Posted inଜାତୀୟ

କେରନ୍‌ ସେକ୍ଟରରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ସୈନ୍ୟଙ୍କ ଭିଡ଼ିଓ ଜାରି

ଶ୍ରୀନଗର,୯।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି କରିବାକୁ ଉଦ୍ୟମ କରିଥିଲା। ଏହି ସମୟରେ ପାକିସ୍ତାନ ସୈନ୍ୟ ବିଭାଗ ନିର୍ଦ୍ଦେଶରେ କିଛି ସୈନ୍ୟ ଆତଙ୍କବାଦୀଙ୍କ ସହିତ ଭାରତରେ ଅନୁପ୍ରବେଶ ଉଦ୍ୟମ କରିଥିଲେ। ତେବେ ଏହା ସଫଳ ହୋଇ ପାରି ନ ଥିଲା। ଭାରତୀୟ ସେନାଙ୍କ ଗୁଳିମାଡ଼ରେ ପାକିସ୍ତାନୀ ସୈନ୍ୟଙ୍କ ମୃତ୍ୟୁ ଘଟିଥିଲା। ମାସେ ତଳେ ଅଗଷ୍ଟ ୩ରେ କେରନ୍‌ ସେକ୍ଟରରେ ହୋଇଥିବା ଏହି ଅନୁପ୍ରବେଶ ଘଟଣାର ଭିଡ଼ିଓ ଏବେ ଜାରି ହୋଇଛି। ଏହା ଦ୍ୱାରା ପାକିସ୍ତାନର ଅସଲ ରୂପର ପର୍ଦ୍ଦାଫାଶ୍‌ ହୋଇଛି। ଏହାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି।


All Right Reserved By Dharitri.Com

ଦିଲ୍ଲୀରେ ଘନ ଧୂଆଁ ଚାଦର: ୩୨ ବିମାନର ଗତିପଥରେ ପରିବର୍ତ୍ତନ

ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀରେ ସୃଷ୍ଟି ହୋଇଥିବା ଘନ ଧୂଆଁ ଚାଦର ଯୋଗୁ ବିମାନ ଚଳାଚଳରେ ବାଧା ସୃଷ୍ଟି ହୋଇଛି। ରବିବାର ଦିଲ୍ଲୀ ଅଭିମୁଖେ ଆସୁଥିବା ୩୨ଟି...

ରାୟବରେଲୀରେ ସୋନିଆ ପଛରେ

ନୂଆଦିଲ୍ଲୀ,୨୩।୫: ରାୟବରେଲୀ ଲୋକ ସଭା ଆସନରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛରେ ଚାଲିଛନ୍ତି। ସେହିପର ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଛୁଆ ଥିବା ପ୍ରଥମ...

ପୀଡ଼ିତାଙ୍କୁ ୨୦୦ ଥର ଫୋନ କରିଥିଲେ ଚିନ୍ମୟାନନ୍ଦ

ଶାହଜାହାନପୁର,୨୧ା୯: ଆଇନ ଛାତ୍ରୀଙ୍କ ସହ ଫୋନ୍‌ରେ କଥା ହୋଇଥିବା ଓ ଚାଟିଂ କରିଥିବା ଭାଜପା ନେତା ଚିନ୍ମୟାନନ୍ଦ ଗିରଫ ହେବା ପରେ ସ୍ବୀକାର କରିଛନ୍ତି। ଏଭଳି...

ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀର ପ୍ରତି ବସ୍‌ରେ ମଙ୍ଗଳବାରଠାରୁ ନିଯୁକ୍ତ ହେବେ ମାର୍ଶଲ

ନୂଆଦିଲ୍ଲୀ,୨୮।୧୦: ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ଦିଲ୍ଲୀର ପ୍ରତି ବସ୍‌ରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାର୍ଶଲ ନିଯୁକ୍ତ କରିଛନ୍ତି। ମଙ୍ଗଳବାରଠାରୁ...

କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ହେବାକୁ ସୋନିଆ ମନାକଲେ

ନୂଆଦିଲ୍ଲୀ,୧୨।୭:ଲୋକ ସଭା ନିର୍ବାଚନରେ ପରାଜୟ ପାଇଁ ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ କେତେଜଣ ବରିଷ୍ଠ ନେତା...

ମୋଦି-ବୋରିସ୍‌ ଆଲୋଚନା

ନୂଆଦିଲ୍ଲୀ,୨୧ା୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ବ୍ରିଟିଶ ପ୍ରତିପକ୍ଷ ବୋରିସ୍‌ ଜନ୍‌ସନଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି। ଏହି ଅବସରରେ ସେ ବ୍ରିଟେନରେ ଥିତ୍ବା...

ଏଠାରେ ବିନା ଶୁଣ୍ଢରେ ପୂଜା ପାଆନ୍ତି ଗଣେଶ

ଭାରତ ବର୍ଷରେ ପ୍ରଭୁ ଗଣେଶଙ୍କ ବହୁ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ତେବେ ଶୁଣ୍ଢ ଭଗବାନ ଗଜାନନଙ୍କ ପରିଚୟ...

କେଜରିଓ୍ବାଲଙ୍କ ଫ୍ରି ଓ୍ବାଇଫାଇ ଯୋଜନା: ମାସକୁ ମିଳିବ ମାଗଣା ୧୫ ଜିବି ଡାଟା

ନୂଆଦିଲ୍ଲୀ,୪।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ହାତମୁଠାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟାଣ କରିବାର ପ୍ରୟାସ କରିଛନ୍ତି। ସେ ବୁଧବାର ଫ୍ରି...

Leave a comment

Your email address will not be published. Required fields are marked *