ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ଅସନ୍ତୁଷ୍ଟ ଛାତ୍ରୀଛାତ୍ର ୨୪ରୁ କରିପାରିବେ ମୂଲ୍ୟାୟନ ଯାଞ୍ଚ ଆବେଦନ

କଟକ ଅଫିସ,୨୧।୫: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ସକାଳ ୯ ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି। ତେବେ ଏହି ରେଜଲ୍ଟରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ମୂଲ୍ୟାୟନ ଯାଞ୍ଚ କରିବା ପାଇଁ ଆସନ୍ତା ୨୪ ତାରିିଖରୁ ଆବେଦନ କରିପାରିବେ। ୧୦ ଦିନ ପାଇଁ ଅନ୍‌ଲାଇନ ଯୋଗେ ଏହି ଆବେଦନ କରାଯିବ। ତେବେ ମଧ୍ୟମା ପାଇଁ ଆସନ୍ତା ୨୪ରୁ ଛାତ୍ରୀଛାତ୍ର ଅଫ୍‌ଲାଇନ ଯୋଗେ ଆବେଦନ କରିପାରିବେ। ଜୁନ୍‌ ଶେଷ ସପ୍ତାହରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା କରାଯିବ। ଏ ନେଇ ବୋର୍ଡ ସଭାପତି ଜାହାନ ଆରା ବେଗମ ସୂଚନା ଦେଇଛନ୍ତି।


All Right Reserved By

ନକଲି ଦେଶୀ ମଦ ସହ ଅଟୋ ଜବତ ବାପ,ପୁଅଙ୍କ ସମେତ ୩ ଗିରଫ

ପୁରୁଷୋତ୍ତମପୁର,୨ା୮(ଡି.ଏନ୍‌.ଏ.)-ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଗୁରୁବାର ଅପରାହ୍ନରେ ଧୋବାଡି ପାଟପୁର-ବାଳକୃଷ୍ଣପୁର ରାସ୍ତାରୁ ମଦ ବୋଝେଇ ଏକ ଅଟୋ (ନଂ.ଓଡି ୦୭ ଏସ ୨୮୧୨)କୁ ଜବତ କରିଛି। ଏଥିରୁ...

ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ

ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍‌) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ...

ମନଇଚ୍ଛା ଫି’ ବୃଦ୍ଧି: ୩ ସ୍କୁଲକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୩୦।୫(ବ୍ୟୁରୋ): ରାଜ୍ୟ ସରକାର ପୁଣି ୩ ସ୍କୁଲକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି। ମନଇଚ୍ଛା ଫି’ ବୃଦ୍ଧିକୁ ନେଇ ବକ୍ସି ଜଗବନ୍ଧୁ ଇଂରାଜୀ ବିଦ୍ୟାଳୟ,...

ବିଧାନ ସଭାରେ ସଦସ୍ୟଙ୍କୁ ସିଟ୍‌ ଆବଣ୍ଟନ

ଭୁବନେଶ୍ୱର,(ବ୍ୟୁରୋ)୨୫।୬: ଷୋଡ଼ଶ ବିଧାନ ସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଅଧିବେଶନ ପୂର୍ବରୁ ବିଧାନସଭା ସଚିବାଳୟ ପକ୍ଷରୁ ନବନିର୍ବାଚିତ ବିଧାୟକମାନଙ୍କୁ ସିଟ୍‌ ଆବଣ୍ଟନ କରାଯାଇଛି।...

କୋକସରା ପୋଲିସର ଗାଡିମୋଟର ଯାଞ୍ଚ

କୋକସରା,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥ ବଙ୍ଗୋମୁଣ୍ଡା ଛକ ନିକଟରେ ବୁଧବାର ପୋଲିସ ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଇଥିଲା...

ଧଳାବାଘ ସମ୍ରାଟ ହାଡ଼ଜନିତ ରୋଗରେ ଆକ୍ରାନ୍ତ

ବାରଙ୍ଗ,୩୦ା୬(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣୀୟ ଧଳାମହାବଳ ବାଘ ସମ୍ରାଟକୁ ଏବେ ଆଉ ଦର୍ଶକ ଦେଖିପାରିବେ ନାହିଁ। ଅସୁସ୍ଥ ଥିବା କାରଣରୁ ତାକୁ କିଛିଦିନ ପାଇଁ ବିଶ୍ରାମ...

ବହୁ ଆଗରେ ସୂର୍ଯ୍ୟ ପାତ୍ର

ବ୍ରହ୍ମପୁର ଅଫିସ,୨୩।୫- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବହୁ ଆଗରେ ରହିଛନ୍ତି ବିଜେଡି ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ତାଙ୍କୁ ମିଳିଛି...

ସୁଆର ମହାସୁଆର ନିଯୋଗ ନିର୍ବାଚନ ସରିଲା

ପୁରୀ ଅଫିସ,୧୦ା୮: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶେଷ ହୋଇଛି। ଶନିବାର କୋଇଲି ବୈକୁଣ୍ଠ ପରିସର ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯାଇଥିଲା। ଏଥିରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *