ସରକାରୀ ନିର୍ଦ୍ଦେଶକୁ ଫୁ: ଗଢ଼ିଉଠିଛି ଶତାଧିକ ଇଟାଭାଟି

ଆଳି,୩୦ା୩ (ବନମାଳୀ ସେନାପତି): ସମସ୍ତ ପ୍ରକାର ସରକାରୀ ନିର୍ଦ୍ଦେଶନାମାକୁ ବେଖାତିର କରି ଆଳି ଅଞ୍ଚଳର ବିଭିନ୍ନ ନଦୀ କୂଳବର୍ତ୍ତୀ ସ୍ଥାନ ଓ ରାସ୍ତାର ଦୁଇପାର୍ଶ୍ୱରେ ମାଲିକମାନେ ଇଟାଭାଟିମାନ ଗଢ଼ିଚାଲିଛନ୍ତି। ଏକ ସମୟରେ ଶତାଧିକ ଇଟାଭାଟିରେ ଅଗ୍ନି ସଂଯୋଗ ଯୋଗୁ ନିକଟରେ...

ଟିପିସିଓଡିଏଲ୍‌ ପାଳିଲା ଆର୍ଥ ଆଓ୍ବାର

ଭୁବନେଶ୍ୱର,୩୦।୩: ପ୍ରତିବର୍ଷ ଭଳି ଚଳିତ ମଧ୍ୟ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ପକ୍ଷରୁ ନିକଟରେ ଆର୍ଥ ଆଓ୍ବାର ପାଳିତ ହୋଇଯାଇଛି। ବିଶେଷକରି ପରିବେଶ ଅବକ୍ଷୟ ଏବଂ ଜଳବାୟୁ ପରିବର୍ତ୍ତନ ରୋକିବା ପାଇଁ ଜରୁରୀ ପଦକ୍ଷେପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆର୍ଥ...

୪ ଟ୍ରିଲିୟନ ଉପରେ ଜିଇଏମ୍‌ କାରବାର

ଭୁବନେଶ୍ୱର,୩୦।୩: ପ୍ରତିବର୍ଷ ଭଳି ଚଳିତ ମଧ୍ୟ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ପକ୍ଷରୁ ନିକଟରେ ଆର୍ଥ ଆଓ୍ବାର ପାଳିତ ହୋଇଯାଇଛି। ବିଶେଷକରି ପରିବେଶ ଅବକ୍ଷୟ ଏବଂ ଜଳବାୟୁ ପରିବର୍ତ୍ତନ ରୋକିବା ପାଇଁ ଜରୁରୀ ପଦକ୍ଷେପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆର୍ଥ...

ଭାରତୀୟ ନାବିକଙ୍କୁ ନେଇ ବର୍ଣ୍ଣବିଦ୍ୱେଷୀ କାର୍ଟୁନ

ବଲ୍ଟିମୋର,୩୦।୩: ଆମେରିକାର ମେରିଲାଣ୍ଡସ୍ଥିତ ବଲ୍ଟିମୋରରେ ମଙ୍ଗଳବାର ମଧ୍ୟରାତ୍ରରେ କଣ୍ଟେନର ବୋଝେଇ ଜାହାଜ ‘ଡାଲି’ ଧକ୍କା ଦେବାରୁ ଫ୍ରାନ୍ସିସ୍‌ ସ୍କଟ୍‌ କି ବ୍ରିଜ୍‌ ଭୁଶୁଡ଼ି ପଡ଼ିଥିଲା। ଫଳରେ ବ୍ରିଜ୍‌ ଉପରେ ମରାମତି କରୁଥିବା ୬ ନିର୍ମାଣ ଶ୍ରମିକ ପାଟାପ୍‌ସ୍କେ ନଦୀକୁ ଖସି...

କଂଗ୍ରେସ ନେତାଙ୍କ ଭରସା ପାଉନି

ଚଣ୍ଡିଖୋଲ,୩୦ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ଏକ ପ୍ରମୁଖ ନିବାଚନମଣ୍ଡଳୀ ଭାବେ ବଡ଼ଚଣା ବିଧାନସଭା କ୍ଷେତ୍ର ପରିଗଣିତ। ଯାଜପୁର ଜିଲାର ପ୍ରବେଶ ଦ୍ୱାର ଭାବରେ ସଦାସର୍ବଦା ଏହା ଚର୍ଚ୍ଚାରେ ଥାଏ। ତେବେ ୨୦୨୪ ନିର୍ବାଚନରେ କାହାକୁ ଦଳ ପକ୍ଷରୁ ପ୍ରାର୍ଥୀ...

ବ୍ୟଭିଚାରିଣୀଙ୍କୁ ପଥର ଫିଙ୍ଗି ମାରିଦିଆଯିବ: ତାଲିବାନ୍‌

କାବୁଲ,୩୦।୩: ଆଫଗାନିସ୍ତାନୀ ଯୁବତୀମାନଙ୍କୁ ଶିକ୍ଷାରୁ ବଞ୍ଚତ୍ତ କରିବା ପରେ ତାଲିବାନ ଏବେ ବ୍ୟଭିଚାରରେ ସମ୍ପୃକ୍ତ ମହିଳାଙ୍କ ପାଇଁ କଠୋର ଦଣ୍ଡ ଘୋଷଣା କରିଛି। ବ୍ୟଭିଚାରିଣୀଙ୍କୁ ସର୍ବସମ୍ମୁଖରେ ଚାବୁକ ମାଡ଼ କରାଯିବା ସହ ପଥର ଫିଙ୍ଗି ମାରିଦିଆଯିବ ବୋଲି ତାଲିବାନ ସୁପ୍ରିମୋ ମୁଲ୍ଲା...

ମନମୋହନଙ୍କୁ ନେଇ ଚର୍ଚ୍ଚା

ବନ୍ତ,୩୦।୩ (ହରିନାରାୟଣ ମହାନ୍ତି): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ପ୍ରାର୍ଥୀ ହେବା ନେଇ କର୍ମୀ ମହଲରେ ଚର୍ଚ୍ଚା ହେଉଛି। ୨୦୧୯ ନିର୍ବାଚନରେ ଭଣ୍ଡାରିପୋଖରୀରୁ ବିଜେଡି ପ୍ରାର୍ଥୀ ହୋଇ ବିଧାୟକ ହୋଇଥିବା ପ୍ରଫୁଲ୍ଲ...

ମୁଖ୍‌ତାରଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ

ବାନ୍ଦା/ଲକ୍ଷ୍ନୌ,୩୦ା୩: ୧୯୬୩ ମାର୍ଚ୍ଚ ୨୮ରେ ଉତ୍ତର ପ୍ରଦେଶସ୍ଥିତ ଗାଜିପୁରର ଏକ ରାଜନୈତିକ ପରିବାରରେ ଜନ୍ମିତ ମୁଖ୍‌ତାର ଅନ୍‌ସାରୀଙ୍କ ଗୁରୁବାର ସନ୍ଦେହଜନକ ମୃତ୍ୟୁକୁ ନେଇ ଅନେକ ପ୍ରଶ୍ନ ଉଠିବାରେ ଲାଗିଛି। ଗ୍ୟାଙ୍ଗ୍‌ଷ୍ଟରରୁ ରାଜନେତା ପାଲଟିଥିବା ମୁଖ୍‌ତାରଙ୍କୁ ଜେଲରେ ବିଷ ଦେଇ ହତ୍ୟା କରାଯାଇଥିବା...

ବିଜେଡି ନ ଛାଡ଼ିବାକୁ ଧମକ ଦିଆଯାଉଛି: ପ୍ରଦୀପ

ଛତ୍ରପୁର,୩୦ା୩(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମର ବିଭିନ୍ନ ନିର୍ବାଚନ ମଣ୍ଡଳୀର ନେତା, କର୍ମୀ ଓ ଠିକାଦାରମାନଙ୍କୁ ଭାଜପାରେ ନ ମିଶି ବିଜେଡିରେ ରହିବାକୁ ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜି ଧମକ ଦେଉଛନ୍ତି ବୋଲି ଅଭିଯୋଗ କରିଛନ୍ତି ବ୍ରହ୍ମପୁର ଭାଜପା ଏମପି ପ୍ରାର୍ଥୀ ଡ....

ପଦ୍ମ ଧରିପାରନ୍ତି ଆକାଶ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ କୋରେଇ, ବରୀ ଓ ବଡ଼ଚଣା ଆସନ ନିମନ୍ତେ ବିଜେଡି ପ୍ରଥମ ପର୍ଯ୍ୟାୟରେ ପ୍ରାର୍ଥୀ ଘୋଷଣା କରି ନ ଥିବାରୁ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। କାହାକୁ...

ବବିଙ୍କ ସମ୍ମୁଖରେ ଟିକେଟ ଦାବିକଲେ ରାସେଶ୍ୱରୀଙ୍କ ସମର୍ଥକ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ୨୦୨୪ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନ ପାଇଁ ବିଜେଡି ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ପ୍ରଥମେ ଭାଜପା ଧର୍ମେନ୍ଦ୍ର ପ୍ରଧାନଙ୍କ ନାମ ଘୋଷଣା କରିବା ପରେ ବିଜେଡି ପ୍ରାର୍ଥୀ ଭାବେ ଦଳର ସାଙ୍ଗଠନିକ...

ପରିଚୟ ସୃଷ୍ଟି କରିବାକୁ ଲାଗେ ସମୟ

ଅଭିନେତ୍ରୀ କ୍ରିତି ସାନନ ଅଭିନୟ ସହ ଖୋଲାଖୋଲି ମନ୍ତବ୍ୟ ପାଇଁ ବେଶ୍‌ ଜଣାଶୁଣା। ନିକଟରେ ସେ ତାଙ୍କ ଫିଲ୍ମ ‘ଦି କ୍ରୁ’ ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନେତ୍ରୀ କରୀନା କପୁର ଏବଂ ତବୁ ପ୍ରମୁଖ...

ଭୁବନେଶ୍ୱରର ୩ ବିଧାନସଭା ଆସନକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୩୦।୩ (ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭୁବନେଶ୍ୱରର ୩ ବିଧାନସଭା ଆସନକୁ ନେଇ ଏବେଠାରୁ ଚର୍ଚ୍ଚା ଜୋର୍‌ ଧରିଲାଣି। ନିକଟରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିଥିବା ବେଳେ ଶାସକ...

ଶିଶୁକନ୍ୟାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

ମୋହନା,୩୦୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ୩ ବର୍ଷୀୟା ଏକ ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ମୋହନା ଥାନା ଅଞ୍ଚଳର ବଳରାମ ନାୟକ(୫୫)। ଗୁରୁବାର...

ବିଦ୍ୟୁତ୍‌ ଖୁଣ୍ଟ ଉପରେ ଚଢ଼ିଗଲା ଅଟୋ

ବୈଶିଙ୍ଗା,୩୦ା୩(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ରୁପ୍‌ସା-ବୈଶିଙ୍ଗା ରାସ୍ତାର ବଙ୍ଗାଳିଡାହି ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଅଟୋ ଭାରସାମ୍ୟ ହରାଇ ବିଦ୍ୟୁତ୍‌ ଖୁଣ୍ଟ ଉପରେ ଚଢ଼ିଯାଇଛି। ପିଞ୍ଛାବଣିଆ ହୋଲି ମେଳାରୁ ୪ ଜଣ ଯାତ୍ରୀଙ୍କୁ ନେଇ...

୭୦ ହଜାର ମୁହାଁ ସୁନା ଦର

ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା): ଦିନକୁ ଦିନ ସୁନାଦର ବଢ଼ିବାରେ ଲାଗିଛି। ଚଳିତ ମାସରେ ଭାରତୀୟ ବଜାରରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪ରୁ ୫ ହଜାର ଟଙ୍କା ବୃଦ୍ଧି ପାଇଛି। ଭୁବନେଶ୍ୱରରେ ମାର୍ଚ୍ଚ ପହିଲାରେ ୨୨ କ୍ୟାରେଟ୍‌ ସୁନାଦର ୧୦ଗ୍ରାମ୍‌ ପିଛା...

ଓଡ଼ିଆ ଭାଷାରେ ଆଇପିଏଲ୍‌ କମେଣ୍ଟ୍ରି ବନ୍ଦ

ଭୁବନେଶ୍ୱର,୩୦।୩(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଭାଷାକୁ ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ଯେତିକି ଗୁରୁତ୍ୱ ମିଳିବା କଥା ସେତିକି ମିଳୁନାହିଁ। ଭାଷାର ବ୍ୟବହାର କମୁଛି। ଓଡ଼ିଶାର କିଛି ବି ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚତ୍ଗଲେ ସମସ୍ତେ ସିନା ଖୁସି ହୋଇ ଗର୍ବର କଥା...

ଏଏପି ମହାରାଲିରେ ଯୋଗଦେବେ ରାହୁଲ, ଖାର୍ଗେ, ପାଓ୍ବାର, ଅଖିଳେଶ

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ପ୍ରତିବାଦରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆସନ୍ତା ରବିବାର ରାମଲୀଳା ମଇଦାନରେ ମହାରାଲିର ଆୟୋଜନ କରୁଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଶରଦ ପାଓ୍ବାର,...

ରାହୁଲଙ୍କ ପ୍ରତିଶ୍ରୁତି: କ୍ଷମତାକୁ ଆସିଲେ ନିଯୁକ୍ତିରେ ମହିଳାଙ୍କୁ ୫୦% ସଂରକ୍ଷଣ ଦେବୁ

ନୂଆଦିଲ୍ଲୀ,୨୯।୩: ଆଗାମୀ ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଆସିଲେ ସରକାରୀ ନିଯୁକ୍ତିରେ ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରାଯିବ ବୋଲି ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରତିଶ୍ରୁତି ଦେଇଛନ୍ତି। ମହିଳା ସଶକ୍ତ ହେଲେ ଭାରତର ଭାଗ୍ୟ...

ଓଡ଼ିଶା: ଆଜିର ଫଟୋ (୨୯ ମାର୍ଚ୍ଚ, ୨୦୨୪)

ରସୁଲଗଡ ଗ୍ରାମ ଦୋଳ ମେଳଣ ରେ ଏକାଠି ହୋଇଥିବା ବିମାନ ଓ ଭିଙ୍ଗାରପୁର କଳାକାର ଙ୍କ ଦ୍ୱାରା ଲଉଡ଼ି ଖେଳ ଭୁବନେଶ୍ୱର ସତ୍ୟନଗର ଚର୍ଚ୍ଚ ଠାରେ ଗୂଡ଼ଫ୍ରାଇଡେ ପାଳନ ହୋଇଯାଇଛି