ପାଣିରେ ପଡ଼ି ବୃଦ୍ଧ ମୃତ

ଭଣ୍ଡାରିପୋଖରୀ, ୯।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନେରଡ଼ା ପଞ୍ଚାୟତ ମିଟୁଆଣି ଗ୍ରାମର ଜନୈକ ବୃଦ୍ଧ ଶୌଚ ହେବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହୁରିଆ(୮୨)।
ପ୍ରକାଶ ଯେ, ଶ୍ୟାମସୁନ୍ଦର ରବିବାର ରାତିରେ ଶୌଚ ହେବାକୁ ଘର ପାଖ ନାଳକୁ ଯାଇଥିଲେ। ଅସାବଧାନତା ଯୋଗୁ ଗୋଡ଼ ଖସିଯିବାରୁ ସେ ନାଳରେ ପଡ଼ିଯାଇଥିଲେ। ସୋମବାର ସକାଳୁ ପରିବାରଲୋକେ ନାଳରୁ ତାଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ତେବେ ଶ୍ୟାମସୁନ୍ଦର ମାନସିକ ବିକାରଗସ୍ତ ଥିବା କୁହାଯାଉଛ।


All Right Reserved By

ଉପସ୍ଥାନକୁ ନେଇ ପୌର କାର୍ଯ୍ୟାଳୟରେ ବିବାଦ

ଅନୁଗୋଳ ଅଫିସ, ୧୭।୮ – ଅନୁଗୋଳ ପୌରପାଳିକାରେ ସ୍ବାଧୀନତା ଦିବସ ପାଳନ ପୂର୍ବରୁ କର୍ମଚାରୀଙ୍କ ଉପସ୍ଥାନ ନେଇ ଏକ ବିବାଦୀୟ ସ୍ଥିତି ଉପୁଜିଥିଲା। ପୌର ନିର୍ବାହୀ...

କୂଳ ଲଙ୍ଘୁଛି ଜନନୀ ଯନ୍ତ୍ରଣା: ଖଟିଆରେ ୪ କି.ମି. ବୁହାହେଲେ ଗର୍ଭବତୀ ମା’, ପାହାଡରେ ଜନ୍ମଦେଲେ ଶିଶୁକନ୍ୟା

ନୂଆପଡା ଅଫିସ/ଖଡିଆଳ,୨ା୭: ଶିଶୁ, ମାତୃ ମୃତ୍ୟୁହାର କମାଇବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏଥିସକାଶେ ଆନୁଷ୍ଠାନିକ ପ୍ରସବ ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ...

ପୁଣି କାନ୍ଧରେ ବୁହାହେଲା ମୃତଦେହ

କ.ନୂଆଗାଁ,୨ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ପୁଣି ମୃତଦେହକୁ କାନ୍ଧରେ ବୋହି ନେଇଛନ୍ତି ପରିବାର ଲୋକେ। ବଣ୍ଡଗୁଡା ଗ୍ରାମ ପଞ୍ଚାୟତରେ ରାତି...

ବିଦ୍ୟାଳୟ ନଳକୂପ ଭାଙ୍ଗିଲେ ଦୁର୍ବୃତ୍ତ : ମଧ୍ୟାହ୍ନଭୋଜନ ରନ୍ଧନ ପାଇଁ ମିଳୁନି ପାଣି, ଛାତ୍ରୀଛାତ୍ର ହନ୍ତସନ୍ତ

ବନ୍ତ,୧।୮(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଶିକ୍ଷା ସର୍କଲ ଅନ୍ତର୍ଗତ କଳାପାହାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପକୁ ବୁଧବାର ରାତିରେ କେହି...

ଆଟେଣ୍ଡାଣ୍ଟ ଭରସାରେ କୁଦୋପାଲି ଡାକ୍‌ତରଖାନା

ସୋହେଲା,୨୬ା୬ (ଡି.ଏନ୍‌.ଏ):ବରଗଡ଼ ଜିଲା ସୋହେଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ୧୯୮୯ ସାଲେ କୁଦୋପାଲି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଥାପନ ହେଇଥିଲା। ରାଏଜ୍‌ ସରକାର ଇ...

ଅନ୍‌ଲାଇନ୍‌ ଶପିଂ ସଂସ୍ଥା ଗାଡ଼ିରୁ ପାର୍ସଲ ଲୁଟ୍‌ ଘଟଣା: ପୋଲିସ ଜାଲରେ ଲୁଟେରା ଗ୍ୟାଙ୍ଗ୍‌, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ

କାମାକ୍ଷାନଗର, ୧୩।୮(ଡି.ଏନ୍‌.ଏ.)-ଅନ୍‌ଲାଇନ ଶପିଂ ସଂସ୍ଥାର ପାର୍ସଲ ଭ୍ୟାନ୍‌ରୁ ସାମଗ୍ରୀ ଲୁଟ୍‌ ମାମଲାରେ ସମ୍ପୃକ୍ତ ଲୁଟେରା ଗ୍ୟାଙ୍ଗ୍‌ର ୩ ସଦସ୍ୟଙ୍କୁ ମୋବାଇଲ ଟ୍ରାକିଂ କରି କାବୁ କରିଛି...

ଭଉଣୀଙ୍କୁ ଶାଶୁଘରେ ଛାଡ଼ି ଫେରିବାବେଳେ ଦୁର୍ଘଟଣା : ଭାଇଙ୍କ ଜୀବନଗଲା

ହାଟଡ଼ିହୀ,୧୦।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଆବୁଲପୁରା ଗ୍ରାମର ବିନୋଦ ଦାସଙ୍କ ପୁଅ ଘନଶ୍ୟାମ(୨୫)ଙ୍କ ଶନିବାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଘନଶ୍ୟାମ ଭଉଣୀଙ୍କୁ...

ଗଞ୍ଜାମ ଜିଲାରେ ଟିଡି ଟିକାର ବ୍ୟବହାର ଆରମ୍ଭ : ୧ ଲକ୍ଷ ୭୭ହଜାର ଜଣଙ୍କୁ ଦିଆଯିବ ଟିକା

ବ୍ରହ୍ମପୁର ଅଫିସ୍‌,୧୩ା୬-ଗଞ୍ଜାମ ଜିଲାରେ ଟିଟାନାସ୍‌ ଏବଂ ଆଡଲଟ୍‌ ଡିପ୍‌ଥେରିଆ (ଟିଡି) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍ପିଟାଲ୍‌ ପରିସରସ୍ଥ ପୋଷ୍ଟପାର୍ଟମ ଏବଂ ଟିକାକରଣ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *