Posted inଜାତୀୟ

ଚିଦାମ୍ବରମ୍‌ଙ୍କୁ ଶହେ ଘଣ୍ଟାରେ ସିବିଆଇ ପଚାରିଲା ୪ଶହ ୫୦ ପ୍ରଶ୍ନ

ନୂଆଦିଲ୍ଲୀ,୯।୯: ଆଇଏନ୍‌ଏକ୍ସ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କ ପାଇଁ ଚାର୍ଜଶିଟ୍‌ ପ୍ରସ୍ତୁତ କରୁଛି ସିବିଆଇ। ଏନେଇ ଶହେ ଘଣ୍ଟାରେ ଚିଦାମ୍ବରମ୍‌ଙ୍କୁ ୪ ଶହ ୫୦ ପ୍ରଶ୍ନ ପଚରା ଯାଇଛି। ଚଳିତ ମାସ ତୃତୀୟ ସପ୍ତାହରେ ଚାର୍ଜଶିଟ୍‌ ଦାଖଲ କରାଯିବାର ଯୋଜନା ରହିଛି। ଚାର୍ଜଶିଟ୍‌ ଦାଖଲ କରାଗଲେ ଚିଦାମ୍ବରମ୍‌ଙ୍କୁ ଜାମିନ୍‌ ମିଳିବା କଷ୍ଟକର ହେବ ବୋଲି କୁହାଯାଉଛି। ଏବେ ସେ ଦିଲ୍ଲୀର ତିହାର ଜେଲ୍‌ରେ ରହିଛନ୍ତି। ସେଠାରେ ଚିଦାମ୍ବରମ୍‌ ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ରହିବେ।


All Right Reserved By Dharitri.Com

୩ବର୍ଷ ପୂର୍ବରୁ ଘରୁ ପଳାଇ ଯାଇଥିବା ସ୍ବାମୀଙ୍କୁ ଧରାଇଲା ଟିକ୍‌ଟକ୍‌

ଚେନ୍ନାଇ,୪।୭: ତାମିଲନାଡୁର ବିଲ୍ଲୁପୁରମ ଜିଲାରେ ରହୁଥିବା ୨ଟି ସନ୍ତାନର ଜନନୀ ଜୟାପ୍ରଦାଙ୍କ ସ୍ବାମୀ ଗତ ପ୍ରାୟ ୩ ବର୍ଷ ହେବ ଘରୁ କେଉଁଆଡେ ଚାଲି ଯାଇଥିଲେ।...

ବନ୍ୟାଞ୍ଚଳରେ ଗାଁଲୋକେ ତିଆରି କଲେ ପୋଲ

ଦରଭଙ୍ଗା,୧୭।୭: ବିହାର ଦରଭଙ୍ଗା ଜିଲା ବନ୍ୟା ପ୍ରଭାବିତ ଅଞ୍ଚଳ ଭାବେ ଚିହ୍ନଟ ହୋଇଥିବା ବେଳେ ସେଠାକାର ଗାଁଲୋକେ ନିଜ ଉଦ୍ୟମରେ ବାଉଁଶ ପୋଲ ତିଆରି କରିଥିବା...

ବୋହୂକୁ ବଞ୍ଚାଇବାକୁ ଯାଇ ପୁଅକୁ ଗୁଳିକଲେ ମା’

କୋଲକାତା,୨୫।୬: ଚଳିତ ଦିନରେ ଶାଶୁ ବୋହୂଙ୍କ କଳି ସବୁବେଳେ ଶୁଣିବାକୁ ମିଳୁଥିବା ବେଳେ ପଶ୍ଚିମ ବଙ୍ଗରେ ଜଣେ ଶାଶୁ ବୋହୂ ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଛନ୍ତି।...

ସୁଧୁରୁନି କଶ୍ମୀର ସ୍ଥିତି

ଶ୍ରୀନଗର,୩ା୧୦(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୫୯ଦିନରେ ପହଞ୍ଚତ୍ଥିଲେ ହେଁ ଏପର୍ଯ୍ୟନ୍ତ ଉପତ୍ୟକାର ସ୍ଥିତି ସୁଧୁରିନାହିଁ। ବୁଧବାର ସକାଳେ...

ଗୁରୁବାର ଯାଏ ବଢ଼ିଲା ଚିଦାମ୍ବରମ୍‌ଙ୍କ ଅନ୍ତରୀଣ ସୁରକ୍ଷା

ନୂଆଦିଲ୍ଲୀ,୨୮।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଅନ୍ତରୀଣ ଜାମିନ ଉପରେ ବୁଧବାର ସୁପ୍ରିମକୋର୍ଟ ଶୁଣାଣି କରି ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କ ଅନ୍ତରୀଣ ସୁରକ୍ଷା ଅବଧିକୁ ବଢ଼ାଇ ଦେଇଛନ୍ତି।...

କେରଳରେ ସର୍ବାଧିକ କରୋନା ସଂକ୍ରମିତ: ଦ୍ୱିତୀୟ ସ୍ଥାନରେ ମହାରାଷ୍ଟ୍ର

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ପୂର୍ବରୁ କରୋନା...

ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୪।୧୦:ସ୍ବାଧୀନତା ସଂଗ୍ରାମୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କ ଆଜି ଜନ୍ମଦିବସ। ତାଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।...

ବିବିଧତାରେ ଏକତା ଭାରତର ବିଶେଷତା: ମୋଦି

ନୂଆଦିଲ୍ଲୀ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦିଲ୍ଲୀର ୧୭୩୪ ଅବୈଧ ବସତିକୁ ବୈଧ କରିଥିବାରୁ ଦିଲ୍ଲୀ ଭାଜପା ପକ୍ଷରୁ ରାମଲୀଳା ମଇଦାନରେ ରବିବାର ଏକ ଧନ୍ୟବାଦ...

Leave a comment

Your email address will not be published. Required fields are marked *