ଧମକ, ଆକ୍ରମଣ ଘଟଣା, ଜଣେ ଗିରଫ

ଛତ୍ରପୁର,୯ା୯(ଡି.ଏନ.ଏ.): ଏକ କାର ଅଟକାଇ ଧମକ ଦେବା ସହ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ଛତ୍ରପୁର ଥାନା ପୋଲିସ ସୋମବାର ଗିରଫ କରିଛି। ସେ ହେଲେ ରାଜେଶ ମହାରଣା। ରବିବାର ରାତିରେ ରେଡ୍ଡୀସାହି ଛକ ନିକଟରେ ରାଜେଶ ଏକ କାରକୁ ଅଟକାଇ ଚାଳକଙ୍କୁ ଧମକ ଦେବା ସହ ମାରପିଟ କରିଥିବା ଅଭିଯୋଗ ହୋଇଥିଲା । ଏ ସମ୍ପର୍କରେ କାର ମାଲିକ ଛତ୍ରପୁର ଥାନାରେ ଏତଲା ଦେଇଥିଲେ। ପୋଲିିସ ଏକ ମାମଲା (ନଂ.୧୩/୨୧୯) ରୁଜୁ କରି ସୋମବାର ରାଜେଶଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।


All Right Reserved By Dharitri.Com

ଘର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ବ୍ରହ୍ମପୁର ଅଫିସ,୨୨ା୫- ଘରଭଡ଼ାକୁ କେନ୍ଦ୍ରକରି ଘର ମାଲିକଙ୍କୁ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ଗୋଷାଣୀନୂଆଗଁା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗୋଷାଣୀନୂଆଗଁା...

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରୁ ମଦ ଦୋକାନ ଉଠାଇବା ଦାବି, ଧାରଣା ଚେତାବନୀ

ବାଲେଶ୍ୱର ଅଫିସ, ୨୪।୯-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନକୁ ଉଠାଇବା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବାରମ୍ବାର ଦାବି...

ନିରୀହ ଆଦିବାସୀଙ୍କୁ ଗିରଫ ପ୍ରତିବାଦରେ ଡଙ୍ଗରିଆଙ୍କ ପକ୍ଷରୁ ବିକ୍ଷୋଭ

ମୁନିଗୁଡ଼ା,୨୭।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିୟମଗିରି ସୁରକ୍ଷା ସମିତି ସଭ୍ୟ ଦଧି କାଡ୍ରାକା ମାଓବାଦୀଙ୍କ ସହ ସମ୍ପୃକ୍ତ ଥିବା ଅଭିଯୋଗରେ ଗତ୧୫ ତାରିଖରେ ମୁନିଗୁଡା ପୋଲିସ...

ସଫେଇ କର୍ମଚାରୀଙ୍କୁ ଆକ୍ରମଣ ପ୍ରତିବାଦରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ବାରିପଦା ଅଫିସ,୮ା୧୦- ବାରିପଦା ପୌର ପରିଷଦର ସଫେଇ କର୍ମଚାରୀଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ କର୍ମଚାରୀମାନେ ମଙ୍ଗଳବାର ସକାଳେ ପୌର କାର୍ଯ୍ୟାଳୟ ସମ୍ମୁଖରେ...

ଖଣିରେ ନିଯୁକ୍ତି ଓ ପରିବହନ ବିବାଦ: ଦୁଇ ଗୋଷ୍ଠୀ ମୁହାଁମୁହିଁ 

ଯୋଡ଼ା, ୪।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି ଖଣିରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଓ ପରିବହନ ସୁବିଧା ଦେବାପାଇଁ ମାରାଙ୍ଗବୁରୁ ଡେଭେଲପମେଣ୍ଟ କମିଟି...

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ସ୍ବାମୀ

ଧାମନଗର,୯।୮(ଡି.ଏନ୍‌.ଏ) : ଭଦ୍ରକ ଜିଲା ଧୁଷୁରୀ ଥାନା କୋଠାର ଦାସ ସାହିର ସଞ୍ଜୟ ଦାସ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କୁ ଟାଙ୍ଗିଆରେ ହାଣି ଦେବାରୁ ତାଙ୍କୁ ମୁମୂର୍ଷୁ...

ପୃଥକ ୨ଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର

ଆନନ୍ଦପୁର,୨୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପୃଥକ ଦୁଇଟି ସ୍ଥାନରେ କାନ୍ଥପଡି ଦୁଇ ମହିଳା ଗୁରୁତର ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ...

‘ଦୋଳଗୋବିନ୍ଦ ଥିଲେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର’

କଟକ ସଦର, ୭ା୯(ଡି.ଏନ୍‌.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ...

Leave a comment

Your email address will not be published. Required fields are marked *