ଉପରମୁହାଁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୦୪ ଆକ୍ରାନ୍ତ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ଉପରମୁହାଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୭୧ଜଣ ଥିବା ବେଳେ ୩୩୩ ଲୋକାଲ କେସ୍‌ ରହିଛି । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୧ ଆକ୍ରାନ୍ତ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୬,୧୩୨କୁ ବୃଦ୍ଧି ପାଇଛି। ଏନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି ।

ତେବେ ୨୬ ଜିଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୦୭ ଜଣ, କଟକରୁ ୧୧୯ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ, ସମ୍ବଲପୁରରୁ ୩୦ ଜଣ, ମୟୂରଭଞ୍ଜ ଓ ପୁରୀ ଜିଲାରୁ ୨୮ ଜଣ ଲେଖାଏ, ନୟାଗଡ଼ରୁ ୧୭ ଜଣ, ଜଗତସିଂହପୁରରୁ ୧୮ ଜଣ, ବାଲେଶ୍ବରରୁ ୧୧ ଜଣ, ଭଦ୍ରକ, ଝାରସୁଗୁଡ଼ା, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ୯ ଜଣ ଲେଖାଏ, କଳାହାଣ୍ଡିରୁ ୮ ଜଣ, ବଲାଙ୍ଗୀର, ଗଜପତି ଓ କେନ୍ଦୁଝର ଜିଲାରୁ ୫ ଜଣ ଲେଖାଏ, ଅନୁଗୁଳରୁ ୩ ଜଣ, ବୌଦ୍ଧ ଓ ରାୟଗଡ଼ା ଜିଲାରୁ ୨ ଜଣ ଲେଖାଏ, ବରଗଡ଼, ଦେବଗଡ଼, କନ୍ଧମାଳ ଓ ମାଲକାନଗିରି ଜିଲାରୁ ଜଣେ ଲେଖାଏ ଏବଂ ଷ୍ଟେଟ ପୁଲ୍‌ରୁ ୭୧ ଜଣ ଆକ୍ରାନ୍ତ ରହିଛନ୍ତି।

କହିରଖୁଛୁ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୨,୯୬,୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪,୨୬୨ ଟି ଆକ୍ଟିଭ କେସ ରହିଥିବା ବେଳେ ୧୨,୮୨,୬୯୦ ଜଣ ସୁସ୍ଥ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ନେଉନାହାନ୍ତି ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର, ୩୦।୧(ବ୍ୟୁରୋ): ରାଜ୍ୟରେ ଗତ ୧୬ ତାରିଖରୁ କରୋନା ଟିକାକରଣ ଜାରି ରହିଛି। ବର୍ତ୍ତମାନ କେବଳ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯାଉଛି। କେତେକ ଜିଲାରେ ଟିକାକରଣର ହାର...

ନନ୍ଦିଘୋଷ ରଥରେ ଚଢ଼ିଲେ ଅଣସେବକ

ପୁରୀ ଅଫିସ, ୧୬।୭: ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ଲାଗି କେତେକ କଟକଣା ଜାରି କରିଥିଲା। ହେଲେ ଏହାକୁ ଅନେକେ ମାନି...

ପାଚେରି ଭୁଶୁଡ଼ି ୪ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା:ଆପରାଧିକ ମାମଲା ରୁଜୁକଲା ପୋଲିସ

ଢେଙ୍କାନାଳ ଅଫିସ,୧୧ା୬ଢେଙ୍କାନାଳ ସହରର ଅଳସୁଆ ହାଟରେ ରବିବାର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡି ୪ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ୫ଜଣ...

ଶେଷ ହେଲା ଶ୍ରୀଜୀଉଙ୍କ ଅଧରପଣା

ପୁରୀ ଅଫିସ,୨୨।୭: ବିଶ୍ୱବାସୀଙ୍କୁ ବୁଧବାର ତିନି ଠାକୁର ସୁନାବେଶ ଦର୍ଶନ ଦେଇଥିଲେ। ଗୁରୁବାର ରଥ ଉପରେ ଶେଷ ହୋଇଛି ଶ୍ରୀଜୀଉଙ୍କ ଅଧରପଣା ନୀତି। ବାହୁଡ଼ା ଓ...

ବିଜେପୁର ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଶେଷ, ମନମୋହିଲା ଚିୟର୍‌ ଗାର୍ଲଙ୍କ ନୃତ୍ୟ

ବିଜେପୁର,୧୭।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଉପ ନିର୍ବାଚନ ପ୍ରଚାରର ଶେଷ ସ୍ପର୍ଶ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁବାର ଲାଉମୁଣ୍ଡା ଷ୍ଟାଡିୟମରେ...

ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ: ମୁଖ୍ୟମନ୍ତ୍ରୀଙ୍କ ଶୋକ

କେସିଙ୍ଗା,୨୪।୭(ଡି.ଏନ୍‌.ଏ.): କଳାହାଣ୍ଡିର ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକଙ୍କ ରବିବାର ପରଲୋକ ହୋଇଛି । ସକାଳେ ଭବାନୀପାଟଣା ମେଡିକାଲରେ ତାଙ୍କର ହୃଦଘାତରେ ଦେହାନ୍ତ ହୋଇଛି ।...

ସ୍ଥିତି ନିୟନ୍ତ୍ରଣାଧୀନ, ଭୟଭୀତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତିର ସମୀକ୍ଷା କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ତେଣୁ...

ମନ ମୋହୁଛି ଫୁଲର ସମ୍ଭାର

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଲୋକଙ୍କ ମଧ୍ୟରେ ଫୁଲଚାଷ ପ୍ରତି ଆଗ୍ରହ ସୃଷ୍ଟି ସହ ରାଜଧାନୀକୁ ଆହୁରି ସୌନ୍ଦର୍ଯ୍ୟମୟ କରିବା ଉଦ୍ଦେଶ୍ୟ ନେଇ ଶନିବାରଠାରୁ ‘ବାର୍ଷିକ ପୁଷ୍ପ ପ୍ରଦର୍ଶନୀ’...

Advertisement
Archives

Model This Week