Posted inଜାତୀୟ

୫ଟଙ୍କାରେ ଗରିବଙ୍କୁ ପେଟପୂରା ଖାଇବାକୁ ଦେଉଥିବା ଦାଦି ମା’ଙ୍କ ପରଲୋକ

ଗାଜିଆବାଦ୍‌,୯।୯: ୫ ଟଙ୍କାରେ ଗରିବଙ୍କୁ ପେଟପୂରା ଖାଇବାକୁ ଦେଉଥିବା ସରୋଜାନି ଖାନ୍ନା ଓରଫ୍‌ ଦାଦି ମା’ଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଗାଜିଆବାଦରେ ପ୍ରତିଦିନ ସେ ୫୦୦ ଗରିବ ଲୋକଙ୍କୁ ମାତ୍ର ୫ ଟଙ୍କାରେ ପେଟପୂରା ଖାଦ୍ୟ ଦେଉଥିଲେ। ନିଜ ମା’ଙ୍କ ଠାରୁ ପ୍ରେରଣା ପାଇ ପ୍ରଥମେ କିଛି ଗରିବଙ୍କୁ ଖାଦ୍ୟ ଯୋଗାଇ ଦେବା ପାଇଁ ‘ଦାଦି କି ରସୋଇ’ ନାମରେ ଏକ ଅନୁଷ୍ଠାନ ଗଢିଥିଲେ ସରୋଜାନି। ପ୍ରତିଦିନ ସକାଳ ୧୦ରୁ ୧୧.୩୦ ଏବଂ ଅପରାହ୍ନ ୧୨ରୁ ୨ଟା ପର୍ଯ୍ୟନ୍ତ ଲୋକଙ୍କୁ ଖାଦ୍ୟ ଯୋଗାଇ ଦେଉଥିଲେ।


All Right Reserved By Dharitri.Com

ଘରେ ବସି ମିଳିବ ଜରୁରୀ ସାମଗ୍ରୀ: ପ୍ରଶାସନ ଜାରି କଲା ହେଲ୍ପଲାଇନ୍‌ ନମ୍ବର

ନଏଡା,୩୧।୩: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାରି ଭିତରେ କରୋନା ସଙ୍କଟକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌...

ସୁପ୍ରିମକୋର୍ଟ ଗଲା ଶିବସେନା

ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ମଙ୍ଗଳବାର ସୁପାରିଶ କରିଥିଲେ। ଏହାପରେ ମୋଦି କ୍ୟାବିନେଟ ଏହାକୁ ମଞ୍ଜୁରୀ ପ୍ରଦାନ...

ଭାରତ କଥାକୁ ଏବେ ଗୁରୁତ୍ୱ ଦେଇ ଶୁଣୁଛି ବିଶ୍ୱ: ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୯: ବୈଦେଶିକ ମନ୍ତ୍ରୀ ଭାବେ ଏସ୍‌ ଜୟଶଙ୍କର ଶହେ ଦିନ ପୁରଣ କରିଛନ୍ତି। ଏହି ଅବସରରେ ସେ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ଏବେ ଭାରତ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରଥମଥର ଲାଗି ପ୍ରଚାର ମଇଦାନକୁ ଓହ୍ଲାଇବେ ମୋଦି

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ପ୍ରଚାର ମଇଦାନୁ ଓହ୍ଲାଇଛନ୍ତି ଷ୍ଟାର ପ୍ରଚାରକମାନେ। ସୋମବାର ପ୍ରଥମଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଶରଦ ପାଓ୍ବାର ହେବେ କି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ !

ମୁମ୍ବାଇ,୫।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଚାଲିଛି ଅଙ୍କକଷା। ଶିବସେନା ଓ ଭାଜପା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଗଣିତ ଛିଡୁ ନ ଥିବା ବେଳେ ଏବେ...

ପ୍ରିୟଙ୍କାଙ୍କୁ ମୁକ୍ତ କରିବାରେ ବିଳମ୍ବ ହେବା ମାମଲାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୧।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରିବା ଅପରାଧରେ ଗିରଫ ହୋଇଥିବା ଭାଜପା କର୍ମୀ ପ୍ରିୟଙ୍କା ଶର୍ମାଙ୍କୁ ମୁକ୍ତ କରିବାରେ...

ସୀମାନ୍ତ ସ୍ଥିତି ସମୀକ୍ଷା କଲେ ରାଜନାଥ

ନୂଆଦିଲ୍ଲୀ,୧୫ା୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ସେନାବାହିନୀର ଶୀର୍ଷ ପଦାଧିକାରୀମାନଙ୍କ ବୈଠକରେ ପାକିସ୍ତାନ ଓ ଚାଇନା ସୀମାନ୍ତର ସ୍ଥିତି ସମୀକ୍ଷା କରିଛନ୍ତି। ବୈଠକରେ ସ୍ଥଳସେନା...

ଆସିଲା ମୋଦିଙ୍କର ଆଉ ଏକ ଯୋଗ ଭିଡିଓ

ନୂଆଦିଲ୍ଲୀ,୧୭।୬: ଅନ୍ତର୍ଜାତୀୟ ଯୋଗ ଦିବସ ପାଖେଇ ଆସୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ସୋମବାର ପ୍ରଧାନମନ୍ତ୍ରୀଙ୍କ ଟୁଇଟରରେ ଏହି...

Leave a comment

Your email address will not be published. Required fields are marked *