ଉପରମୁହାଁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୦୪ ଆକ୍ରାନ୍ତ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ଉପରମୁହାଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୭୧ଜଣ ଥିବା ବେଳେ ୩୩୩ ଲୋକାଲ କେସ୍‌ ରହିଛି । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୧ ଆକ୍ରାନ୍ତ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୬,୧୩୨କୁ ବୃଦ୍ଧି ପାଇଛି। ଏନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି ।

ତେବେ ୨୬ ଜିଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୦୭ ଜଣ, କଟକରୁ ୧୧୯ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ, ସମ୍ବଲପୁରରୁ ୩୦ ଜଣ, ମୟୂରଭଞ୍ଜ ଓ ପୁରୀ ଜିଲାରୁ ୨୮ ଜଣ ଲେଖାଏ, ନୟାଗଡ଼ରୁ ୧୭ ଜଣ, ଜଗତସିଂହପୁରରୁ ୧୮ ଜଣ, ବାଲେଶ୍ବରରୁ ୧୧ ଜଣ, ଭଦ୍ରକ, ଝାରସୁଗୁଡ଼ା, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ୯ ଜଣ ଲେଖାଏ, କଳାହାଣ୍ଡିରୁ ୮ ଜଣ, ବଲାଙ୍ଗୀର, ଗଜପତି ଓ କେନ୍ଦୁଝର ଜିଲାରୁ ୫ ଜଣ ଲେଖାଏ, ଅନୁଗୁଳରୁ ୩ ଜଣ, ବୌଦ୍ଧ ଓ ରାୟଗଡ଼ା ଜିଲାରୁ ୨ ଜଣ ଲେଖାଏ, ବରଗଡ଼, ଦେବଗଡ଼, କନ୍ଧମାଳ ଓ ମାଲକାନଗିରି ଜିଲାରୁ ଜଣେ ଲେଖାଏ ଏବଂ ଷ୍ଟେଟ ପୁଲ୍‌ରୁ ୭୧ ଜଣ ଆକ୍ରାନ୍ତ ରହିଛନ୍ତି।

କହିରଖୁଛୁ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୨,୯୬,୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪,୨୬୨ ଟି ଆକ୍ଟିଭ କେସ ରହିଥିବା ବେଳେ ୧୨,୮୨,୬୯୦ ଜଣ ସୁସ୍ଥ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri