁ ୩୦୬, ରାୟଗଡ଼ାରୁ ୧୫୪, ସମ୍ବଲପୁରରୁ ୪୪୧, ସୋନପୁରରୁ ୨୦୭, ସୁନ୍ଦରଗଡ଼ରୁ ୭୩୫ ଏବଂ ଷ୍ଟେଟ୍‌ ପୁଲରୁ ୨୩୬ଜଣ ଅଛନ୍ତି। ତେବେ ପଜିଟିଭ୍‌ଙ୍କ ମଧ୍ୟରୁ ୩,୯୧,୦୪୮ଜଣ ସୁସ୍ଥ ହୋଇଥିବା ବେଳେ ଏବେ ରାଜ୍ୟରେ ୬,୯୪,୫୩ ଆକ୍ଟିଭ୍‌ କେସ୍‌ ରହିଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?