ଗୋଟିଏ ଦିନରେ ୟୁଏନ୍‌ ଆସେମ୍ଲିକୁ ସମ୍ବୋଧିତ କରିବେ ମୋଦି-ଇମ୍ରାନ

ନ୍ୟୁୟର୍କ,୯।୯: ୟୁଏନ୍‌ ଜେନରାଲ ଆସେମ୍ଲିର ଅଧିବେଶନ ସେପ୍ଟେମ୍ବର ୨୭ରେ ହେବ। ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁଏନ୍‌ ଜେନରାଲ ଡିବେଟ୍‌ର ୭୪ତମ ଅଧିବେଶନକୁ ସମ୍ବୋଧିତ କରିବେ। ତେବେ ଏହି ବୈଠକରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ମଧ୍ୟ ଉପସ୍ଥିତ ରହିବେ ଓ ମୋଦିଙ୍କ ପରେ ପରେ ସେ ଉକ୍ତ ଅଧିବେଶନକୁ ସମ୍ବୋଧିତ କରିବେ। ସୂଚନାଯୋଗ୍ୟ, ୨୦୧୪ରେ ମଧ୍ୟ ମୋଦି ୟୁଏନ୍‌ ଅଧିବେଶନକୁ ସମ୍ବୋଧିତ କରିଥିଲେ। ମୋଦିଙ୍କ ସେକେଣ୍ଡ ଇନିଙ୍ଗସରେ ସେ ଦ୍ୱିତୀୟ ଥର ଲାଗି ଏହି ସଭାକୁ ସମ୍ବୋଧିତ କରୁଛନ୍ତି।


All Right Reserved By Dharitri.Com

ପୃଥିବୀ ସହ ଧକ୍କା ହେବ ଆପୋଫିସ୍‌

ଓ୍ବାଶିଂଟନ,୧୦ା୧୦: ପୃଥିବୀ ସହ ଏକ ଗ୍ରହାଣୁ ଧକ୍କା ହେବ। ଫଳରେ ଏହା ବିପର୍ଯ୍ୟୟ ଆଣିଦେବା ସହ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁର କାରଣ ସାଜିବ ବୋଲି...

୨୦୩୦ ସୁଦ୍ଧା ନିର୍ମାଣ ହେବ ହାଇପରସୋନିକ୍‌ ବିମାନ: ୪ ଘଣ୍ଟାରେ ଲଣ୍ଡନରୁ ସିଡ୍‌ନୀ ୧୭ ହଜାର କିମି କରିବ ଅତିକ୍ରମ

ଲଣ୍ଡନ,୨।୧୧: ଲଣ୍ଡନରୁ ସିଡ୍‌ନୀ ୧୭ ହଜାର କିମି ଅତିକ୍ରମ କରିବାକୁ ବିମାନକୁ ୨୨ରୁ ୨୫ ଘଣ୍ଟା ଲାଗିଥାଏ। ତେବେ ବ୍ରିଟେନ୍‌ ପକ୍ଷରୁ ହାଇପରସୋନିକ୍‌ ବିମାନ ନିର୍ମାଣ...

କାବୁଲରେ ଶକ୍ତିଶାଳୀ ବିସ୍ଫୋରଣ:୩୪ ମୃତ, ୬୮ ଆହତ

କାବୁଲ, ୧।୭: ଆଫଗାନିସ୍ତାନର କାବୁଲରେ ସୋମବାର ସକାଳୁ ଏକ ଶକ୍ତିଶାଳୀ ବିସ୍ଫୋରଣ ଘଟିଛି। ଏଥିରେ ୩୪ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୬୮ ଜଣ ଆହତ ହୋଇଛନ୍ତି। ଏକ...

କାର୍‌ ବୋମା ବିସ୍ଫୋରଣ: ୮ ମୃତ

ଦାମାସ୍‌କସ୍‌,୧୧।୧୧: ସିରିଆରେ ଏକ କାର୍‌ ବୋମା ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ସିରିଆର ତୁର୍କୀ ଅଧିକୃତ ଅଞ୍ଚଳର ଦକ୍ଷିଣ-ପୂର୍ବ ସଲୁକଠାରେ ଏଭଳି ଘଟିଛି। ଏଥିରେ...

ଜୀବନ ଆଶାରେ ମରଣ ମୁହଁରେ:ଆମେରିକା- ମେକ୍ସିକୋ ସୀମା ରିଓ ଗ୍ରାଣ୍ଡେ ନଦୀରେ ଭାସିଗଲେ ଶରଣାର୍ଥୀ ଓ ୨୩ ମାସର ଝିଅ

ସିଉଡାଡ୍‌ ଭିକ୍ଟୋରିଆ/ଓ୍ବାଶିଂଟନ,୨୮।୬:ମେକ୍ସିକୋ ସୀମାରେ ଆମେରିକୀୟ ସେନା ମୁତୟନ ଓ ଶରଣାର୍ଥୀଙ୍କ ପ୍ରତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କଡ଼ା ଆଭିମୁଖ୍ୟକୁ ନେଇ ପୁଣିଥରେ ସୃଷ୍ଟି ହୋଇଛି ବିରାଟ...

ରୁଷିଆରେ ଡ୍ୟାମ୍‌ ଭୁଶୁଡ଼ି ୧୫ ମୃତ

ମସ୍କୋ,୨୦ା୧୦(ଏଏଫ୍‌ପି): ରୁଷିଆର ସାଇବେରିଆ ସୁନାଖଣି ଅଞ୍ଚଳରେ ଶନିବାର ଏକ ଡ୍ୟାମ୍‌ ଭୁଶୁଡ଼ି ୧୫ ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ଅନ୍ୟ ୧୩ ଜଣ ନିଖୋଜ ଅଛନ୍ତି। ସାଇବେରିଆର...

ଜି-୭ରେ ମୋଦି

ବିଆରିଜ୍‌,୨୬ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫ୍ରାନ୍ସର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ସେ ବାହାରିନ୍‌ରୁ ଫ୍ରାନ୍ସ ଯାଇ ସମ୍ମିଳନୀରେ...

ସମୁଦ୍ର ଭିତରେ ବୋଇଂ ବିମାନ ବ୍ୟବହାର କରି ଥିମ୍‌ ପାର୍କ କରିବ ବାହାରିନ

ମନାମା,୧୪।୬: ପର୍ଯ୍ୟଟନ କ୍ଷେତ୍ରରେ ଏକ ସ୍ବତନ୍ତ୍ର ପରିଚୟ ପାଇଁ ବାହାରିନ ସରକାର ଏବେ ଏକ ନୂଆ ଉପାୟ ଆପଣେଇବାକୁ ଯାଉଛନ୍ତି। ଏଠାକାର ସରକାର ଆସନ୍ତା ଅଗଷ୍ଟରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *